କରୋନା ଆକ୍ରାନ୍ତଙ୍କ ଘରକାନ୍ଥରେ ଲାଗିବନି ସୂଚନା ପୋଷ୍ଟର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୯।୧୨: ଏଣିକି କୌଣସି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଘରକାନ୍ଥରେ ସୂଚନା ପୋଷ୍ଟର ଲଗାଯିବ ନାହିଁ। ଏସମ୍ପର୍କରେ ବୁଧବାର ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏଭଳି କରିବା ଦ୍ୱାରା ଲୋକଙ୍କ ମଧ୍ୟରେ ବିଭାଜନ ହେଉଥିବା କୋର୍ଟ କହିଛନ୍ତି। କେତେକ ଆକ୍ରାନ୍ତଙ୍କୁ ଲୋକେ ଅଛୁଆଁ ବିବେଚିତ କରୁଛନ୍ତି। ଏହାଦ୍ୱାରା ଆକ୍ରାନ୍ତଙ୍କ ମାନସିକ ସ୍ଥିତି ବିପର୍ଯ୍ୟସ୍ତ ହେଉଥିବାର କୋର୍ଟ କହିଛନ୍ତି। ପଡ଼ୋଶୀମାନେ ଆକ୍ରାନ୍ତ ପରିବାର ପ୍ରତି କେତେକ କ୍ଷେତ୍ରରେ ଖରାପ ବ୍ୟବହାର ପ୍ରଦର୍ଶନ କରୁଛନ୍ତି। ତେଣୁ ଆକ୍ରାନ୍ତଙ୍କୁ ଚିହ୍ନଟ କରିବା ପାଇଁ ବ୍ୟବହାର କରାଯାଉଥିବା ପୋଷ୍ଟର ଲଗାଇବାକୁ ସର୍ବୋଚ୍ଚ ନ୍ୟାୟାଳୟ ବାରଣ କରିଛନ୍ତି। ବିପର୍ଯ୍ୟୟ ପରିଚାଳନା ଅଧିନିୟମ ଅନୁସାରେ ସ୍ବତନ୍ତ୍ର ଅଧିକାରୀଙ୍କଠାରୁ ଏସମ୍ପର୍କିତ କୌଣସି ନିର୍ଦ୍ଦେଶ ଦିଆଗଲେ ପୋଷ୍ଟର ଲଗାଯାଇ ପାରିବ। ଅନ୍ୟଥା ନୁହେଁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। ଆଇନଜୀବୀ କୁଶ କର୍ଲାଙ୍କ ପକ୍ଷରୁ ଦାଖଲ କରାଯାଇଥିବା ଏକ ମାମଲାର ବିଚାର କରି ବିଚାରପତି ଅଶୋକ ଭୂଷଣଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି ନିର୍ଦ୍ଦେଶ ଜାରି କରିଛନ୍ତି। କୁଶ ଆବେଦନ କହିଥିଲେ ଯେ, ଏଭଳି କରିବା ଦ୍ୱାରା ଗୋପନୀୟତା ମୌଳିକ ଅଧିକାର କ୍ଷୂର୍ଣ୍ଣ ହେଉଛି। ତେଣୁ ଏହା କରାଯିବା ଅନୁଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଜଣେ କଶ୍ମୀରୀ ପଣ୍ଡିତଙ୍କୁ ହତ୍ୟା

ନୂଆଦିଲ୍ଲୀ,୧ା୬: ଜମ୍ମୁ-କଶ୍ମୀରର କୁଲ୍‌ଗାମ ଜିଲାରେ ମଙ୍ଗଳବାର ଆତଙ୍କବାଦୀମାନେ ଜଣେ ପ୍ରବାସୀ କଶ୍ମୀରୀ ପଣ୍ଡିତ ହାଇସ୍କୁଲ୍‌ ଶିକ୍ଷୟିତ୍ରୀଙ୍କୁ ଗୁଳିକରି ହତ୍ୟା କରିଛନ୍ତି। କଶ୍ମୀରରେ ମାସକ ମଧ୍ୟରେ ଏହା...

ଏସ୍‌-୪୦୦ ମିଶାଇଲ୍‌ ଡିଫେନ୍ସ୍‌ ସିଷ୍ଟମ୍‌ ବାଟରେ କଣ୍ଟା ସାଜିଛି ଆମେରିକା

ନୂଆଦିଲ୍ଲୀ,୧୬।୧: ଭାରତର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ରୁଷ୍‌ଠାରୁ ଏସ୍‌-୪୦୦ ମିଶାଇଲ୍‌ ଡିଫେନ୍ସ୍‌ ସିଷ୍ଟମ କିଣାଯିବା ଲାଗି ଚୁକ୍ତି ସ୍ବାକ୍ଷର ହୋଇଛି। ତେବେ ବାଟରେ...

ସାଙ୍ଘାଇରେ ଲକ୍‌ଡାଉନ୍‌, ଦୂତାବାସ ସହିତ ଯୋଗାଯୋଗ କରିବାକୁ ଭାରତୀୟଙ୍କୁ ପରାମର୍ଶ…

ବେଜିଂ, ୧୩।୪ : ଚାଇନାରେ କରୋନା ମହାମାରୀ ସଂକ୍ରମଣ ପୁଣି ଅଣାୟତ୍ତ ହେବାରେ ଲାଗିଛି। ଏଠାରେ ନୂତନ ସଂକ୍ରମଣ ମାମଲା ପ୍ରତିଦିନ ରେକର୍ଡ ଭାଙ୍ଗୁଛି ।...

ଥାନାରେ ବିବାହ କଲେ ମହିଳା କନଷ୍ଟେବଳ, ଘୋଡ଼ା ଚଢ଼ି ବିଦା ହେଲେ ଶାଶୁଘର

ଜୟପୁର,୨୮।୪: ପୋଲିସ ଯେତେ ସମସ୍ୟାରେ ଥିଲେ ବି ନିଜର ଡ୍ୟୁଟି ପାଳନ କରିବାକୁ ବାଧ୍ୟ ହୋଇଥାଏ। କର୍ତ୍ତବ୍ୟ ଆଗରେ ସବୁକିଛି ତୁଚ୍ଛ ହୋଇଥାଏ। ସେମିତି ଜଣେ...

ଛତିଶଗଡ଼ରେ ଆଇଇଡି ବିସ୍ଫୋରଣ

ବଳରାମପୁର,୨୩।୪: ଝାଡଖଣ୍ଡ-ଛତିଶଗଡ଼ ସୀମାରେ ଥିବା ବନ୍ଦରଚୁଆ ନିକଟରେ ମଙ୍ଗଳବାର ସକାଳେ ଏକ ଆଇଇଡି ବିସ୍ଫୋରଣ ହୋଇଛି। ମାଓବାଦୀଙ୍କ ଦ୍ୱାରା କରାଯାଇଥିବା ଏହି ବିସ୍ଫୋରଣରେ କେହି ମୃତାହତ...

CORONAVIRUS UPDATE: ରାଜ୍ୟରେ ୧୧ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୯।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧିରେ ଧିରେ ଭୟଙ୍କର ହେବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ପୁଣି ୫୭୭ ପୁଣି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

ରାଜଧାନୀରେ ଖୋଲିବ ସାପ୍ତାହିକ ବଜାର

ନୂଆଦିଲ୍ଲୀ,୮ ।୮: ରାଜଧାନୀ ଦିଲ୍ଲୀରେ ସୋମବାରଠାରୁ ସପ୍ତାହିକ ବଜାର ଖୋଲିବାକୁ ଅନୁମତି ମିଳିଛି । କରୋନା ଦ୍ୱିତୀୟ ଲହରର ପ୍ରକୋପକୁ ଦେଖି ସମସ୍ତ ଦୋକାନ ବଜାର...

ପୋଲିସ ସୁରକ୍ଷାରେ ନବଦମ୍ପତି ସାକ୍ଷୀ-ଅଜିନେଶ୍‌: ସୋମବାର ହାଇକୋର୍ଟରେ ହେବେ ହାଜର

ଲକ୍ଷ୍ନୌ,୧୪।୭: ବରେଲିର ଭାଜପା ବିଧାୟକ ରାଜେଶ ମିଶ୍ରାଙ୍କ କନ୍ୟା ସାକ୍ଷୀ ମିଶ୍ରା ଏବଂ ତାଙ୍କ ସ୍ବାମୀ ଅଜିନେଶ୍‌ଙ୍କୁ ହାଇକୋର୍ଟରେ ହାଜର କରାଇବା ପାଇଁ ଏକ ୩...

Advertisement
Archives

Model This Week