Posted inଜାତୀୟ

ଏବେ ହଟିବନି ଝୁମ୍ପୁଡ଼ି: ସୁପ୍ରିମ୍‌କୋର୍ଟରେ ଜବାବ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୧୪।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟାଇବା ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଥିଲା। ରେଲଓ୍ବେ ସୁରକ୍ଷା ଜୋନ୍‌ରେ ବେଆଇନ ଦଖଲ କରିଥିବା ଝୁମ୍ପୁଡ଼ିକୁ ହଟାଯିବ ବୋଲି ନିର୍ଦ୍ଦେଶରେ କୁହାଯାଇଥିଲା। ନିର୍ଦ୍ଦେଶ ଅନୁସାରେ ଆସନ୍ତା ୩ ମାସ ମଧ୍ୟରେ ୧୪୦ କିମି ଲମ୍ବ ରେଳ ଲାଇନ କଡ଼ରେ ଥିବା ଏସବୁ ଝୁମ୍ପୁଡ଼ିକୁ ଭଙ୍ଗାଯିବାର କାର୍ଯ୍ୟକ୍ରମ ଥିଲା। ଏନେଇ ସୁପ୍ରିମ୍‌କୋର୍ଟ ପକ୍ଷରୁ କେନ୍ଦ୍ର ସରକାରଙ୍କ ମତାମତ ଲୋଡ଼ାଯାଇଥିଲା। ତେବେ ଏବେ ଝୁମ୍ପୁଡ଼ି ହଟିବନି ବୋଲି ସୋମବାର କେନ୍ଦ୍ର ସରକାରୁ ସୁପ୍ରିମ୍‌କୋର୍ଟରେ ନିଜ ପକ୍ଷ ରଖିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା ଏଭଳି ସୂଚନା ଦେଇଛନ୍ତି। ସୁପ୍ରିମ୍‌କୋର୍ଟ ପକ୍ଷରୁ ଏହାର ଶୁଣାଣି ୪ ସପ୍ତାହ ପାଇଁ ଘୁଞ୍ଚାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କମଲ ହାସନଙ୍କୁ ମିଳିଲା ଆଗୁଆ ଜାମିନ

ଚେନ୍ନାଇ,୨୦।୫: ଅଭିନେତାରୁ ରାଜନେତା ହୋଇଥିବା କମଲ ହାସନ କିଛିଦିନ ହେବ ବିବାଦ ଘେରରେ ରହିଛନ୍ତି। ମାହତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ପ୍ରଥମ ହିନ୍ଦୁ ଆତଙ୍କବାଦୀ...

କରୋନାରେ ମରିବୁ ପଛେ, ପାଳନ କରିବୁ ବିଜୟ ଉତ୍ସବ: ଟିଏମ୍‌ସି କର୍ମୀ…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ(ଟିଏମ୍‌ସି) କ୍ଲିନ୍‌ ସ୍ବିପ୍‌ କରିଛି। ଦଳର ସଫଳତା ନେଇ ଖୁସିରେ ଟିଏମ୍‌ସି କର୍ମୀମାନେ ନିର୍ବାଚନ କମିଶନ(ଇସି)ଙ୍କ...

ନଦୀକୁ ଖସିଲା କାର୍‌: ୯ ମୃତ

ଡେରାଡୁନ,୮।୭: ଭାରସାମ୍ୟ ହରାଇ ନଦୀକୁ ଖସିପଡ଼ିଲା କାର୍‌। ଉତ୍ତରାଖଣ୍ଡର ରାମନଗରରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। । ଏଥିରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ...

ପଞ୍ଜାବରେ ମେ’ ୧ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ ଅବଧି

ଚଣ୍ଡିଗଡ଼,୧୦।୪: ଦେଶରେ ତଥା ପଞ୍ଜାବରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଶୁକ୍ରବାର ରାଜ୍ୟରେ ଲକ୍‌ଡାଉନର ଅବଧି ଓ କର୍ଫ୍ୟୁକୁ ମେ’...

ଉତ୍ତର ପ୍ରଦେଶ ବିଧାନସଭା ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ୫୮ ଆସନରେ ୬୦% ମତଦାନ

ଲକ୍ଷ୍ନୌ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ସରିଛି । ପ୍ରଥମ ପର୍ଯ୍ୟାୟରେ ୧୧ ଜିଲାର ୫୮ଟି...

ଡିଜିଟାଲ ଇଣ୍ଡିଆ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି: ମୋଦି

ନୂଆଦିଲ୍ଲୀ,୧୯।୧୧: ଦେଶର ବିକାଶରେ ପ୍ରାଦ୍ୟୋଗିକ ଜ୍ଞାନକୌଶଳ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଡିଜିଟାଲ ଇଣ୍ଡିଆ ଏବେ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

କଂଗ୍ରେସ ଉପରେ ବର୍ଷିଲେ ମୋଦି

ପାଟନା,୧୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାର ପାଲିଗଞ୍ଜଠାରେ ବୁଧବାର ଏକ ନିର୍ବାଚନୀ ସଭାରେ ଯୋଗଦେଇ କଂଗ୍ରେସ ଏବଂ ଅନ୍ୟ ବିରୋଧ ଦଳଙ୍କ ଉପରେ ବର୍ଷିଛନ୍ତି। ଦେଶରେ...

ଓମିକ୍ରନ୍‌କୁ ନେଇ ହାଇକୋର୍ଟଙ୍କ ଚିନ୍ତା: ନିର୍ବାଚନ ଘୁଞ୍ଚାଇବାକୁ ସରକାର, ନିର୍ବାଚନ କମିଶନଙ୍କୁ ଅପିଲ

ଆହ୍ଲାବାଦ,୨୪ ।୧୨: ପାଖେଇ ଆସୁଛି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ । ଏପଟେ ରାଜନୈତିକ ଦଳମାନେ ବିଭିନ୍ନ ରାଲି ଓ ଜନସଭା ଆୟୋଜନ କରି ଭୋଟରଙ୍କୁ...

Advertisement
Archives

Model This Week