ଜଳୁନି ଷ୍ଟ୍ରିଟ୍‌ ଲାଇଟ, ପ୍ରଶାସନଠାରେ ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଳୁନି ସୁଫଳ

ଗଞ୍ଜାମ,୨୦।୧୦(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅଧ୍ୟକ୍ଷାଙ୍କ ତିନି ୱାର୍ଡ ଦୁର୍ଗାଦେବୀ ସାହିରେ ଦୀର୍ଘ ଦିନ ହେବ ଷ୍ଟ୍ରିଟ୍‌ ଲାଇଟ ଜଳୁ ନ ଥିବା ଜଣାପଡିଛି । ଏନେଇ ଏନଏସି ପ୍ରଶାସନଠାରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ସାହି ବାସିନ୍ଦା ଅଭିଯୋଗ କରିଛନ୍ତି । ସାହି ଅନ୍ଧାର ସହ ଉକ୍ତ ୱାର୍ଡରେ ବୁଲା ଗାଈ ଗୋରୁଙ୍କ ପାଦୁର୍ଭାବ ଲୋକଙ୍କ ସମସ୍ୟାକୁ ଦ୍ୱିଗୁଣିତ କରିଛି । ଯାହାକୁ ନେଇ ଘୋର ଅସନ୍ତୋଷ ଦେଖା ଦେବା ସହ ବୁଦ୍ଧିଜୀବୀ ଦୃଢ ନିନ୍ଦା କରିଛନ୍ତି । ଏନଏସି ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ସ୍ଥାୟୀ ସମାଧାନ କରିବାକୁ ଦାବି ହୋଇଛି ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri