‘ଲଭ୍‌-ଜିହାଦ’, ଜବରଦସ୍ତିର ସଙ୍କେତ ନାହିଁ

ମୁମ୍ବାଇ: ‘ଅଲି ବାବା: ଦସ୍ତାନ-ଏ-କାବୁଲ’ରେ ରାଜକୁମାରୀ ମରିୟମ ଭୂମିକାରେ ଅଭିନୟ କରିଥିବା ଅଭିନେତ୍ରୀ ତୁନିଶା ଶର୍ମାଙ୍କ ଆତ୍ମହତ୍ୟାକୁ ନେଇ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସମସ୍ତେ ତାଙ୍କ ପରିବାର ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ଏହା ସହିତ ଅଭିନେତ୍ରୀଙ୍କ ଆତ୍ମହତ୍ୟା ପଛର କାରଣକୁ ପୋଲିସ ଯାଞ୍ଚ କରୁଛି।

୨୦ ବର୍ଷୀୟା ତୁନିଶା ‘ଅଲି ବାବା: ଦସ୍ତାନ-ଏ-କାବୁଲ’ ଶୁଟିଂସେଟ୍‌ରେ ଆତ୍ମହତ୍ୟା କରିଥିଲେ। ଆତ୍ମହତ୍ୟା ଅଭିଯୋଗରେ ପୋଲିସ ତାଙ୍କ ପୂର୍ବତନ ପ୍ରେମିକ ଶିଜାନ ଖାନ୍‌ଙ୍କୁ ଗିରଫ କରିଛି। ଏହି ମାମଲାରେ ପୋଲିସ କହିଛି, ନିକଟରେ ତୁନିଶା ଏବଂ ତାଙ୍କ ପ୍ରେମିକ ଶିଜାନଙ୍କ ମଧ୍ୟରେ ହୋଇଥିବା ବ୍ରେକ୍‌ଅପ୍‌ ତାଙ୍କ ଜୀବନ ଶେଷ ହେବାର ଅନ୍ୟତମ କାରଣ ହୋଇପାରେ।

ଓ୍ବାଲିଭ ପୋଲିସ ରବିବାର ଶିଜାନ(୨୭)ଙ୍କୁ ଗିରଫ କରିଥିଲା। ପ୍ରାରମ୍ଭିକ ପୋଷ୍ଟମର୍ଟମ ରିପୋର୍ଟରେ ତାଙ୍କ ମୃତ୍ୟୁର କାରଣ ଫାଶୀ ବୋଲି ଦର୍ଶାଯାଇଛି। ଯଦିଓ ପୋଲିସ ଚୂଡ଼ାନ୍ତ ରିପୋର୍ଟକୁ ଅପେକ୍ଷା କରିଛି।

ଏହି ମାମଲାର ତଦାରଖ କରୁଥିବା ସହକାରୀ ପୋଲିସ କମିଶନର ଚନ୍ଦ୍ରକାନ୍ତ ଯାଦବ କହିଛନ୍ତି, ଏପର୍ଯ୍ୟନ୍ତ କରାଯାଇଥିବା ଅନୁସନ୍ଧାନରେ କୌଣସି ‘ଲଭ୍‌-ଜିହାଦ’ କୋଣ ସାମ୍ନାକୁ ଆସିନାହିଁ। ପୋଷ୍ଟମର୍ଟମ ରିପୋର୍ଟରେ ମଧ୍ୟ ଶର୍ମାଙ୍କ ସହ ବାଧ୍ୟ ହେବାର କୌଣସି ଚିହ୍ନ ନାହିଁ ବୋଲି ସେ କହିଛନ୍ତି। ଉଭୟଙ୍କ ମଧ୍ୟରେ ହ୍ବାଟ୍ସଆପ ଚାଟ୍‌ ଯାଞ୍ଚ ପାଇଁ ତୁନିଶା ଏବଂ ଶିଜାନଙ୍କ ଫୋନ୍‌ କଲ ଡିଟେଲ୍‌ସ ରିପୋର୍ଟ ପୋଲିସ ଖୋଜିଛି।

୨୨ ଅଗଷ୍ଟରେ ଟିଭି ଶୋ ‘ଅଲି ବାବା: ଦସ୍ତାନ-ଏ-କାବୁଲ’ର ଶୁଟିଂସେଟ୍‌ରେ ତୁନିଶା ଏବଂ ଶିଜାନ ପରସ୍ପର ଭେଟିଥିଲେ। ଅପରାହ୍ନ ୩ଟାରେ ମଧ୍ୟାହ୍ନ ଭୋଜନ ବିରତି ସମୟରେ ସେ ଶିଜାନଙ୍କ ମେକ୍‌ ଇନ୍‌ ରୁମ୍‌ର ଓ୍ବାଶରୁମ୍‌କୁ ଯାଇଥିଲେ। ଯେତେବେଳେ ସେ ୧ ଘଣ୍ଟା ପରେ ଫେରି ନ ଥିଲେ, କର୍ମଚାରୀମାନେ ତାଙ୍କୁ ଖୋଜିଥିଲେ। ପରେ ତାଙ୍କୁ ଶୌଚାଳୟ ଭିତରେ ଝୁଲନ୍ତା ଅବସ୍ଥାରେ ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri