ମାସ୍କ ନ ପିନ୍ଧିଲେ ମିଳିବନି ସରକାରୀ ସୁବିଧା ସୁଯୋଗ

ଢାକା, ୨୬।୧୦: କରୋନା ମହାମାରୀ ସଂକ୍ରମଣକୁ ରୋକିବା ଲାଗି ବାଂଲାଦେଶ ସରକାର ନୂଆ ଆଇନ ପ୍ରଣୟନ କରିଛନ୍ତି। ଏଣିକି ମାସ୍କ ପିନ୍ଧି ନ ଥିବା ଲୋକଙ୍କୁ କୌଣସି ସରକାରୀ ସୁବିଧା ସୁଯୋଗ ମିଳିବନି ବୋଲି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ମାସ୍କ ନ ପିନ୍ଧି କୌଣସି ବ୍ୟକ୍ତି ସରକାରୀ କାର୍ଯ୍ୟାଳୟରେ ପ୍ରବେଶ କରି ପାରିବେ ନାହିଁ। ଏସମ୍ପର୍କରେ କ୍ୟାବିନେଟ୍‌ ସଚିବ ଖଣ୍ଡେକର ଅନଓ୍ବାରୁଲ୍‌ ଇସ୍ଲାମ୍‌ ସୂଚନା ଦେଇଛନ୍ତି। ସମସ୍ତ ସର୍ବସାଧାରଣ ସ୍ଥଳ, ଧାର୍ମିକ ଅନୁଷ୍ଠାନ, ଶପିଂ ମଲ୍‌, ଶିକ୍ଷାନୁଷ୍ଠାନ ଆଦିରେ ବିନା ମାସ୍କରେ କାହାକୁ ପ୍ରବେଶ କରିବାକୁ ଅନୁମତି ମିଳିବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ସମୁଦ୍ରରେ ବୁଡ଼ିଗଲା ବୋଟ୍‌, ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି , ନିଖୋଜ ଅଛନ୍ତି ଅନେକ ଯାତ୍ରୀ

ନିକୋସିଆ,୩୦ା୮: ଉତ୍ତର ସାଇପ୍ରସ୍‌ ଉପକୂଳରେ ଏକ ବୋଟ୍‌ ରବିବାର ବୁଡ଼ିଯାଇ ୭ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଯାତ୍ରୀ ନିଖୋଜ ଅଛନ୍ତି। ଏନେଇ ମୃତ୍ୟୁ ସଂଖ୍ୟା…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri