ହସ୍ପିଟାଲରେ ଭର୍ତ୍ତି ହୋଇଥିବା କରୋନା ଆକ୍ରାନ୍ତଙ୍କ ମୃତ୍ୟୁର କାରଣ ଯାହା ହେଲେ ମଧ୍ୟ ଏହାକୁ କରୋନା ଭାବେ ଗ୍ରହଣ କରାଯିବ, ହାଇକୋର୍ଟଙ୍କ ରାୟ…

ପ୍ରୟାଗରାଜ, ୩୧।୭ : ଆହ୍ଲାବାଦ ହାଇକୋର୍ଟ କହିଛନ୍ତି ଯେ ଥରେ କରୋନା ଆକ୍ରାନ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯିବା ପରେ ତାଙ୍କ ମୃତ୍ୟୁର କାରଣ ଯାହା ହେଲେ ମଧ୍ୟ ଏହାକୁ କରୋନା ମୃତ୍ୟୁ ଭାବେ ଗ୍ରହଣ କରାଯିବ। ମୃତ୍ୟୁର କାରଣ ଅନ୍ୟ କୌଣସି ବୋଲି ବିବେଚନା କରାଯିବ ନାହିଁ। ଯଦିଓ ହୃଦଘାତ କିମ୍ବା ଅନ୍ୟ କୌଣସି ଅଙ୍ଗ ଅକାମୀ ଯୋଗୁଁ ମୃତ୍ୟୁ ଘଟିଥାଇପାରେ। ମାତ୍ର ତାଙ୍କ ମୃତ୍ୟୁକୁ କେବଳ କରୋନା କାରଣରୁ ମୃତ୍ୟୁ ବୋଲି ବିବେଚନା କରାଯିବ।

କୁସୁମ ଲତା ଯାଦବ ଏବଂ ଅନ୍ୟାନ୍ୟଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନର ବିଚାର କରି ଦେଇ ଜଷ୍ଟିସ ଆର୍‌ ମାସୁଦି ଏବଂ ଜଷ୍ଟିସ ବିକ୍ରମ ଡି . ଚୌହାନଙ୍କ ନେତୃତ୍ୱରେ ଗଠିତ ଏକ ଡିଭିଜନ ବେଞ୍ଚ ଏଭଳି ରାୟ ପ୍ରଦାନ କରିଛନ୍ତି। ଏହା ସହିତ ଡିଭିଜନ ବେଞ୍ଚ ରାଜ୍ୟ କର୍ତ୍ତୃପକ୍ଷଙ୍କୁ ୩୦ ଦିନ ମଧ୍ୟରେ କରୋନା ମୃତକଙ୍କ ନିର୍ଭରଶୀଳ ପରିବାରଙ୍କୁ ଅନୁକମ୍ପାମୂଳକ ଆଥିକ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏକ ମାସ ମଧ୍ୟରେ ଏହି ରାଶି ପ୍ରଦାନ କରାଯାଏ ନାହିଁ, ତେବେ ନଅ ପ୍ରତିଶତ ସୁଧ ସହିତ ଦେବାକୁ ପଡିବ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ ଭୁଶୁଡି ପଡିଲା ୫ ମହଲା କୋଠା: ୭୦ ଜଣ ଲୋକ ଫଶି ରହିଥିବା ଆଶଙ୍କା

ମୁମ୍ବାଇ,୨୪।୮-ମହାରାଷ୍ଟ୍ରର ରାୟଗଡ ଜିଲା ମାହାଦ ତହସିଲ କାଜଲପୁରା ଅଞ୍ଚଳରେ ଥିବା ଏକ ୫ ମହଲା ବିଲ୍ଡିଂ ସୋମବାର ସାରେ ଭୁଶୁଡି ପଡିଛି। ବିଲଡିଂ ଭୁଶୁଡି ପଡିବା...

ଶଶିକଳାଙ୍କ ସହ କଥାବାର୍ତ୍ତା କରିବା ପଡିଲା ମହଙ୍ଗା: ୧୬ ନେତା ଦଳରୁ ବହିଷ୍କୃତ

ଚେନ୍ନାଇ,୧୪।୬: ଏଆଇଡିଏମ୍‌କେ ସୋମବାର ଦଳର ୧୬ ଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ନେତାମାନେ ଦଳର ପୂର୍ବତନ ନେତା ଭି.କେ ଶଶିକଳାଙ୍କ ସହ କଥାବାର୍ତ୍ତା...

କରୋନାରେ ୧୭ ଜୀବନ ଗଲା

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ହୋଇଛି। ଏ ନେଇ...

ଗଞ୍ଜାମରେ କରୋନାରେ ଗୁରୁତର ୬୧ ଜଣଙ୍କୁ ଦିଆଗଲାଣି ପ୍ଲାଜମା ଥେରାପି

ଛତ୍ରପୁର, ୨୪।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନାରେ ଗୁରୁତର ୬୧ ରୋଗୀଙ୍କୁ ପ୍ଲାଜମା ଥେରାପି ଦିଆଗଲାଣି। ଜିଲାର ଶିତଳାପଲ୍ଲିସ୍ଥିତ କୋଭିଡ୍‌ ହସ୍ପିଟାଲରେ ଏହି ଗୁରୁତରମାନେ ଚିକିତ୍ସିତ ହେଉଛନ୍ତି।...

କରୋନା ସଂକ୍ରମଣକୁ ରୋକିବା ସମ୍ଭବ: ମୁମ୍ବାଇର ଧରାବି ମଡ଼େଲକୁ ପ୍ରଶଂସା

ଜେନେଭା, ୧୧।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି ଯେ, କରୋନା ସଂକ୍ରମଣକୁ ରୋକିବା...

କରୋନାରୁ ସୁସ୍ଥ ପରେ ବି ବିପଦ, ବିନା ଯନ୍ତ୍ରଣାରେ କିଡ୍‌ନୀ ହେଉଛି ଅକାମୀ …

ଓ୍ବାଶିଂଟନ,୨।୯: କରୋନା ଅକ୍ରାନ୍ତଙ୍କ ଉପରେ ବିପଦ ପରେ ବିପଦ ମାଡ଼ି ଆସୁଛି। ସୁସ୍ଥ ହେବା ପରେ ସେମାନଙ୍କଠାରେ କିଡ୍‌ନୀ ସମସ୍ୟା ଦେଖା ଦେଉଛି। ସେମାନଙ୍କ ଅଜାଣତରେ...

ଲକଡାଉନ୍ ଯୋଗୁ ହୋଇପାରିଲାନି ଚିକିତ୍ସା: ଅନ୍ତିମ ସଂସ୍କାର ପାଇଁ ପିତାଙ୍କ ମୃତଦେହକୁ କାନ୍ଧ ଦେଲେ ୫ କନ୍ୟା

ଲକ୍ଷ୍ନୌ,୫ ।୪: ଭାରତରେ ଦେଖାଦେଇଥିବା କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନିଆ ଲକଡାଉନ୍ ଘୋଷଣା କରିଛନ୍ତି । ଉତ୍ତରପ୍ରଦେଶ ଆଲିଗଡ଼ରେ...

ଗଛରେ ବାନ୍ଧି ପିଟିଲେ, ପରିସ୍ରା ପିଆଇଲେ: ଯୁବତୀଙ୍କୁ ଦେଖା କରିବାକୁ ଯାଇ ଧରାପଡ଼ିଥିଲେ ଯୁବକ

ଯୋଧପୁର, ୮।୨: ରାଜସ୍ଥାନ ଜାଲୋର ଜିଲାରେ ଜଣେ ଯୁବକଙ୍କୁ ଗଛରେ ବାନ୍ଧି ପିଟିବା ସହ ତାଙ୍କୁ ଜବରଦସ୍ତ ପରିସ୍ରା ପିଆଯାଇଥିବା ଘଟଣା ସାମ୍ନାକୁ ଆସିଛି। ଯୁବକ...

Advertisement
Archives

Model This Week