Posted inଜାତୀୟ

ଟେରର ଫଣ୍ଡିଂ ରୋକିବାକୁ ଆଜିଠାରୁ ‘ନୋ ମନି ଫର ଟେରର’ ସମ୍ମିଳନୀ , ଗୋଟିଏ ମଞ୍ଚରେ ଏକାଠି ହେବେ ୭୫ ଦେଶର ପ୍ରତିନିଧି

ନୂଆଦିଲ୍ଲୀ,୧୮ ।୧୧: ଆତଙ୍କବାଦ ପାଣ୍ଠିର ମୁକାବିଲା କରିବାର ପ୍ରକ୍ରିୟାକୁ ନେଇ ଆଲୋଚନା କରିବା ପାଇଁ ଶୁକ୍ରବାର ଅର୍ଥାତ୍ ୧୮ ନଭେମ୍ବରରେ ଦିଲ୍ଲୀରେ ଦୁଇ ଦିନିଆ ଅନ୍ତର୍ଜାତୀୟ ମନ୍ତ୍ରୀସ୍ତରୀୟ ସମ୍ମିଳନୀ ଆରମ୍ଭ ହେବାକୁ ଯାଉଛି । ଏଥିରେ ୭୫ଟି ଦେଶ ଓ ଅନ୍ତର୍ଜାତୀୟ ସଙ୍ଗଠନର ପ୍ରତିନିଧି ଅଂଶଗ୍ରହଣ କରିବେ । ଜଣେ ସରକାରୀ ଅଧିକାରୀ କହିଛନ୍ତି, ଗୃହ ମନ୍ତ୍ରଣାଳୟ ୧୮-୧୯ ନଭେମ୍ବରରେ ‘ଆତଙ୍କବାଦୀଙ୍କ ପାଇଁ କୌଣସି ଅର୍ଥ ନାହିଁ: ଆତଙ୍କବାଦ ମୁକାବିଲା ବିରୋଧରେ ମନ୍ତ୍ରୀମାନଙ୍କ ସମ୍ମିଳନୀ’ ଆୟୋଜନ ହେଉଛି । ଏଥିରେ କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଓ ଅନ୍ୟ ନେତାମାନେ ଅଂଶ ଗ୍ରହଣ କରିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ମିଳନୀର ଉଦଘାଟନ କରିବେ ।

ଏହି ସମ୍ମିଳନୀରେ ମୁଖ୍ୟଭାବେ ଆତଙ୍କବାଦ ପାଇଁ ପାଣ୍ଠିର ଆନୁଷ୍ଠାନିକ ତଥା ଅନୌପଚାରିକ ଉତ୍ସ ପେରିକି ‘ହାୱାଲା’ ଓ ‘ହୁଣ୍ଡି’ ନେଟୱର୍କର ବ୍ୟବହାର ଉପରେ ଆଲୋଚନା କରାଯିବ । ଏହା ବ୍ୟତୀତ ନୂତନ ଟେକ୍ନୋଲୋଜି ସାହାଯ୍ୟରେ ଆତଙ୍କବାଦକୁ କିଭଳି ଅର୍ଥ ପ୍ରଦାନ କରାଯାଉଛି ଏବଂ ଏହାକୁ ରୋକିବାରେ ସମ୍ମୁଖୀନ ହେଉଥିବା ସମସ୍ୟା ଉପରେ ମଧ୍ୟ ଆଲୋଚନା କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri