Posted inଜାତୀୟ

ଅର୍ଥ ନାହିଁ, ତଥାପି କିଙ୍ଗ୍‌: କୁମାରସ୍ବାମୀ

ବେଙ୍ଗାଲୁରୁ,୧୧ା୫: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ନିର୍ବାଚନ ଶେଷରେ ହାତ ଟେକିଦେଇଛନ୍ତି। ସେ କହିଛନ୍ତି, ଜେଡିଏସ୍‌କୁ ଏଥର ୨୫ ଆସନରେ ଝଟ୍‌କା ଲାଗିପାରେ। ଅର୍ଥାଭାବ ହେତୁ ଏହି ଆସନଗୁଡ଼ିକରେ ବିଜୟ ସମ୍ଭାବନା ମଉଳିଯାଇଛି। ପ୍ରାର୍ଥୀମାନଙ୍କୁ ସେ ଆର୍ଥିକ ସହାୟତା ଦେଇପାରି ନାହାନ୍ତି। ଏହାସତ୍ତ୍ୱେ ତାଙ୍କ ଦଳ କଂଗ୍ରେସ ଏବଂ ଭାଜପାଠାରୁ ଆଗରେ ରହିବ ବୋଲି ସେ ଦାବି କରିଛନ୍ତି। ତେବେ ଏଥର ଜେଡିଏସ୍‌ କିଙ୍ଗ୍‌ ମେକର ଭୂମିକାରେ ଆସିବ ନାହିଁ। କିଙ୍ଗ୍‌ ହେବ ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ପୁଅ କୁମାରସ୍ବାମୀ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଦଳିବ ଦର! ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri