ସୁଧୁରୁ ନାହିଁ ଚାଇନା! ଏହି ଦେଶର ନୌସେନାକୁ ଛୁରି, କୁରାଢି, ହାତୁଡିରେ କଲା ଆକ୍ରମଣ

ବେଜିଂ,୨୩।୬: ଫିଲିପାଇନ୍ସର ରାଷ୍ଟ୍ରପତି ରବିବାର କହିଛନ୍ତି ଯେ ତାଙ୍କ ଦେଶ କୌଣସି ବିଦେଶୀ ଶକ୍ତି ଆଗରେ ନଇଁବ ନାହିଁ କିମ୍ବା ଯୁଦ୍ଧ ଆରମ୍ଭ କରିବ ନାହିଁ। ଦକ୍ଷିଣ ଚାଇନା ସାଗରରେ ଚାଇନା ସେନା ଏବଂ ଫିଲିପାଇନ୍ସର ନୌସେନା ମଧ୍ୟରେ ସଂଘର୍ଷ ପରେ ତାଙ୍କ ବିବୃତ୍ତି ସାମ୍ନାକୁ ଆସିଛି। ତେବେ ଚାଇନା ଫିଲିପାଇନ୍ସ ନୌସେନାର ଦୁଇଟି ବୋଟକୁ ଛୁରୀ, କୁରାଢିି ଏବଂ ହାତୁଡ଼ିରେ ଆକ୍ରମଣ ନଷ୍ଟ କରି ଦେଇଥିବା କୁହାଯାଇଛି।

ରାଷ୍ଟ୍ରପତି ଫର୍ଡିନାଣ୍ଡ ମାର୍କୋସ ଜୁନିୟର ତାଙ୍କର ମୁଖ୍ୟ ଜେନରାଲ ଓ ପ୍ରତିରକ୍ଷା ମୁଖ୍ୟଙ୍କ ସହ ପଶ୍ଚିମ ଦ୍ୱୀପ ଅଞ୍ଚଳର ପଲାଓ୍ବନ ଉନ ନୌସେନା କର୍ମୀଙ୍କୁ ଭେଟିବା ଓ ସେମାନଙ୍କୁ ପଦକ ପ୍ରଦାନ କରିବାକୁ ପହଞ୍ଚିଥିଲେ। ସେତେବେଳେ ଏହି ଘଟଣା ଘଟିଥିଲା। ଭିଡିଓ ଏବଂ ଫଟୋ ସର୍ବସାଧାରଣରେ ଦର୍ଶାଯାଇଛି ଯେ ଚାଇନା ତଟରକ୍ଷୀ ବାହିନୀ ଫିଲିପାଇନ୍ସ ନୌସେନାର ଜାହାଜ ଉପରେ କାଠ ପଟା ଏବଂ ସାଇରନ ବଜାଇ ଆକ୍ରମଣ କରୁଛି। ଏଥିସହ ସେମାନେ ଏକ ବ୍ୟାଗ ଜବତ କରୁଥିବା ଦେଖାଯାଇଛି।
ଚାଇନା ସରକାର କହିଛନ୍ତି ଯେ ଫିଲିପାଇନ୍ସର ନୌସେନା ଚେତାବନୀକୁ ଅଣଦେଖା କରିଥିବାରୁ ଏହାର ତଟରକ୍ଷୀ ବାହିନୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପଡିବ। ଚାଇନା ଏହି ଅଞ୍ଚଳକୁ ଏହାର ଉପକୂଳ ଅଞ୍ଚଳ ବୋଲି ଦାବି କରେ, ଯଦିଓ ଫିଲିପାଇନ୍ସ ଏବଂ ଅନ୍ୟମାନେ ଏହି ଦାବିକୁ ବହୁ ପୂର୍ବରୁ ପ୍ରତ୍ୟାଖ୍ୟାନ କରିଆସୁଛନ୍ତି। ଏହାକୁ ଆମେରିକା, ୟୁରୋପୀୟ ୟୁନିଅନ, ଜାପାନ, ଅଷ୍ଟ୍ରେଲିଆ ଏବଂ ଅନ୍ୟ ପାଶ୍ଚାତ୍ୟ ଏବଂ ଏସୀୟ ଦେଶମାନେ ନିନ୍ଦା କରିଛନ୍ତି। ଏଥି ସହିତ ଚାଇନା ଏବଂ ଫିଲିପାଇନ୍ସ ଏଥିପାଇଁ ପରସ୍ପରକୁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri