ଭକ୍ତଙ୍କ ପାଇଁ ଖୁସି ଖବର: ୨୧ରୁ ହଟିବ କାଳିଆ ଦର୍ଶନ କଟକଣା

ପୁରୀ ଅଫିସ,୧୦।୧: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଉ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଦରକାର ପଡ଼ିବନି। ଆସନ୍ତା ୨୧ ତାରିଖରୁ ଏହି କଟକଣା ହଟିଯିବ। ଏନେଇ ରବିବାର ଅନୁଷ୍ଠିତ ସମୀକ୍ଷା ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଛନ୍ତି।
ଏହି ବୈଠକରେ କାଳିଆ ଦର୍ଶନ ପାଇଁ ନୂଆ ନୀତି ନିୟମ ନିର୍ଦ୍ଧାରଣ କରାଯାଇଛି। ଏଥିରେ ବୟସ୍କଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯିବ। ସକାଳ ୭ରୁ ସାଧାରଣ ଭକ୍ତଙ୍କ ପାଇଁ ଦର୍ଶନ ବ୍ୟବସ୍ଥା ରହିବ। ପ୍ରତିଦିନ ୩୦ ହଜାର ଭକ୍ତଙ୍କୁ ଦର୍ଶନ ଅନୁମତି ମିଳିବ। ତେବେ ପୁରୀ ସହରବାସୀ ସକାଳ ୬ଟାରୁ ଦର୍ଶନ ସୁବିଧା ପାଇବେ। ଏହି ସମସ୍ତ ନିୟମ ଜାନୁୟାରୀ ୨୧ରୁ ଫେବୃୟାରୀ ୨୧ ପର୍ଯ୍ୟନ୍ତ ଲାଗୁ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri