ଏଣିକି ମଦ ପିଇ ଗାଡ଼ି ଚଳାଇଲେ ସିଧା କୋର୍ଟଚାଲାଣ

ଭୁବନେଶ୍ୱର,୭।୫(ବ୍ୟୁରୋ): ମଦ ପିଇ ଗାଡ଼ି ଚଳାଇଲେ ପଡ଼ିବେ ଅସୁବିଧାରେ। କାରଣ ଏଣିକି ଜରିମାନା ନୁହେଁ ବରଂ ଚାଳକମାନଙ୍କୁ ଅଟକ ରଖି କୋର୍ଟଚାଲାଣ କରାଯିବ। ଦରକାର ପଡ଼ିଲେ ସେମାନଙ୍କର ଡ୍ରାଇଭିଂ ଲାଇସେନ୍ସ ମଧ୍ୟ ରଦ୍ଦ କରାଯିବ।

ମଦ୍ୟପ ଡ୍ରାଇଭରଙ୍କୁ ସାବାଡ କରିବାକୁ ଯାଇ କମିଶନରେଟ ପୋଲିସ ସମେତ ଅବକାରୀ ବିଭାଗ ସଜାଗ ହୋଇଛି। ଏନେଇ କିଛି ଦିନ ଧରି ରାଜଧାନୀର ବିଭିନ୍ନ ଛକରେ ଚେକିଂ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଗୁନିଆ ନିର୍ବାଚନମଣ୍ଡଳୀ : ବିଜେଡିର ରାଜେନ୍ଦ୍ର କୁମାର ସାହୁ ଆଗୁଆ

ଖୋର୍ଦ୍ଧା ଅଫିସ, ୨୩।୫: ୧୧ ରାଉଣ୍ଡ ସୁଦ୍ଧା ବେଗୁନିଆ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁ ୯,୧୨୪ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ରାଜେନ୍ଦ୍ର...

ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ

ଖୁଣ୍ଟା,୧୮ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ଡୁକୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଗୁରୁବାର ଉତ୍ତେଜନା ସୃଷ୍ଟି ହୋଇଥିଲା।...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୫୫୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୪,୨୩୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ଗର୍ଭବତୀଙ୍କ ଆଣ୍ଟିଜେନ୍‌ ରିପୋର୍ଟ ପଜିଟିଭ୍‌

କଟକ ଅଫିସ,୯।୭: ଏସ୍‌ସିବିରେ ଆରମ୍ଭ ହୋଇଥିବା ଆଣ୍ଟିଜେନ୍‌ ଟେଷ୍ଟରେ ବୁଧବାର ଜଣେ ଗର୍ଭବତୀ ମହିଳାଙ୍କ ରିପୋର୍ଟ ପଜିଟିଭ ଆସିଛି। ତେବେ ପ୍ରସବ ବେଳେ ତାଙ୍କର ମୃତ...

ହାଇଦ୍ରାବାଦକୁ ପର୍ଯ୍ୟଟନ ମନ୍ତ୍ରୀ ମହିଳାଙ୍କୁୁ ନେବା ପ୍ରସଙ୍ଗ: ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ରାଜ୍ୟ ସରକାରଙ୍କ ଦ୍ୱାରା ହାଇଦ୍ରାବାଦରେ ଆୟୋଜିତ ରୋଡ ଶୋ’କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଦୁଇଜଣ ମହିଳାଙ୍କୁ...

‘ଆଞ୍ଚଳିକତାବାଦ ରାଜନୀତିରେ ବିଶ୍ୱାସ ନାହିଁ’

୨୦୧୯ ସାଧାରଣ ନିର୍ବାଚନ ପରେ ଭାଜପାରେ ଆରମ୍ଭ ହୋଇଥିବା ସାଙ୍ଗଠନିକ ନିର୍ବାଚନୀ ପ୍ରକ୍ରିୟା ନିକଟରେ ଶେଷ ହୋଇଛି। କେନ୍ଦ୍ରରେ ଜଗତ୍‌ ପ୍ରକାଶ ନଡ୍ଡା ନୂଆ ରାଷ୍ଟ୍ରୀୟ...

ବ୍ୟାନ୍‌ ସତ୍ତ୍ୱେ ଗୁଟ୍‌ଖା ଖୁଲମଖୁଲା ବିକ୍ରି : ଯାଞ୍ଚ ରିପୋର୍ଟ ଦେବେ ଅତିରିକ୍ତ ଡିଜି

ଭୁବନେଶ୍ୱର,୧୩।୯(ବ୍ୟୁରୋ) : ରାଜ୍ୟରେ ଗୁଟ୍‌ଖା ବ୍ୟାନ୍‌ ସତ୍ତ୍ୱେ ଖୁଲମ୍‌ଖୁଲା ବିଭିନ୍ନ ସ୍ଥାନରେ ବିକ୍ରି ଚାଲିଛି। ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା ବିଭାଗ ଆଇନ୍‌ ମୁତାବକ ସ୍ବାସ୍ଥ୍ୟ...

ସ୍ମାର୍ଟସିଟିର ବିକଳ ଚିତ୍ର

ସ୍ମାର୍ଟ ସିଟି ଭୁବନେଶ୍ୱରକୁ ସ୍ବଚ୍ଛ ଓ ସୁନ୍ଦର କରି ଗଢି ତୋଳିବା ପାଇଁ ଯୋଜନା ପରେ ଯୋଜନା କରୁଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ସଫେଇ...

Advertisement
Archives

Model This Week