ହଂକଂରେ ମୃତଦେହ ପୋତିବାକୁ ଭରିବାକୁ ପଡ଼ୁଛି କୋଟି କୋଟି ଟଙ୍କା

ହଂକଂ,୨୯।୪: ହଂକଂ ସହରରେ ସ୍ଥାନାଭାବ ଚିନ୍ତାର କାରଣ ହୋଇଛି। ଦର ବୃଦ୍ଧି ଯୋଗୁ ଲୋକଙ୍କ ମୃତଦେହକୁ ପୋତିବା ପାଇଁ ଜମି ମିଳୁନାହିଁ। ତେଣୁ ମୃତଦେହକୁ ପୋତିବା ପାଇଁ ସେମାନଙ୍କୁ ଜମି କିଣିବାକୁ ପଡ଼ୁଛି। ଆଉ ଏହା  ପାଇଁ ପ୍ରାୟ ୧କୋଟି ୬୨ଲକ୍ଷ ଖର୍ଚ୍ଚ କରିବାକୁ ପଡ଼ିଥାଏ। ଜମି ମହଙ୍ଗା ହେବାରୁ ଲୋକେ ମୃତଦେହର ଅନ୍ତିମ ସଂସ୍କାର କରୁଥିବା ଜଣାପଡ଼ିଛି। ହେଲେ ଏଥିରେ ବି ସମସ୍ୟା ଦେଖାଦେଇଛି। କାରଣ ଲୋକମାନେ ଅନ୍ତିମ ସଂସ୍କାର ପରେ ଚିତା ଭଷ୍ମକୁ ପୋତିବାକୁ ଚାହୁଁଛନ୍ତି। ଏଥିପାଇଁ ସେମାନେ ଚିତା ଭଷ୍ମକୁ ସରକାରୀ ଲକରକୁ ବାଛିଛନ୍ତି। ସୂଚନାଯୋଗ୍ୟ, ସରକାରୀ ଲକରରେ ଭଷ୍ମ ରଖିବା ପାଇଁ ବର୍ଷକୁ ୨୨ହଜାର ଟଙ୍କା ଦେବାକୁ ପଡ଼ିଥାଏ।  ହେଲେ ଏହି ଲକର ପାଇଁ ଲୋକଙ୍କୁ ୪ ବର୍ଷ ଅପେକ୍ଷା କରିବାକୁ ପଡ଼ୁଛି। କାରଣ ହଂକଂର ଅଧିକ ସରକାରୀ ଲକର ଭଷ୍ମରେ ଭର୍ତ୍ତି ହୋଇଥିବା ବେଳେ ଲୋକେ ନିଜ ନିଜର ଲକର ସମ୍ମୁଖରେ ମୃତକଙ୍କ ଫଟୋ ଲଗାଇଥିବା ଦେଖିବାକୁ ମିଳିଛି। ଅପରପକ୍ଷରେ ଏହି ସମସ୍ୟାରୁ ବର୍ତ୍ତିବା ପାଇଁ ଲୋକେ ବେସରକାରୀ ଲକର ଉପରେ ବେଶୀ ନିର୍ଭର କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri