ଆରପାରିରେ ପୁରୁଷୋତ୍ତମପୁର ଏନ୍‌ଏସି ଭାଜପା ମଣ୍ଡଳ ସଭାପତି: ଜଣେ ଦକ୍ଷ ଯୁବସଂଗଠକକୁ ହରାଇଲା ଭାଜପା

ପୁରୁଷୋତ୍ତମପୁର,୭।୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଭାଜପାର ମଣ୍ଡଳ ସଭାପତି ତଥା ଯୁବସଂଗଠକ ସୂର୍ଯ୍ୟନାରାୟଣ ମହାରଣା ଓରଫ କଳିଆ (୩୭)ଙ୍କ ମଙ୍ଗଳବାର ରାତିରେ ପରଲୋକ ହୋଇଛି। ଭୂବନେଶ୍ବରରେ ଏକ ହସ୍ପିଟାଲରେ ସେ ଶେଷ ନିଃଶ୍ୱସ ତ୍ୟାଗ କରିଛନ୍ତି।  ପରିବାର ପ୍ରତିପୋଷଣ ଲାଗି ସେ ଏକ ଫର୍ଣ୍ଣିଚଚ ୱାର୍କସପକରିଥିଲେ।ଏହି ୱାର୍କସପ ମଧ୍ୟକୁ ବିଷଧର ସାପମାନ ପଶିଆଶୁଥିବାରୁ  ଏହାକୁ ରୋକିବାଲାଗି ଗତମାସ ୩୦ରେ କିଛି ରାସାୟନିକ ବିଶାକ୍ତ  ଦ୍ରବ୍ୟ ସିଞ୍ଚନ କରିଥିଲେ। ଏହିସମୟରେ ଅସାବଧାନତା ବସତଃ ତାହା ତାଙ୍କ ସଂସ୍ପର୍ଶରେ ଆସିଥିଲେ। ଫଳରେ ସେ ହଟାତ ଅସୁସ୍ଥ ଅନୁଭବକରିଥିଲେ। ପରିବାର ଲୋକେ ତାଙ୍କୁ ସଙ୍ଗେସଙ୍ଗେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେବାସହ ସେଠାରୁ ବ୍ରହ୍ମପୁର ବଡମେଡିକାଲକୁ ନେଇଥିଲେ। ମାତ୍ର ଅବସ୍ଥାରେ ସୁଧାର ନ ଆସିବାରୁ ସୋମବାର ଭୂବନେଶ୍ବରର ଏକ ହସପିଟାଲକୁନେଇଥିଲେ। ସେଠାରେ  ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।
ତାଙ୍କ ସ୍ତ୍ରୀଙ୍କ ସମେତ ୧୧ ବର୍ଷ ଓ ୭ ବର୍ଷର ୨ଟି ଶିଶକନ୍ୟା ଅଛନ୍ତି। ସେ ଗତ ଜାନୁଆରୀ ମାସରେ ପୁରୁଷୋତ୍ତମପୁର ଏନ୍‌ଏସି ଭାଜପାର ମଣ୍ଡଳ ସଭାପତିଭାବରେ ନିର୍ବାଚିତ ହୋଇଥିଲେ । ତାଙ୍କ ମୃତ୍ୟୁପାର ଭାଜପାକର୍ମୀଙ୍କ ମଧ୍ୟରେ ଶୋକରଛାୟା ଖେଳିଯାଇଛି ।

Enter your email to get our daily news in your inbox.

All Right Reserved By Dharitri.Com

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri