Posted inଜାତୀୟ

ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା; ୨ ମାସ ମଧ୍ୟରେ…

ନୂଆଦିଲ୍ଲୀ,୧୫।୬: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ବଡ଼ ଘୋଷଣା କରିଛନ୍ତି। ମାତ୍ର ୨ ମାସ ମଧ୍ୟରେ ଦେଶରେ ‘ବନ୍ଦେ ଭାରତ ସ୍ଲିପର’ ଟ୍ରେନ୍‌ ଗଡ଼ିବ। ସରକାର ଓ୍ବେଟିଂ(ଅପେକ୍ଷା) ସମସ୍ୟା ସହ ଲଢ଼ିବା ଲାଗି ଲଗାତର ଚେଷ୍ଟା କରୁଛନ୍ତି। ଏଣୁ ୬୦ ଦିନ ମଧ୍ୟରେ ଏହି ଟ୍ରେନ୍‌ ଚାଲିବ।

ବର୍ତ୍ତମାନ ପର୍ଯ୍ୟନ୍ତ ୨ ଟ୍ରେନ୍‌ ପ୍ରସ୍ତୁତ ହୋଇଛି। ଆଗାମୀ ୬ ମାସ ଯାଏ ପରୀକ୍ଷଣ କରାଯିବ। ଏହାପରେ ଟ୍ରେନ୍‌ ସାଧାରଣ ସେବା ଲାଗି ଲଞ୍ଚ କରିବା ଆରମ୍ଭ ହେବ। ଏବେ ବନ୍ଦେ ଭାରତ ସ୍ଲିପର ପାଇଁ ୪ କୋଚର୍‌ ଏକ ବେସିକ୍‌ ଟ୍ରେନ୍‌ ପ୍ରସ୍ତୁତ କରାଯାଇଛି।

କେବଳ ଏତିକି ନୁହେଁ ଆଗାମୀ ୫ ବର୍ଷ ମଧ୍ୟରେ ପ୍ରାୟ ୪୦୦ ବନ୍ଦେ ଭାରତ ଟ୍ରେନ୍‌ ଟ୍ରାକ୍‌କୁ ଆଣିବାକୁ ଯୋଜନା ରହିଛି। ବନ୍ଦେ ଭାରତ ଟ୍ରେନ୍‌ରେ ଇଞ୍ଜିନ ଭିନ୍ନ ନ ଥାଏ। ଦ୍ରୁତ ଗତି ପାଇଁ ଏହା ଲୋକପ୍ରିୟ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୯୯୩ ଟଙ୍କା ବଢ଼ିଲା ଗ୍ୟାସ ସିଲିଣ୍ଡର ଦର: ଆଜିଠୁ ଲାଗୁ

ନୂଆଦିଲ୍ଲୀ,୧।୫: ମେ ୧ରୁ ସାରା ଦେଶରେ ନୂତନ ଗ୍ୟାସ ସିଲିଣ୍ଡର ମୂଲ୍ୟ ଲାଗୁ ହୋଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ଦେଶର ସରକାରୀ କମ୍ପାନୀଗୁଡ଼ିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ…

ଭାରତରେ ଜଳ ସଙ୍କଟ ବଢ଼ିବ: ଜାଣନ୍ତୁ କାରଣ କ’ଣ…

ନୂଆଦିଲ୍ଲୀ,୩୦ା୪: ଭାରତରେ ଇନ୍ଧନ ସଙ୍କଟ ଦୂର କରିବାକୁ ଯାଇ ୮୦% ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ କରାଯାଉଥିବାବେଳେ ଆଗାମୀ ଦିନରେ ୧୫% ପେଟ୍ରୋଲରେ ୮୫% ଇଥାନଲ ମିଶ୍ରଣ…

ଭାଜପା ଆଗରେ ରହିବା ପୂର୍ବାନୁମାନକୁ ଟିଏମ୍‌ସିର ଖଣ୍ଡନ

କୋଲକାତା,୩୦ା୪: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ଆଗରେ ରହିବ ବୋଲି ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ ପୂର୍ବାନୁମାନ କରିଥିବାବେଳେ ଟିଏମ୍‌ସି ରାଜ୍ୟ ସଭା ସଦସ୍ୟ ଡେରେକ୍‌ ଓ’ବ୍ରାଏନ୍‌ ଏହାକୁ ଖଣ୍ଡନ…

ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହାଇଡ୍ରାମା: ରଜତ ପାଟିଦାରଙ୍କ ଆଉଟ୍‌କୁ ନେଇ ଅମ୍ପାୟାରଙ୍କ ସହ କୋହଲିଙ୍କ ଝଗଡ଼ା

ଅହମ୍ମଦାବାଦ,୩୦।୪: ଆଇପିଏଲ ୨୦୨୬ରେ ପୁଣି ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB)ର ଅଧିନାୟକ ରଜତ ପାଟିଦାରଙ୍କ…

ଭୀଷଣ ବର୍ଷା, ବେଙ୍ଗାଲୁରୁ ସହର ଜଳାର୍ଣ୍ଣବ

ବେଙ୍ଗାଲୁରୁ,୩୦ା୪: ବେଙ୍ଗାଲୁରୁରେ ଅଚାନକ ଭାବେ ଆରମ୍ଭ ହୋଇଥିବା ବର୍ଷା ପରବର୍ତ୍ତୀ ସମୟରେ ଭୀଷଣ ରୂପ ନେବାରୁ ସାରା ସହର ଜଳାର୍ଣ୍ଣବ ହୋଇପଡ଼ିଛି। ସହରର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ…

ପୁଅକୁ ଦୋକାନରେ ବସାଇ ଜଳଖିଆ ଖାଇବାକୁ ଯାଇଥିଲେ ବାପା, ଆସିଲା ବେଳକୁ…

ଅତାବିରା,୩୦।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ମୁଖ୍ୟ ବଜାର ସମ୍ମୁଖ ଏକ ପାନ ଦେକାନ ଫ୍ରିଜରେ ଲାଗିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁବାର ସନ୍ଧ୍ୟାରେ…

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ମମତାଙ୍କ ବଡ଼ ବୟାନ

କୋଲକାତା,୩୦ା୪: ପଶ୍ଚିମବଙ୍ଗରେ ଏଥର ଭାଜପା ଏବଂ ଟିଏମ୍‌ସି ମଧ୍ୟରେ କଡ଼ା ଟକ୍କର ହେବ ବୋଲି କେତେକ ପୋଲ୍‌ ଏଜେନ୍ସି ଆକଳନ କରିଥିଲାବେଳେ ଭାଜପା ସର୍ବାଧିକ ଆସନ ପାଇ…

TMCର ବଡ଼ ଅଭିଯୋଗ, ‘ବାଲଟ ବକ୍ସ ଖୋଲିବାକୁ ଚେଷ୍ଟା’, ଆସିଲା ସିସିଟିଭି ଫୁଟେଜ!

କୋଳକାତା,୩୦।୪: ବିଧାନସଭା ନିର୍ବାଚନ ପରେ ପଶ୍ଚିମବଙ୍ଗରେ ପୁଣିଥରେ ରାଜନୀତି ଉଷ୍ମ ହୋଇଛି। ନେତାଜୀ ଇଣ୍ଡୋର ଷ୍ଟାଡିୟମ ବାହାରେ ଥିବା ଷ୍ଟ୍ରଙ୍ଗ ରୁମ ସମ୍ମୁଖରେ ଟିଏମସି ନେତା ଶଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri