ଜଗା ଦର୍ଶନ ପାଇଁ ଦରକାର ନାହିଁ କୋଭିଡ୍‌ ସାର୍ଟିଫିକେଟ

ପୁରୀ ଅଫିସ, ୧୪।୨: ୨ ବର୍ଷ ପରେ ପୁରୀ ଶ୍ରୀମନ୍ଦିର ଦର୍ଶନ ପାଇଁ କୋହଳ ହୋଇଛି କରୋନା କଟକଣା । ଏଣିକି ଜଗା ଦର୍ଶନ ପାଇଁ ଦରକାର ହେବ ନାହିଁ କୋଭିଡ୍‌ ସାର୍ଟିଫିକେଟ। କେବଳ ମାସ୍କ ପିନ୍ଧି ଶ୍ରଦ୍ଧାଳୁ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ । ଆସନ୍ତା ୨୧ ତାରିଖରୁ ଏହି ନିୟମ ଲାଗୁ ହେବ। ସୋମବାର ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଅପରାହ୍ନରେ ଛତିଶା ନିଯୋଗ ବୈଠକ ବସିଥିଲା। ବୈଠକରେ ରାଷ୍ଟ୍ରପତିଙ୍କ କିଭଳି ଦର୍ଶନ ହେବ, ନୀତିକାନ୍ତି କିପରି ଶୃଙ୍ଖଳିତ କରାଯିବ ସେନେଇ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri