ସାମାନ୍ୟ ଲକ୍ଷଣ ଥିବା ସଂକ୍ରମିତଙ୍କ ସମ୍ପର୍କରେ ଆସିଲେ ଟେଷ୍ଟିଂର ଆବଶ୍ୟକତା ନାହିଁ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୧୧ ।୧: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢି ଚାଲିଛି । କିଛି ରାଜ୍ୟରେ ସ୍ଥିତି ଅଣାୟତ୍ତ ହେବାରୁ କିଛି କଟକଣା ଲାଗୁ କରାଯାଇଛି । ଇତିମଧ୍ୟରେ କେନ୍ଦ୍ର ସରକାର କୋଭିଡ ଟେଷ୍ଟିଂକୁ ନେଇ ଏକ ବଡ ବୟାନ ଦେଇଛନ୍ତି । କେନ୍ଦ୍ର ସରକାର କହିଛନ୍ତି ଯଦି କୌଣସି ବ୍ୟକ୍ତି କରୋନା ସଂକ୍ରମିତଙ୍କ ସମ୍ପର୍କରେ ଆସୁଛନ୍ତି ତେବେ ସେମାନେ ସେ ପର୍ଯ୍ୟନ୍ତ ଟେଷ୍ଟ କରିବା ଜରୁରୀ ନୁହେଁ ଯେପର୍ଯ୍ୟନ୍ତ ସଂକ୍ରମିତଙ୍କୁ ହାଇ ରିସ୍କ ବୋଲି ଘୋଷଣା କରାଯାଇ ନାହିଁ ।
ଇଣ୍ଡିଆନ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍‌) କରୋନା ସଂକ୍ରମିତଙ୍କ ସମ୍ପର୍କରେ ଆସୁଥିବା ଲୋକଙ୍କ ପାଇଁ ଏକ ଗାଇଡଲାଇନ ଜାରି କରିଛି । ଏଥିରେ କୁହାଯାଇଛି କି କରୋନା ସଂକ୍ରମିତଙ୍କ ସମ୍ପର୍କରେ ଆସିଥିବା ସମସ୍ତ ବ୍ୟକ୍ତି କରୋନା ଟେଷ୍ଟ କରିବାର ଆବଶ୍ୟକତା ନାହିଁ । ଯେଉଁମାନଙ୍କର ବୟସ ଅଧିକ ଓ ଯେଉଁମାନେ କୌଣସି ଜଟିଳ ରୋଗରେ ପୀଡ଼ିତ ଯଦି ସେମାନେ କୌଣସି କରୋନା ସଂକ୍ରମିତଙ୍କ ସମ୍ପର୍କରେ ଆସିଲେ ତେବେ ସେମାନେ ଟେଷ୍ଟ କରାଇ ନେବା ଭଲ । ଏହାସହ ସାମାନ୍ୟ ଲକ୍ଷଣ ଥିବା ସଂକ୍ରମିତଙ୍କ ସମ୍ପର୍କରେ ଆସିଲେ ଟେଷ୍ଟିଂର ଆବଶ୍ୟକତା ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri