ଲକ୍‌ଡାଉନ୍‌ ଲାଗୁ ହେବାର ଆବଶ୍ୟକତା ନାହିଁ, ମାସ୍କ୍‌ ଦ୍ୱାରା ସଂକ୍ରମଣରୁ ରହିହେବ ଦୂରେଇ: ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୧୬।୧୧: ଦିଲ୍ଲୀରେ କରୋନା ମହାମାରୀର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଛି। ଦିନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଏଥିପାଇଁ ଲକ୍‌ଡାଉନ୍‌ ଲାଗୁ କରିବାର ଆବଶ୍ୟକତା ନାହିଁ। ମାସ୍କ୍‌ ପିନ୍ଧିବାକୁ ବାଧ୍ୟତା ମୂଳକ କରିବା ଦ୍ୱାରା ସହଜରେ ସଂକ୍ରମଣରୁ ଦୂରେଇ ରହିହେବ ବୋଲି ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କହିଛନ୍ତି। ଇତିମଧ୍ୟରେ ରାଜ୍ୟରେ ତୃତୀୟ ପ୍ରର୍ଯ୍ୟାୟ ସଂକ୍ରମଣ ଶୀର୍ଷରେ ପହଞ୍ଚି ସାରି ଧୀରେଧୀରେ କମିବାରେ ଲାଗିଛି। ସମ୍ପ୍ରତି ଦିଲ୍ଲୀରେ ୩୯ ହଜାର ୯୯୦ ଜଣ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ସେଥିମଧ୍ୟରୁ ୨୭ ହଜାର ୮୯ ଜଣଙ୍କୁ ସେମାନଙ୍କ ଘରେ ଆଇସୋଲେଶନରେ ରଖାଯାଇଛି। ସେହିପରି ୪୩୫୮ କଣ୍ଟେନମେଣ୍ଟ୍‌ ଜୋନ୍‌ରେ ସୁରକ୍ଷା ବ୍ୟବସ୍ତାକୁ କଡ଼ାକଡ଼ି କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ନୂଆ ଯୋଜନା: ସୀମାରେ ଲାଉଡ ସ୍ପିକର ଜରିଆରେ ବଜାଉଛି ପଞ୍ଜାବି ଗୀତ

ନୂଆଦିଲ୍ଲୀ,୧୭ ।୯: ଭାରତ-ଚାଇନା ସୀମା ବିବାଦ ବେଳକୁ ବେଳ ନୂଆ ରୂପ ନେଉଥିବା ବେଳେ ଚାଇନା ପ୍ରତି ମୁହୂର୍ତ୍ତରେ କିଛି ନା କିଛି ଚାଲ ଚଲାଉଥିବା...

ରାଖୀ ସାଓ୍ବନ୍ତଙ୍କୁ ସିଦ୍ଧୁଙ୍କ ସହ ତୁଳନା

ନୂଆଦିଲ୍ଲୀ,୧୭।୯: ପଞ୍ଜାବର କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁଙ୍କୁ ବଲିଉଡର ବିବାଦୀୟ ଅଭିନେତ୍ରୀ ରାଖୀ ସାଓ୍ବନ୍ତଙ୍କ ସହ ତୁଳନା କରିଛନ୍ତି ଆମ ଆଦମି ପାର୍ଟି (ଏଏପି)ର...

‘ମୁଁ କେବେ ଭାବି ନ ଥିଲି କଂଗ୍ରେସ ଛାଡିବି ହେଲେ…’ ଭାଜପାରେ ଯୋଗ ଦେବା ପରେ ପ୍ରତିକ୍ରିୟା ରଖିଲେ କିରଣ କୁମାର

ଅମରାବତି,୭।୪: ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କିରଣ କୁମାର ରେଡ୍ଡି ଶୁକ୍ରବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଛନ୍ତି। ଏହି ସମୟରେ ସେ କଂଗ୍ରେସକୁ ଟାର୍ଗେଟ...

ବିଗୁଡୁଛି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୩୧।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ବେଳକୁ ବେଳ ବିଗିଡିବାରେ ଲାଗୁଛି। ରବିବାର ଅପେକ୍ଷା ସୋମବାର ସେ ଆହୁରି ଅଧିକ ଅସୁସ୍ଥ ହୋଇ ପଡିଥିବା...

ଆମେରିକା-ଚାଇନା ଏକାଠି ହେବା ଜରୁରୀ

ଓ୍ବାଶିଂଟନ, ୨୮ା୩: କରୋନା ଭାଇରସ୍‌ ମହାମାରୀର ରୂପ ନେଇ ୨୫ ହଜାରରୁ ଊର୍ଦ୍ଧ୍ୱ ମୁଣ୍ଡ ନେଲାଣି। ଏଥିଲାଗି ବିଶ୍ୱବ୍ୟାପୀ ଆତଙ୍କ ଖେଳିଯାଇଛି। ଏହାର ମୁକାବିଲା ଲାଗି...

ଜୁଲାଇ ୧୮ରେ କୁମାରସ୍ବାମୀ ସରକାରଙ୍କ ଶକ୍ତିପରୀକ୍ଷା

ବେଙ୍ଗାଲୁରୁ,୧୫।୭: କର୍ନାଟକ ରାଜନୀତି ପୁଣି ରୋଚକ ମୋଡରେ ପହଞ୍ଚିଛି। ସୋମବାର ଭାଜପା ବିଧାୟକମାନେ ମୁଖ୍ୟମନ୍ତ୍ରୀ ଏଚ.ଡି. କୁମାରସ୍ବାମୀଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥାପ୍ରସ୍ତାବ ଆଗତ କରିବା ପରେ...

ସର୍ବଦଳୀୟ ବୈଠକ: ଯୋଗ ଦେଲାନି କଂଗ୍ରେସ

ନୂଆଦିଲ୍ଲୀ,୩୦।୧: ସଂସଦର ବଜେଟ ଅଧିବେଶନ ପୂର୍ବରୁ ସୋମବାର ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ୨୭ଟି ଦଳର ନେତା ଉପସ୍ଥିତ ଥିଲେ। ବୈଠକ...

୫କି.ମି. ଯାଏ ବାଉଁଶ ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ

ଶିଲଂ,୬।୯: ଜନସାଧରଣଙ୍କୁ ସମସ୍ତ ସୁବିଧା ସହ ଭଲ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ବୋଲି ସରକାର ଡିଣ୍ଡିମ ପିଟୁଛନ୍ତି। ହେଲେ ଏହାର ଜ୍ୱଳନ୍ତ ଉଦାହରଣ ଅନେକ ଥର...

Advertisement
Archives

Model This Week