Posted inଖେଳ

ଚିନ୍ତିତ ହେବାର ଆବଶ୍ୟକତା ନାହିଁ

ଦୁବାଇ,୨୨।୯: ସନରାଇଜର୍ସ ହାଇଦ୍ରାବଦ୍‌ (ଏସ୍‌ଆର୍‌ଏଚ୍‌) ଦଳର ପେସର ଟି ନଟରାଜନ କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥି ଯୋଗୁ ଚଳିତ ଆଇପିଏଲ ସିଜନର ଦ୍ୱିତୀୟ ପର୍ଯ୍ୟାୟ ଉପରେ ଛାୟୀ ହୋଇଯାଇଥିଲା କଳା ବାଧଲ। କିନ୍ତୁ ନଟରାଜନଙ୍କ ସଂସ୍ପର୍ଶରେ ଆସିଥିବା ଅଲରାଉଣ୍ଡର ବିଜୟ ଶଙ୍କରଙ୍କ ସମେତ ଦଳର ଅନ୍ୟ ୫ ଜଣ ନେଗେଟିଭ ଥିବା ଜଣାପଡ଼ଇଛି। ତଥାପି ସେମାନଙ୍କୁ କ୍ୱାରେଣ୍ଟିନରେ ରଖାଯାଇଛ।

ବୁଧବାର ସକାଳ ୫ଟାରେ ହାଇଦ୍ରାବାଦ ଦଳର ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କ କୋଭିଡ୍‌ ଟେଷ୍ଟ କରାଯାଇଥିଲା। ସେମାନଙ୍କ ରିପୋର୍ଟ ନେଗେଟିଭ ଆସିଥିବା ଜଣାପଡ଼ିଛି। ଏଣୁ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ବୁଧବାର ଧାର୍ଯ୍ୟ ସମୟରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଓ ସନରାଇଜର୍ସ ହାଇଦ୍ରାବାଦ୍‌ ମଧ୍ୟରେ ଆଇପିଏଲ ମ୍ୟାଚ୍‌ ଖେଳାଯିବ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri