Posted inଖେଳ

ଚିନ୍ତିତ ହେବାର ଆବଶ୍ୟକତା ନାହିଁ

ଦୁବାଇ,୨୨।୯: ସନରାଇଜର୍ସ ହାଇଦ୍ରାବଦ୍‌ (ଏସ୍‌ଆର୍‌ଏଚ୍‌) ଦଳର ପେସର ଟି ନଟରାଜନ କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥି ଯୋଗୁ ଚଳିତ ଆଇପିଏଲ ସିଜନର ଦ୍ୱିତୀୟ ପର୍ଯ୍ୟାୟ ଉପରେ ଛାୟୀ ହୋଇଯାଇଥିଲା କଳା ବାଧଲ। କିନ୍ତୁ ନଟରାଜନଙ୍କ ସଂସ୍ପର୍ଶରେ ଆସିଥିବା ଅଲରାଉଣ୍ଡର ବିଜୟ ଶଙ୍କରଙ୍କ ସମେତ ଦଳର ଅନ୍ୟ ୫ ଜଣ ନେଗେଟିଭ ଥିବା ଜଣାପଡ଼ଇଛି। ତଥାପି ସେମାନଙ୍କୁ କ୍ୱାରେଣ୍ଟିନରେ ରଖାଯାଇଛ।

ବୁଧବାର ସକାଳ ୫ଟାରେ ହାଇଦ୍ରାବାଦ ଦଳର ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କ କୋଭିଡ୍‌ ଟେଷ୍ଟ କରାଯାଇଥିଲା। ସେମାନଙ୍କ ରିପୋର୍ଟ ନେଗେଟିଭ ଆସିଥିବା ଜଣାପଡ଼ିଛି। ଏଣୁ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ବୁଧବାର ଧାର୍ଯ୍ୟ ସମୟରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଓ ସନରାଇଜର୍ସ ହାଇଦ୍ରାବାଦ୍‌ ମଧ୍ୟରେ ଆଇପିଏଲ ମ୍ୟାଚ୍‌ ଖେଳାଯିବ ବୋଲି ବିସିସିଆଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନରେ ଘାରିଥିଲା ମରୁଡ଼ି ଆଶଙ୍କା, ଜୁଲାଇରେ ଲଗାଣ ବର୍ଷା; ଉଜୁଡ଼ିବାକୁ ବସିଲା ଧାନ ଚାଷ

ଅମରପାଲି, ୨୯।୭ (ପୀତାମ୍ବର ସାହୁ): ଚଳିତ ଖରିଫ ଋତୁରେ ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର କୃଷି ଅଞ୍ଚଳରେ ପାଗର ଅସ୍ବାଭାବିକ ପରିବର୍ତ୍ତନ ଚାଷୀଙ୍କ ଚିନ୍ତାକୁ ବଢ଼ାଇ ଦେଇଛି। ଜୁନ…

୮୦ ବର୍ଷ ବୟସରେ ୩ ସ୍ବର୍ଣ୍ଣ ପଦକ ଜିତିଲେ ଦୁର୍ଗାଚରଣ: କଳାହାଣ୍ଡି ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୯।୭:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାର ବଗିଚା ପଡ଼ାସ୍ଥିତ ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଏଏସପି) ଦୁର୍ଗାଚରଣ ମିଶ୍ର ନେପାଳର ପୋଖରାଠାରେ ଗତ ୨ ଦିନ…

ଆକାଶରେ ଦେଖାଯାଉଥିବା ତାରା ଜିଅନ୍ତା ଅଟନ୍ତି? ସତ ଜାଣିଲେ ଚମକି ପଡିବେ…

ଆକାଶରେ ଚମକୁଥିବା ପ୍ରତ୍ୟେକ ତାରା ପଛରେ ଆଶ୍ଚର୍ଯ୍ୟଜନକ ରହସ୍ୟ ଲୁଚି ରହିଛି। ରାତିରେ ଆପଣ ଯେଉଁ ତାରାସବୁ ଦେଖନ୍ତି, ତାହା ହୁଏତ ସେଗୁଡ଼ିକର ବର୍ତ୍ତମାନ ନୁହେଁ ବରଂ…

ଆନ୍ଦୋଳନକୁ ଓହ୍ଲାଇଲେ Gen-Z କୃଷକ, କଲେ ଏହି ୨ ଦାବି; ବଢିଲା ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ, ୨୯।୭: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୁଧବାରକୃଷକମାନଙ୍କର ପ୍ରଦର୍ଶନ ଜାରି ରହିଛି। ‘କିଷାନ କ୍ରାନ୍ତି ପଦଯାତ୍ରା’ ଭୋପାଳରେ ପହଞ୍ଚିସାରିଛି ଏବଂ ବର୍ତ୍ତମାନ ଆନ୍ଦୋଳନରତ କୃଷକମାନେ ଭୋପାଳରେ ମୁଖ୍ୟମନ୍ତ୍ରୀ…

ଚାଇନାକୁ ବଡ଼ ଝଟକା ଦେଲେ ଟ୍ରମ୍ପ; କାହିଁକି ଏହି ନିଷ୍ପତ୍ତି ନେଲା ଟ୍ରମ୍ପ ପ୍ରଶାସନ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକା ଏପରି ଏକ ନିଷ୍ପତ୍ତି ନେଇଛି ଯାହା ଚାଇନା ପାଇଁ ଏକ ଆଘାତ ସୃଷ୍ଟି କରୁଛି। ଟ୍ରମ୍ପ ପ୍ରଶାସନ ଚାଇନାରୁ ଆମଦାନି ହେଉଥିବା କିଛି ପ୍ରଯୁକ୍ତିବିଦ୍ୟା…

‘ରାହୁଲ ଗାନ୍ଧୀଙ୍କୁ ବିବାହ ପାଇଁ ମନାନ୍ତୁ’, କାହାକୁ ଏମିତି ଅନୁରୋଧ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୨୯।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନରୁ ଚର୍ଚ୍ଚାକୁ ଆସିଥିବା ମହମ୍ମଦ ଇରଫାନ ସୋସିଆଲ ମିଡ଼ିଆରେ ବେଶ ଛାଇ ହୋଇ ରହିଛନ୍ତି। ଜନ୍ତର-ମନ୍ତରରେ ପ୍ରଦର୍ଶନ ସମୟର ତାଙ୍କର…

ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ…

ଜିଲାପାଳଙ୍କ ବଡ଼ ସୂଚନା: ଗଞ୍ଜାମ ଲକ୍ଷ୍ୟ ନିକେତନ ଭଳି ପ୍ରଶିକ୍ଷଣ ଏବେ ପଞ୍ଚାୟତସ୍ତରରେ, ଛାତ୍ରୀଛାତ୍ରଙ୍କୁ…

ଛତ୍ରପୁର, ୨୯।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ) : ଭାରତବର୍ଷରେ ପ୍ରଶାସନିକ ସେବା ଗୌରବମୟ ଏବଂ ଉଚ୍ଚକୋଟୀ ଚାକିରି ଭାବେ ପରିଚିତ ଅଟେ। ଏହାକୁ ପାଇବାକୁ ହେଲେ ଆଶାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri