ସୁଶାନ୍ତ ଆତ୍ମହତ୍ୟା କରିଥିବା ଫ୍ଲାଟ୍‌ରେ ରହିବାକୁ କେହି ରାଜି ନାହାନ୍ତି, ୨.୫ ବର୍ଷ ପରେ ବି ପଡିଛି ଖାଲି

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆମ ଗହଣରେ ନ ଥାଇ ପାରନ୍ତି, କିନ୍ତୁ ତାଙ୍କ ସ୍ମୃତି ପ୍ରଶଂସକଙ୍କ ହୃଦୟରେ ସର୍ବଦା ରହିଆସିଛି। ଜୁନ ୧୪, ୨୦୨୦ରେ ସେ ଆତ୍ମହତ୍ୟା କରିଥିଲେ। ତାଙ୍କ ଆକସ୍ମିକ ମୃତ୍ୟୁ ତାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ ଝଟକା ଥିଲା। ଖୁବ କମ ସମୟ ମଧ୍ୟରେ ସୁଶାନ୍ତ ବଲିଉଡରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ସବୁକିଛି ଠିକ ଚାଲିଥିଲା, ତାଙ୍କ ଚଳଚ୍ଚିତ୍ର ବକ୍ସ ଅଫିସରେ ମଧ୍ୟ ସଫଳ ହୋଇଥିଲା, କିନ୍ତୁ ସେ ଆତ୍ମହତ୍ୟା କରିବାର ନିଷ୍ପତ୍ତି ଆଜି ମଧ୍ୟ ରହସ୍ୟ ହୋଇ ରହିଛି।
ସୁଶାନ୍ତ ମୁମ୍ବାଇର ବାନ୍ଦ୍ରା ୱେଷ୍ଟରେ ଅବସ୍ଥିତ ଏକ ଫ୍ଲାଟରେ ଭଡା ଘରେ ରହୁଥିଲେ ଏବଂ ଏହି ଫ୍ଲାଟରେ ସେ ଆତ୍ମହତ୍ୟା କରିଥିଲେ। ସୁଶାନ୍ତଙ୍କ ମୃତ୍ୟୁର ୨.୫ ବର୍ଷ ପରେ ମଧ୍ୟ ସେହି ଫ୍ଲାଟ ଖାଲି ପଡିଛି ଏବଂ ଏହି ଫ୍ଲାଟକୁ କେହି ଭଡା ନେଉ ନାହାନ୍ତି। ଏହି ଫ୍ଲାଟ ମାସକୁ ୫ ଲକ୍ଷ ଟଙ୍କା ଭଡାରେ ଦିିଆଯାଏ। କିନ୍ତୁ ଏବେ କେହି ଏଠାରେ ରହିବାକୁ ରାଜି ନାହାନ୍ତି। ଫଳରେ ଘର ଖାଲି ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଟିଂ ସେଟ୍‌ରେ କଥା ହେଉ ନ ଥିଲେ ଅଭିନେତ୍ରୀ ଅଭିନେତା, ତଥାପି ସୁପରହିଟ୍‌ ହୋଇଥିଲା ଏହି ଫିଲ୍ମ

ମୁମ୍ବାଇ: ବଲିଉଡ୍‌ର ୩ ଖାଁ ଏକା ସାଥୀରେ କାମ କରି ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଛନ୍ତି। ଏହି ୩ ଖାଁ...

ମଲାଇକାଙ୍କୁ କେବେ କରିବେ ବିବାହ? ଜାଣନ୍ତୁ କ’ଣ କହିଲେ ଅଭିନେତା

କରନ ଜୋହରଙ୍କ ଶୋ’ ‘କଫି ୱିଥ୍‌ କରନ’ରେ ଭିନ୍ନ ଭିନ୍ନ ଅଭିନେତା-ଅଭିନେତ୍ରୀ ନଜର ଆସନ୍ତି। ଏହି ଶୋ’ ମାଧ୍ୟମରେ ସେ ତାଙ୍କର ବ୍ୟକ୍ତିଗତ ଏବଂ ବୃତ୍ତିଗତ...

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ବିଶ୍ୱବାପୀ ଆନ୍ଦୋଳନ ପାଲଟିଲାଣି: ନ୍ୟାୟ ପାଇଁ ଉଠୁଛି ଦାବି

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାକୁ ପାଖାପାଖି ୨ ମାସ ହେଲାଣି। ତାଙ୍କୁ ନ୍ୟାୟ ଦେବା ପାଇଁ ସମଗ୍ର ଦେଶ ଏକାଠି ହୋଇଯାଇଛି।...

ଶୁଟିଂ ପାଇଁ ମୁମ୍ବାଇରେ ପହଞ୍ଚିଥିବା କନିକାଙ୍କୁ ଫ୍ଲାଟରେ ଏଣ୍ଟ୍ରି ପାଇଁ ମନାକଲା ସୋସାଇଟି

ମୁମ୍ବାଇ: କରୋନା ଲକ୍‌ଡାଉନ ଯୋଗୁ ମାର୍ଚ୍ଚ ୨୨ଠାରୁ ସମସ୍ତ ଫିଲ୍ମ ଓ ସିରିୟଲ୍‌ ଶୁଟିଂ ବନ୍ଦ ରହିଛି। ଫଳରେ କଳାକାରମାନେ ହାତବାନ୍ଧି ଘରେ ବସି ରହିଛନ୍ତି।...

ଐଶ୍ଚର୍ଯ୍ୟାଙ୍କୁ କୋର୍ଟ ନୋଟିସ୍‌

ମୁମ୍ବାଇ,୧୭।୧:ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ବୋହୂ ତଥା ଅଭିନେତ୍ରୀ ଐଶ୍ଚର୍ଯ୍ୟା ରାୟ ବଚ୍ଚନଙ୍କୁ କୋର୍ଟ ପକ୍ଷରୁ ନୋଟିସ ପଠାଇଯାଇଛି। ଜମି ଟିକସ ବକେୟା ମାମଲାରେ ଏହି ନୋଟିସ୍‌...

ବଦଳିଲା ‘ଓ୍ବିକେଣ୍ଡ କା ଓ୍ବାର’ର ସମୟ

ବମ୍ବେ: ଆରମ୍ଭରୁ ଚର୍ଚ୍ଚାରେ ବିବାଦୀୟ ରିଆଲିଟି ଶୋ’ ‘ବିଗବସ୍‌ ୧୬’। ଅକ୍ଟୋବର ପହିଲାରୁ ଶୋ’ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଗୋଟିଏ ପରେ ଗୋଟିଏ...

ଫିଲ୍ମ ପାଇଁ ‘ନୋ-ଡେଟିଂ’ କଣ୍ଟ୍ରାକ୍ଟ

ମୁମ୍ବାଇ: ନିଧି ଅଗରୱାଲ ବର୍ତ୍ତମାନ ସାଉଥ୍‌ ଫିଲ୍ମର ଏକ ଲୋକପ୍ରିୟ ଚେହେରା। ଅଭିନେତ୍ରୀ ମୁନ୍ନା ମାଇକେଲରେ ଟାଇଗର ଶ୍ରଫଙ୍କ ଅପୋଜିଟ୍‌ରେ ଡେବ୍ୟୁ କରିଥିଲେ। ଫିଲ୍ମ ପାଇଁ...

ଥରେ ନୁହେଁ, ଛଅ ଥର ଭାଙ୍ଗିଛି ‘ମୋହବତେ’ ଅଭିନେତ୍ରୀଙ୍କ ହୃଦୟ; ଏବେ ପଡ଼ିଛନ୍ତି ଟେନିସ ତାରକାଙ୍କ ପ୍ରେମରେ…

ବମ୍ବେ: ଆଉ ଦିନକ ପରେ ନିଜର ୪୩ ତମ ଜନ୍ମଦିନ ପାଳନ କରିବେ ଅଭିନେତ୍ରୀ କିମ ଶର୍ମା । ବ୍ଲକବଷ୍ଟର ଚଳଚ୍ଚିତ୍ର ‘ମୋହବତେ’ ଜରିଆରେ ବଲିଉଡ୍‌ରେ...

Advertisement
Archives

Model This Week