Posted inଜାତୀୟ

‘ଗାନ୍ଧୀ ପରିବାରରୁ କେହି ହେବେ ନାହିଁ ଅଧ୍ୟକ୍ଷ, କହିବାକୁ ସାହସ ଦରକାର’: ଅଶୋକ ଗେହଲୋଟ

ଜୟପୁର,୧୭ ।୧୦: କଂଗ୍ରେସ ଅଧ୍ୟକ୍ଷ ପଦର ନିର୍ବାଚନ ସୋମବାର ଅନୁଷ୍ଠିତ ହେବାକୁ ଯାଉଛି । ହେଲେ ଏହା ପୂର୍ବରୁ ଅର୍ଥାତ୍ ରବିବାର ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ କହିଛନ୍ତି, ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀ ଦଳର ଶୀର୍ଷ ପଦ ପାଇଁ ମନା କରି ବହୁତ ବଡ ତ୍ୟାଗ କରିଛନ୍ତି ।
ଖବରଦାତାଙ୍କ ସହ କଥା ହେବା ସମୟରେ ଗେହଲୋଟ କହିଛନ୍ତି, ଆମେ ସମସ୍ତେ ଏହି ନିର୍ବାଚନର ଅଂଶ ହେବୁ, ଅଧ୍ୟକ୍ଷ ପଦ ନିର୍ବାଚନକୁ ନେଇ ସମସ୍ତଙ୍କ ମଧ୍ୟରେ ଉତ୍ସାହ ରହିଛି । ଏହା ଏକ ନୂଆ ଆରମ୍ଭ ହେବ । ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀ ବହୁତ ବଡ ତ୍ୟାଗ କରିଛନ୍ତି, ଯେତେବେଳେ ସେମାନେ କହିଥିଲେ କି ଗାନ୍ଧୀ ପରିବାରରୁ କେହି ଅଧ୍ୟକ୍ଷ ହେବେ ନାହିଁ ଏହା କହିବାକୁ ସାହସ ଦରକାର ।
ସୂଚନାଯୋଗ୍ୟ, କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ପ୍ରଥମଥର ଲାଗି ଗାନ୍ଧୀ ପରିବାର ବାହାରୁ ଦୁଇ ଜଣ ବରିଷ୍ଠ ନେତା ସାମ୍ନା ସାମ୍ନି ହୋଇଛନ୍ତି । ଗୋଟିଏ ପଟେ ମଲ୍ଲିକାର୍ଜୁନ ଖର୍ଗେ ଓ ଅନ୍ୟ ପଟେ ଶଶି ଥରୁର କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଲଢୁଛନ୍ତି । ତେବେ ଖର୍ଗେଙ୍କ ସମର୍ଥନ ଅଧିକ ଥିବା ଅନୁମାନ କରାଯାଉଥିବା ବେଳେ ଥରୁର ହୁଏତ ପଛରେ ରହିଯାଇ ପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?