ଉହାନ୍‌ ଲ୍ୟାବ୍‌ରେ ଏପର୍ଯ୍ୟନ୍ତ କେହି କରୋନାରେ ଆକ୍ରାନ୍ତ ହୋଇ ନାହାନ୍ତି, ଆମେରିକା କହୁଛି ମିଛ: ଚାଇନା…

ବେଜିଂ,୨୫।୫: କରୋନା ମହାମାରୀ ଭୂତାଣୁ ସଂକ୍ରମଣ ପ୍ରଥମେ ଚାଇନାର ଉହାନରେ ଦେଖାଦେଇଥିଲା। ଉହାନ୍‌ ଲ୍ୟାବ୍‌ରୁ ଏହା ଅସାବଧାନତାରୁ ବାହାରକୁ ଆସିଥିବାର ସନ୍ଦେହ ଏବେ ସତ୍ୟରେ ପରିଣତ ହେବାକୁ ଯାଉଛି। ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନ ବ୍ୟାପିବା ପୂର୍ବରୁ ଉହାନ୍‌ ଲ୍ୟାବ୍‌ରେ କେତେକ ଗବେଷକ ଏଥିରେ ଆକ୍ରାନ୍ତ ହୋଇଥିବା ସମ୍ପର୍କରେ ଆମେରିକା ଖବର କାଗଜ ଓ୍ବାଲ ଷ୍ଟ୍ରିଟ୍‌ ଜର୍ନାଲରେ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଥିଲା। ଏହାକୁ ବିରୋଧ କରି ଚାଇନା କହିଛି ଯେ, ବତ୍ତର୍ମାନେ ସୁଦ୍ଧା ଉହାନ ଲ୍ୟାବ୍‌ରେ କେହି କରୋନାରେ ଆକ୍ରାନ୍ତ ହୋଇ ନାହାନ୍ତି। ଆମେରିକା ମିଛ କହୁଛି। ଓ୍ବାଲ ଷ୍ଟ୍ରିଟ୍‌ ଜର୍ନାଲରେ ପ୍ରକାଶିତ ରିପୋର୍ଟ ମନଗଢ଼ା ବୋଲି ଚାଇନାର ବହିର୍ବ୍ୟାପାର ପ୍ରବକ୍ତା ଚାଓ ଲିଜିୟାନ୍‌ ପ୍ରକାଶ କରିଛନ୍ତି। ଆମେରିକା ପକ୍ଷରୁ ଏହି ରିପୋର୍ଟର ପ୍ରଚାର କରାଯିବା ପଛରେ ଅସଲ ଉଦ୍ଦେଶ୍ୟ ମନ୍ଦ ରହିଛି ବୋଲି ଚାଇନା ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଅଗଷ୍ଟ ୧୫ ସୁଦ୍ଧା ଟିକା ସମ୍ଭବ ନୁହେଁ’

କାନପୁର/ଲକ୍ଷ୍ନୌ,୭ା୭(ପି.ଟି.): ଅଗଷ୍ଟ ୧୫ ସୁଦ୍ଧା କୋଭିଡ୍‌ ଟିକା ଶୁଭାରମ୍ଭ କରିବା ପାଇଁ ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌) ଲକ୍ଷ୍ୟ ଧାର୍ଯ୍ୟ କରିଥିବାବେଳେ ଏହା ଅବାସ୍ତବ...

ଗୁଜରାଟରେ ଆଉ ଜଣେ ଓମିକ୍ରନ ସଂକ୍ରମିତ ଚିହ୍ନଟ

ଗାନ୍ଧିନଗର,୪ ।୧୨: ଦେଶରେ ଆଉ ଜଣେ ଓମିକ୍ରନ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ସେ ୨ ଦିନ ତଳେ ଦକ୍ଷିଣ ଆଫ୍ରିକାରୁ ଫେରିଥିବା ବେଳେ ବିମାନ...

ଇଣ୍ଡୋନେସିଆରେ ୭.୩ ତୀବ୍ରତାର ଭୂକମ୍ପ

ଜାକର୍ତ୍ତା,୧୪।୭: ପୂର୍ବ ଇଣ୍ଡୋନେସିଆର ମାଲୁକୁ ଦ୍ୱୀପରେ ରବିବାର ୭.୩ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ପ୍ରାୟ ୯ଟା ୧୦ରେ ଏହା ଅନୁଭୂତ ହୋଇଥିବା...

ବାଲେଶ୍ୱର ବିଷ୍ଣୁପୁର ଗ୍ରାମର ୧୨ ପ୍ରବେଶ ପଥ ସିଲ୍‌

ବାହାନାଗା,୨୮।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ବିଷ୍ଣୁପୁର ଗ୍ରାମର ୧୨ଟି ପ୍ରବେଶ ପଥକୁ ମଙ୍ଗଳବାର ସିଲ୍‌ କରାଯାଇଛି। ବାହାନଗା ବ୍ଳକରେ ୧୬ନଂ କରୋନା ଆକ୍ରାନ୍ତ ଚିହ୍ନଟ...

କରୋନା ସହ ଲଢ଼େଇ: ଭାରତ ପାଖରେ ରହିଛି ୪୪ ହଜାର ଭେଣ୍ଟିଲେଟର

ନୂଆଦିଲ୍ଲୀ,୨୩।୩: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଦେଖାଦେଇଛି। ଦେଶର ଜନସଂଖ୍ୟା ୧୩୦ କୋଟି ରହିଛି। ଏପରିସ୍ଥଳେ ଯଦି ଭାରତ କରୋନା ସଂକ୍ରମଣର ତୃତୀୟ ଷ୍ଟେଜ୍‌କୁ...

ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେଲା ଆଉ ଏକ କୋଭିଡ୍‌ ହସ୍ପିଟାଲ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ଭୁବନେଶ୍ୱରରେ ଆଉ ଏକ କୋଭିଡ୍‌ ହସ୍ପିଟାଲ ସୋମବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ଚନ୍ଦ୍ରଶେଖରପୁର ସ୍ଥିତ ଆଦିତ୍ୟ ଅଶ୍ୱିନୀ ହସ୍ପିଟାଲରେ ଏହି ବ୍ୟବସ୍ଥା ହୋଇଛି। ଏହି ହସ୍ପିଟାଲରେ ୧୫୦...

କରୋନାରୁ ଦୂରେଇ ରଖିବାକୁ ନବଜାତକଙ୍କ ପାଇଁ ରକ୍ଷାକବଚ ତିଆରି କଲା ଥାଇଲାଣ୍ଡ ହସ୍ପିଟାଲ

ବ୍ୟାଂକକ,୧୧।୪: ସାରା ବିଶ୍ୱରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫ ଲକ୍ଷ ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ଲକ୍ଷେ ଟପି ଗଲାଣି। ଏହାକୁ...

ହୋଟେଲ ଖୋଲିବାକୁ ଅନୁମତି ମିଳୁ

ପୁରୀ ଅଫିସ,୨୮।୫: କାରୋନା ପାଇଁ ୨ ମାସରୁ ଊର୍ଦ୍ଧ୍ୱ ହେବ ପୁରୀ ହୋଟେଲ ଶିଳ୍ପରେ ତାଲା ଝୁଲୁଛି। ହୋଟେଲ ମାଲିକଙ୍କଠାରୁ ଆରମ୍ଭ କରି ହଜାର ହଜାର...

Advertisement
Archives

Model This Week