ଏହି ଜିଲାରେ ଜଣେ ବି ବାଣ ବିକ୍ରି ପାଇଁ କରି ନାହାନ୍ତି ଆବେଦନ

ଛତ୍ରପୁର,୩।୧୧(ଡି.ଏନ୍‌.ଏ.): ରାତି ପାହିଲେ ଦୀପାବଳି । ଆଲୋକର ଏହି ପର୍ବକୁ ପାଳନ କରିବା ପାଇଁ ଲୋକେ ପ୍ରସ୍ତୁତି ଶେଷ କରିଛନ୍ତି। ତେବେ ପରିବେଶ ପ୍ରଦୂଷଣକୁ ଆଖି ଆଗରେ ରଖି ଏଥର ସରକାର ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଇବା ପରିବର୍ତ୍ତେ ଗ୍ରୀନ କ୍ରାକର ଫୁଟାଇବାକୁ ଅନୁମତି ଦେଇଛନ୍ତି । ତେବେ ଗଞ୍ଜାମ ଜିଲାରେ ଜଣକୁ ମଧ୍ୟ ବାଣ ବିକ୍ରି ପାଇଁ ଲାଇସେନ୍ସ ଦିଆଯାଇନି । କେବଳ ସବୁଜ ବାଣ ବିକ୍ରି ପାଇଁ ଆବେଦନ କରିହେବ । ମାତ୍ର ସବୁଜ ବାଣ ବିକ୍ରି ପାଇଁ କୌଣସି ଡିଲର ଜିଲାପ୍ରଶାସନ ଠାରୁ ଲାଇସେନ୍ସ ନେଇନାହାନ୍ତି । ସବୁଜ ବାଣ ବିକ୍ରି ପାଇଁ ଲାଇସେନ୍ସ ଆବେଦନ କରିବା ଲାଗି ପେସୋ ସାର୍ଟିଫିକେଶନ ସହ ଷ୍ଟକ ଯାଞ୍ଚ ଦେଖାଇବା ଜରୁରୀ ରହିଛି । ସ୍ଥାନୀୟ ତହସିଲଦାର ନ ଏହି ଷ୍ଟକ ଯାଞ୍ଚ କରିବେ ବୋଲି ଜିଲାପାଳ କହିଛନ୍ତି । କେଉଁଠି ବିନା ଲାଇସେନ୍ସ କିମ୍ବା ଅନ୍ୟ ବାଣ ବିକ୍ରି କଲେ ଷ୍ଟକ ସିଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ରିସର୍ଚ୍ଚ ଫେଲୋଶିପ୍‌ ପାଇବେ ସମୀର

ପଦ୍ମପୁର, ୧୬।୫ (ଡି.ଏନ.ଏ.)-ପିଲାଟି ଦିନରୁ ଜଣେ ମେଧାବୀ ଛାତ୍ର ଥିଲେ। ନିଜେ ଭଲ ପାଠ ପଢ଼ିବା ସହ ଅନ୍ୟ ପିଲାମାନଙ୍କୁ ପଢ଼ାଉଥିଲେ। ବିଜ୍ଞାନ ପ୍ରତି ଥିଲା...

ନିର୍ବାଚନ ପରବର୍ତ୍ତୀ ହିଂସା ନେଇ ୨ ପୃଥକ ମାମଲା: ଯୁବନେତା ବେଣୁମାଧବ ଗିରଫ

ସିମୁଳିଆ, ୧୨।୭(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କାଞ୍ଚପଡ଼ା ପଞ୍ଚାୟତ ଅଧୀନ ଡିଆଁପୁରୁଷୋତ୍ତମପୁର ଗଁାରେ ବୁଧବାର ବିବାହ ଚତୁର୍ଥୀ ଭୋଜି ବେଳେ ଘଟିଥିବା ଗଣ୍ଡଗୋଳ ଘଟଣା...

ଜୁଆଖେଳକୁ ନେଇ ଯୁବକକୁ ମରଣାନ୍ତକ ଆକ୍ରମଣ

ପୋଲସରା,୨୫ା୧୦(ଡି.ଏନ୍‌.ଏ.)-ପୋଲସରା ଥାନା ତ୍ରିନାଥ ମନ୍ଦିର ନିକଟରେ ଚାଲିଥିବା ଜୁଆଖେଳକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ରବିବାର ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ପୋଲସରାର ରତନେଇ ସାହିର ସୁଶାନ୍ତ...

ଶାଳୀକୁ ବଳାତ୍କାର କଲା ଭିଣୋଇ

ରାଉରକେଲା ଅଫିସ,୨୦ା୧: ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ତାଙ୍କ ଭିଣୋଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଗିରଫ କରିଛି। ପୋଲିସ ସୂଚନା...

ପଲିଥିନ୍‌ ତଲେ ଅସାହା ଜୀବନ୍‌ ଘଟନା : ପଁଚେତ୍‌ ଆଘେ ଅନଶନରେ ଗରିବ୍‌ ପରିବାର

  ପାଇକମାଳ,୨୯ା୧୦ (ଡି.ଏନ୍‌.ଏ.)- ପାଇକମାଳ ବ୍ଲକ ମାଣ୍ଡୋସିଲ ପଁଚେତ୍‌ ଡୁମେରବାହାଲ ଗଁାର କଷ୍ଟ ସାହୁ। ସରକାରୀ ଯୋଜନାରେ ଘରଖଁଡ଼େ ଆର ରାଶନ କାର୍ଡ ଦାବିରେ ସୋମବାରନୁ...

ପାରା ଚୋରିକୁ ନେଇ ବୋମାମାଡ଼

ପୁରୀ ଅଫିସ,୨୪।୪: ଏକ ପାରା ଚୋରିକୁ ନେଇ ପୁରୀ କୁମ୍ଭାରପଡ଼ାର ମସଜିଦ ଗଳିରେ ଶନିବାର ବୋମାମାଡ଼ ହୋଇଛି। ଏ ନେଇ କାଶୀନାଥ ମହାରଣା କୁମ୍ଭାରପଡ଼ା ଥାନାରେ...

କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁ ଘଟଣା, ସଂଖ୍ୟା ୭କୁ ବୃଦ୍ଧି

ଭବାନୀପାଟଣା,୨୧।୨(ଡି.ଏନ୍‌.ଏ,): କଳାହାଣ୍ଡି କର୍ଲାପାଟ ଅଭୟାରଣ୍ୟ ଘଟଣାରେ ହାତୀ ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି। ରବିବାର ଘୁଷୁରିଗୁଡ଼ି ନାଳ ନିକଟରୁ ଆଉ ଏକ ହାତୀର ମୃତଦେହ ଠାବ...

ସମ୍ଭାବ୍ୟ ବନ୍ୟା ପରିସ୍ଥିତି ମୁକାବିଲା, ମକ୍‌ଡ୍ରିଲ କୌଶଳ ପ୍ରସ୍ତୁତି ବୈଠକ

ବୌଦ୍ଧ,୧୨।୬(ସ୍ବ.ପ୍ର): ମୌସୁମୀ କେରଳ ଛୁଇଁ ଥିବା ବେଳେ ଏହା ଓଡ଼ିଶାକୁ ଖୁବ ଶୀଘ୍ର ପ୍ରବେଶ କରିବ। ମୌସୁମୀ ପୂର୍ବରୁ ଜିଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା...

Advertisement
Archives

Model This Week