କାହାକୁ ରସୁଣ ଖାଇବା ମନା

– ଦୈନନ୍ଦିନ ରସୁଣ ଖାଇବା ସ୍ବାସ୍ଥ୍ୟ ପ୍ରତି ଅନେକ  ଲାଭଦାୟକ ହୋଇଥାଏ। ରସୁଣ ଖାଇବା ଦ୍ୱାରା କ୍ୟାନ୍‌ସର, ରକ୍ତଚାପ, ମୁଖବ୍ରଣ ଆଦି ଅନେକ ରୋଗରୁ ମୁକ୍ତି ମିଳିଥାଏ। କିନ୍ତୁ ଆପଣ  ଜାଣିଛନ୍ତି କି କେଉଁମାନେ ରସୁଣ ଖାଇବା ଅନୁଚିିତ? ତେବେ ଜାଣନ୍ତୁ ସେ ସମ୍ପର୍କରେ…

– ଶ୍ୱାସ ରୋଗୀ ରସୁଣ ଖାଇବା ଅନୁଚିତ। କାରଣ ରସୁଣରୁ ଏହି ରୋଗୀଙ୍କୁ ଅନେକ ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ମିଳିଥାଏ।

– ଗର୍ଭବତୀମାନେ ରସୁଣ ଖାଇବାରୁ ଦୂରେଇ ରହିବା ଉଚିତ।

– ଯେକୌଣସି ପ୍ରକାର ଅସ୍ତ୍ରୋପଚାର ପୂର୍ବରୁ ରସୁଣ ଖାଇବା ଉଚିତ ନୁହେଁ।

– ଯଦି ଆପଣଙ୍କର ରସୁଣ ଖାଇବା ପସନ୍ଦ, ତେବେ ଡାକ୍ତରଙ୍କ ପରାମର୍ଶରେ ଖାଆନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ଶନି ଦେବଙ୍କ ବିରଳ ସଂଯୋଗ; ବରବାଦ ହେବେ ନା ଧନ ପାଇବେ ଏହି ୩ ରାଶି!

ଶୁକ୍ରବାର, ଫେବୃଆରୀ 6, 2026 ରେ, ବୁଧ ଏବଂ ଶନି ପରସ୍ପର ପ୍ରତି 30 ଡିଗ୍ରୀ କୋଣରେ ଅବସ୍ଥିତ ହେବେ। ଏହା ଦ୍ୱିଦ୍ୱାଦଶ ଯୋଗ ସୃଷ୍ଟି କରିବ।…

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ…

ଗୁରୁବାର ଅନେକ ଟଙ୍କା ରୋଜଗାର କରିବେ ଏହି ୩ ରାଶିର ବ୍ୟକ୍ତି! କ୍ୟାରିୟରରେ ମିଳିବ….

ଗୁରୁବାର ଦିନଟି ଅନେକ ରାଶି ପାଇଁ ଏକ ବିଶେଷ ଦିନ ହେବ । ତଥାପି, ତିନୋଟି ରାଶିର ବ୍ୟକ୍ତି, ଯେଉଁମାନେ ଏହି ଦିନ ବହୁତ ଲାଭବାନ ହେବେ।…

ଫେବୃଆରୀରେ ୧୫ଦିନ ଭିତରେ ଲାଗିବ ୨ଟା ଗ୍ରହଣ, ପଡିବ ଖରାପ ପ୍ରଭାବ?

ହିନ୍ଦୁ ଧର୍ମରେ, ସୂର୍ଯ୍ୟ ଏବଂ ଚନ୍ଦ୍ରଗ୍ରହଣ ଉଭୟକୁ ଅଶୁଭ ବୋଲି ବିବେଚନା କରାଯାଏ। ଫେବୃଆରୀ 2026ରେ ଚନ୍ଦ୍ରଗ୍ରହଣ ଏବଂ ସୂର୍ଯ୍ୟଗ୍ରହଣ ଦେଖାଯିବ। ଫେବୃଆରୀ 17, 2026ରେ ସୂର୍ଯ୍ୟପରାଗ…

ଝିଅମାନେ ସାବଧାନ: ସ୍ମାର୍ଟ ଚଷମାରେ ଆପଣଙ୍କର ସବୁ ରେକର୍ଡ କରିନେବେ, ଓଡ଼ିଶାରେ ପଡିଛନ୍ତି ଧରା

ନୂଆଦିଲ୍ଲୀ,୩।୨: ବଦଳୁଥିବା ସମୟ ସହିତ ଟେକ୍ନୋଲୋଜି ଯେତିକି ସୁବିଧା ଆଣୁଛି, ସେତିକି ବିପଦ ମଧ୍ୟ ବଢ଼ାଉଛି। ବର୍ତ୍ତମାନ ଆମେରିକା ଏବଂ ବ୍ରିଟେନ ଭଳି ଦେଶରେ ‘ସ୍ମାର୍ଟ ଚଷମା’…

ଘରେ ଲଗାଉଛନ୍ତି କି ନେମପ୍ଲେଟ୍‌ : ଜାଣନ୍ତୁ କଣ କହେ ବାସ୍ତୁ

ଘରକୁ ଚିହ୍ନାଇବାରେ ସାହାଯ୍ୟ କରିବା ସହିତ ନେମ୍‌ପ୍ଲେଟ୍‌ ଘରର ସୌନ୍ଦର୍ଯ୍ୟକୁ ବି ବଢାଇଥାଏ। ଘର ମଧ୍ୟକୁ ପ୍ରବେଶ କରିବା ପୂର୍ବରୁ ସମସ୍ତଙ୍କର ପ୍ରଥମ ନଜର ଏହା ଉପରେ…

ପାଦରେ ଲୁଚି ରହିଛି ରୋଗର ରହସ୍ୟ, ଏହି ଲକ୍ଷଣକୁ କରନ୍ତୁନି ଅଣଦେଖା

ଆଖି, ମସ୍ତିଷ୍କ, କାନ, ଥାଇରଏଡ୍, ପେଟ,ଫୁସଫୁସ, ଅଗ୍ନାଶୟ, ହାଡ଼-ବୃକକ୍, ଅନ୍ତନଳୀ ସମସ୍ତ ତଳିପାଦ ସହିତ ସଂଯୁକ୍ତ । ଏହାର ଅର୍ଥ ହେଉଛି ତଳିପାଦରେ ବିଭିନ୍ନ ଅଙ୍ଗର ଆକ୍ୟୁପ୍ରେସର…

୩ ରାଶି ଉପରେ ରହିବ ହନୁମାନଙ୍କ କୃପା, କ୍ୟାରିଅରରେ ଉନ୍ନତି ସହ ଟଙ୍କା….

ଫାଲଗୁଣ କୃଷ୍ଣ ପକ୍ଷର ଦ୍ୱିତୀୟ ଦିନ । ଆଜି ରାତି ୧୦ଟା୧୧ ପର୍ୟ୍ୟନ୍ତ ମାଘ ନକ୍ଷତ୍ର ପ୍ରଚଳିତ ହେବ। ଏହା ସହିତ, ଆଜି ରାତି ୯ଟା୫୧ ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri