କେହି କାହାକୁ ଛାଡ଼ିବାକୁ ପ୍ରସ୍ତୁତ ନୁହଁ

କ୍ୱିଭ୍‌,୧୩ା୩: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏପରି ସ୍ଥିତିରେ ପହଞ୍ଚିଛି, କେହି କାହାକୁ ଛାଡ଼ିବାକୁ ପ୍ରସ୍ତୁତ ନୁହଁ। ଏହି ସମୟରେ ଅସ୍ତ୍ରବିରତି ଉଲ୍ଲଂଘନ ଏବଂ ମାନବିକତା ଭିତ୍ତିରେ ଲୋକଙ୍କୁ ସୁରକ୍ଷିତ ସୁରକ୍ଷା ଦେବା ବିଷୟରେ ଆଲୋଚନା ମଧ୍ୟ କୌଣସି ପ୍ରଭାବ ପକାଇବ ନାହିଁ। ନିକଟରେ ତୁର୍କୀରେ ଉଭୟ ଦେଶର ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ମଧ୍ୟ କୌଣସି କାମ ଦେଲା ନାହିଁ। ଏହି ଯୁଦ୍ଧ ତୃତୀୟ ସପ୍ତାହରେ ପହଞ୍ଚିଛି। ୟୁକ୍ରେନରେ ରୁଷିଆ ସେନା ପଶି ଅନେକ ସହର ଉପରେ ଆକ୍ରମଣ କରି ଚାଲିଛି। ସବୁଠାରୁ ବଡ଼ ପ୍ରଶ୍ନ ହେଉଛି ଏହି ଯୁଦ୍ଧ କିପରି ବନ୍ଦ ହେବ ଏବଂ ଏହା ପରେ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ଭବିଷ୍ୟତ କ’ଣ ହେବ?

ଜବାହରଲାଲ ନେହେରୁଙ୍କ ପ୍ରଫେସର ଅନୁରାଧା ଶିନୋଏଙ୍କ କହିବାନୁସାରେ, ରୁଷିଆର ଏକମାତ୍ର ଉଦ୍ଦେଶ୍ୟ ହେଉଛି ଯେକୌଣସି ପଦକ୍ଷେପ ଦ୍ୱାରା ୟୁକ୍ରେନର ସୁରକ୍ଷା ପ୍ରତି ବିପଦ ଆସିବା ଉଚିତ ନୁହେଁ। ସେ ବିଶ୍ୱାସ କରନ୍ତି, ବର୍ତ୍ତମାନ ଯୁଦ୍ଧ ସମୟରେ ଦେଶଭକ୍ତିର ଆତ୍ମା ଲୋକଙ୍କ ମଧ୍ୟରେ ବଢୁଛି। ଏଭଳି ପରିସ୍ଥିତିରେ ରାଷ୍ଟ୍ରପତିଙ୍କ ଉପରେ କେହି ପ୍ରଶ୍ନ ଉଠାଇବାକୁ ଚାହାନ୍ତି ନାହିଁ। କିନ୍ତୁ ଦିନେ ୟୁକ୍ରେନକୁ ପରାଜୟର ସ୍ବୀକାର କରିବାକୁ ପଡ଼ିବ ଏବଂ ରୁଷିଆ ଆଗରେ ଆଣ୍ଠୁମାଡ଼ି ପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ତାମିଲ ବାବୁଙ୍କୁ ଧର…ମୋହନ ସରକାରଙ୍କୁ କାହିଁକି ଏମିତି କହିଲେ ରଣେନ୍ଦ୍ର

ଭୁବନେଶ୍ୱର,୧୦।୧୨(ରବି ନାରାୟଣ ଜେନା):ନିର୍ବାଚନ ବେଳେ ତାମିଲ ବାବୁ ଚାବି ନେଇଗଲେ ବୋଲି କହୁଥିଲ। ଏବେ ତାମିଲ ବାବୁଙ୍କୁ ଧର ବୋଲି ବିଜେଡିର ବରିଷ୍ଠ ସଦସ୍ୟ ରଣେନ୍ଦ୍ର...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri