Posted inଜାତୀୟ

ଭୋକରେ କାହାର ମୃତ୍ୟୁ ଘଟିବା ଉଚିତ ନୁହେଁ, କମ୍ୟୁନିଟି କିଚେନ ଯୋଜନା ନେଇ କେନ୍ଦ୍ରକୁ ଶେଷ ଚେତାବନୀ…

ନୂଆଦିଲ୍ଲୀ,୧୬।୧୧: ଏକ ସମାଜ ମଙ୍ଗଳ ରାଷ୍ଟ୍ରରେ ଭୋକରେ କାହାର ମୃତ୍ୟୁ ଘଟିବା ଉଚିତ ନୁହେଁ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ କମ୍ୟୁନିଟି କିଚେନ ଯୋଜନା ନେଇ କିଭଳି ରୂପରେଖ ପ୍ରସ୍ତୁତ କରାଯାଇଛି ସେ ନେଇ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ପ୍ରଧାନ ବିଚାରପତି ଏନ୍‌.ଭି. ରମନା ବିଚାରପତି ଏ.ଏସ୍‌. ବୋପନ୍ନା ଏବଂ ହେବା କୋହଲିଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି କହିଛନ୍ତି। ଏନେଇ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କଠାରୁ ଏକ୍ଷେତ୍ରରେ ହୋଇଥିବା ଅଗ୍ରଗତି ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିବା ଉପରେ ଖଣ୍ଡପୀଠ ଗୁରୁତ୍ୱାରୋପ କରିଛନ୍ତି। କମ୍ୟୁନିଟି କିଚେନ ଯୋଜନା ନେଇ ସତ୍ୟପାଠ ଦାଖଲ କରିବାକୁ କୋର୍ଟ କହିଛନ୍ତି।

ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅତିରିକ୍ତ ସୋଲିସିଟର ଜେନେରାଲ ମାଧବୀ ଦେବାନ ଖଣ୍ଡପୀଠଙ୍କୁ ଅବଗତ କରାଇଛନ୍ତି ଯେ, ବିଭିନ୍ନ ରାଜ୍ୟ ସରକାରଙ୍କ ସହିତ ଯୋଗାଯୋଗ କରାଯାଉଛି। ରାଜ୍ୟ ସରକାରଙ୍କ ମତାମତ ଗ୍ରହଣ ପରେ ଚୂଡ଼ାନ୍ତ ରୂପରେଖ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri