Posted inଜାତୀୟ

ଶୀତ ରାତିରେ ଖୋଲା ଆକାଶ ତଳେ କେହି ଶୋଇବେ ନାହିଁ : ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ…

ଲକ୍ଷ୍ନୌ,୧୬।୧୨ : ଶୀତ ରାତିରେ ଖୋଲା ଆକାଶ ତଳେ କେହି ଯେପରି ଶୋଇବେ ନାହିଁ , ଏନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ରାସ୍ତା କଡରେ ଖୋଲା ସ୍ଥାନରେ ଶୋଇଥିବା ବ୍ୟକ୍ତିଙ୍କୁ ରାତ୍ରି ଆଶ୍ରୟସ୍ଥଳକୁ ନେବା ଉପେୀ ସେ ଗୁରୁତ୍ୱାରୋପ କରିଛନ୍ତି। ରାତ୍ରି ଆଶ୍ରୟସ୍ଥଳୀରେ ରହିବା ପାଇଁ ଯେପରି ଉତ୍ତମ ବ୍ୟବସ୍ଥା ହେବ ସେ ନେଇ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ତାଗିଦ କରିଛନ୍ତି। ସମସ୍ତ ରାତ୍ରି ଆଶ୍ରୟସ୍ଥଳୀରେ ପର୍ଯ୍ୟାପ୍ତ ସଂଖ୍ୟକ ଶଯ୍ୟା ଏବଂ କମ୍ବଳ ବ୍ୟବସ୍ଥା କରାଯିବା ଆବଶ୍ୟକ। ପରିଷ୍କାର ପରିଚ୍ଛନ୍ନତା ମଧ୍ୟ ପୂର୍ଣ୍ଣ ଯତ୍ନ ନେବା ଜରୁରୀ। ଯଦି କେହି ଭୋକିଲା ଅଛନ୍ତି, ତେବେ ତାଙ୍କୁ ଖାଦ୍ୟ ଯୋଗାଇ ଦିଆଯିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଶନିବାର ପୂର୍ବାହ୍ନରେ ଗୋରଖନାଥ ମନ୍ଦିରର ଅଧିକାରୀଙ୍କ ସହ ଶୀତ ଋତୁରେ ଖିଚି ଡି ମେଳା ପାଇଁ ଅତ୍ୟାବଶ୍ୟକ ନାଗରିକ ସୁବିଧା ତଥା ପ୍ରସ୍ତୁତିର ସିଏମ ଯୋଗୀ ସମୀକ୍ଷା କରୁଥିଲେ। ସେ କହିଛନ୍ତି ରାତିରେ ପୋଲିସ ପାଟ୍ରୋଲିଂ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପାଟ୍ରୋଲିଂ ସମୟରେ ଯଦି କୌଣସି ବ୍ୟକ୍ତି ଖୋଲା ସ୍ଥାନରେ ଶୋଇଥିବାର ଦେଖାଯାଏ, ତେବେ ପୋଲିସ କର୍ମଚାରୀମାନେ ସମ୍ମାନର ସହ ତାଙ୍କୁ ନିକଟସ୍ଥ ରାତ୍ରି ଆଶ୍ରୟସ୍ଥଳକୁ ନେବା ଉଚିତ। କୌଣସି ଦରିଦ୍ର କିମ୍ବା ଅଭାବୀ ବ୍ୟକ୍ତି ରାସ୍ତାରେ ଥରୁଥିବାର ଦେଖାଯିବା ଉଚିତ ନୁହେଁ। ସେମାନଙ୍କ ରହିବା ପାଇଁ ସମ୍ମାନଜନକ ବ୍ୟବସ୍ଥା କରାଯିବା ଜରୁରୀ।

 


Enter your email to get our daily news in your inbox.

All Right Reserved By Dharitri.Com

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri