Posted inଜାତୀୟ

କେହି ଖାଲି ପେଟରେ ନ ଶୁଅନ୍ତୁ: କେନ୍ଦ୍ର ସରକାରଙ୍କୁ କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୬।୧୨ : କରୋନା ମହାମାରୀ ପରେ ଲୋକଙ୍କ ରୋଜଗାର ଏବଂ ଖାଇବା ପିଇବାକୁ ନେଇ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଏକ ଆବେଦନ ଉପରେ ବିଚାର କରି ମଙ୍ଗଳବାର ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କୁ କହିଛନ୍ତି ଯେ, କେହି ଖାଲି ପେଟରେ ନ ଶୁଅନ୍ତୁ ଏହା ସୁନିଶ୍ଚିତ କରିବା ଆମର ସଂସ୍କୃତି। ପ୍ରତି ଲୋକଙ୍କ ପାଖରେ ଖାଦ୍ୟଶସ୍ୟ ପହଞ୍ଚାଇବା ସରକାରଙ୍କ କାର୍ଯ୍ୟ। ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅର୍ନ୍ତଗତ ଏହା କାର୍ଯ୍ୟକାରୀ କରାଯିବା ଜରୁରୀ ବୋଲି ଶୀର୍ଷକୋର୍ଟ କହିଛନ୍ତି।

ବିଚାରପତି ଏମ.ଆର ଶାହା ଏବଂ ହେମା କୋହଲିଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କେନ୍ଦ୍ର ସରକାରଙ୍କ ଇ-ଶ୍ରମ ପୋର୍ଟାଲରେ ପଞ୍ଜୀକୃତ ପ୍ରବାସୀ ଏବଂ ଅଣ-ସଂଗଠିତ ଶ୍ରମିକଙ୍କ ସହିତ ଏକ ନୂଆ ରିପୋର୍ଟ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଅଞ୍ଜଳି ଭରଦ୍ୱାଜ, ହର୍ଷ ମନ୍ଦର ଏବଂ ଜଗଦୀପ୍‌ ଛୋକର ୩ ଜଣ ସାମାଜିକ କର୍ମକର୍ତ୍ତାଙ୍କ ପକ୍ଷରୁ ଆଇନଜୀବୀ ପ୍ରଶାନ୍ତ ଭୂଷଣ କହିଛନ୍ତି ଯେ, ୨୦୧୧ ଜନଗଣନା ପରେ ଦେଶର ଜନସଂଖ୍ୟା ବଢ଼ିଛି। ସେହିପରି ହିତାଧିକାରୀଙ୍କ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି। ଭାରତ ବିଶ୍ୱର ଭୋକ ସୂଚକାଙ୍କରେ ଖରାପ ପ୍ରଦର୍ଶନ କରିଛି। ଖଣ୍ଡପୀଠଙ୍କ ସମ୍ମୁଖରେ ଉପସ୍ଥିତ ଥିବା ଅତିରିକ୍ତ ସୋଲିସିଟର ଜେନେରାଲ ଐଶ୍ଚର୍ଯ୍ୟା ଭାଟି କହିଲେ ଯେ, ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁସାରେ ଦେଶରେ ୮୧.୩୫ କୋଟି ହିତାଧିକାରୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri