ପୌର ନିର୍ବାଚନ: ପ୍ରଥମ ଦିନରେ କେହି ଦାଖଲ କଲେନି ନାମାଙ୍କନପତ୍ର

ଗଞ୍ଜାମ,୨ା୩(ଡି.ଏନ୍‌.ଏ.): ଆସନ୍ତା ୨୪ରେ ହେବ ପୌର ନିର୍ବାଚନ। ଏଥିପାଇଁ ୨ରୁ ୭ତାରିଖ ମଧ୍ୟରେ ପ୍ରାର୍ଥିପତ୍ର ଦାଖଲ କରିବାକୁ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ବୁଧବାର ହେଉଛି ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନ l ଖବର ଶେଷ ସୁଦ୍ଧା କେହି ଜଣେ ବି ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରି ନ ଥିବା ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଏନ୍‌ଏସି ବରିଷ୍ଠ କିରାଣି ଲକ୍ଷ୍ମୀଚରଣ ପାଢ଼ୀ ସୂଚନା ଦେଇଛନ୍ତି। କେବଳ ତିନୋଟି ପ୍ରାର୍ଥିପତ୍ର ଫର୍ମ ଦିଆଯାଇଥିବା ଜଣାପଡ଼ିଛି। ଏହି ଏନ୍‌ଏସିରେ ପୌର ନିର୍ବାଚନ ପାଇଁ ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ନିର୍ବାଚନ ଅଧିକାରୀ ଦାୟିତ୍ୱରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ୱାନ୍‌ ୱାର୍ଲଡ୍‌: ଟୁଗେଦର୍‌ ଆଟ୍‌ ହୋମ୍‌’

ଭୁବନେଶ୍ୱର, ୧୯।୪(ବ୍ୟୁରୋ): କରୋନା ସଂକ୍ରମଣ ଲଢ଼େଇରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ସ୍ବାସ୍ଥ୍ୟକର୍ମୀଙ୍କୁ ଉତ୍ସାହିତ କରିବା ଏବଂ ବିଶ୍ୱବାସୀଙ୍କୁ ଘରେ ରହିବା ଲାଗି ସଚେତନ କରିବା...

କଂଗ୍ରେସ ଅଧ୍ୟକ୍ଷାଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ, ମାମଲା ଦାୟର କଲେ ନରସିଂହ

ବଲାଙ୍ଗୀର ଅଫିସ, ୨୩ା୪-ମହାରାଷ୍ଟ୍ରର ପାଲଘର ମବ୍‌ ଲିଚିଂ ଘଟଣାର ପ୍ରସାରଣରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ କଂଗ୍ରେସ ଦଳ ବିରୋଧରେ ଅପମାନଜନକ ମନ୍ତବ୍ୟ ରଖିଥିଲେ...

ଗଞ୍ଜାମ ଜିଲାକୁ “ଭୂମି ସମ୍ମାନ”ରେ ସମ୍ମାନିତ କଲେ ଭାରତ ସରକାର

ଛତ୍ରପୁର, ୧୮।୭(ସନ୍ତୋଷ ପାଢ଼ୀ )- ଭୂମି ସମ୍ମାନରେ ଜାତୀୟ ସ୍ତରରେ ସମ୍ମାନିତ ହେଲା ଗଞ୍ଜାମ ଜିଲା। ମଙ୍ଗଳବାର ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ପରିସରରେ ଭାରତ...

ରାମନାଗୁଡ଼ା ତହସିଲଦାରଙ୍କ ବିରୋଧରେ ମାମଲା

ଗୁଣପୁର,୧୬ା୫(ଡି.ଏନ.ଏ.): ରାୟଗଡ଼ା ଜିଲା ରାମନାଗୁଡ଼ା ତହସିଲଦାର ପ୍ରଭାତି ଝୋଡ଼ିଆଙ୍କ ବିରୋଧରେ ଗୁଣପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି। ମାଡ଼ ମାରିବାକୁ ଉଦ୍ୟମ ଏବଂ ହତ୍ୟା...

ମହିଳାଙ୍କ ଅଶ୍ଳୀଳ ଭିଡିଓ ଉତ୍ତୋଳନ: ୩ ଯୁବକଙ୍କୁ ପଡ଼ିଲା ମହଙ୍ଗା

ଭୋଗରାଇ,୫।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରେ ମହିଳାଙ୍କ ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିବା ୩ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଭିଡିଓ ଉତ୍ତୋଳନ ସମୟରେ ଗ୍ରାମବାସୀ ସେମାନଙ୍କୁ...

ଜିଲାପାଳଙ୍କ ଅଫିସ ସାମ୍ନାରେ ଆତ୍ମହୁତି ଉଦ୍ୟମ

ବରଗଡ଼ ଅଫିସ,୨୦ା୧୨: ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଜଗଲପାଟ ପଞ୍ଚାୟତରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ତେବେ ଏ ନେଇ ଗତମାସ ୬ ତାରିଖରୁ...

ବଢ଼ୁଛି ବନ୍ୟା ଜଳ: ୫ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ: ଗାଁ ଦାଣ୍ଡରେ ୪ ଫୁଟର ପାଣି

ଖୋର୍ଦ୍ଧା ଅଫିସ,୧୬।୮: ହୀରାକୁଦରେ ଗେଟ ଖୋଲିବା ଦ୍ୱାରା ମହାନଦୀର ଶାଖା ନଦୀ ରାଜୁଆରେ ବନ୍ୟା ଜଳ ବଢ଼ୁଛି । ଉପର ମୁଣ୍ଡରେ ବନ୍ୟାଜଳ ହ୍ରାସ ପାଉଥିବାବେଳେ...

ଛେଳିଗଡ ଜଳସେଚନ ପ୍ରକଳ୍ପ ବିସ୍ଥାପନ କଲୋନୀ, ଚିହ୍ନଟ ଜମିରେ ଚାରା ରୋପଣ କଲେ ଜିଲାପାଳ, ଏସପି

ଦିଗପହଣ୍ଡି,୨୬।୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡା ପଞ୍ଚାୟତ ବବୁଲିବନ୍ଧ ମୌଜା ବାଲିପାଟ ଗାଁ ନିକଟରେ ଛେଳିଗଡ ଜଳ ସେଚନ ପ୍ରକଳ୍ପ ବିସ୍ଥାପିତଙ୍କ ପାଇଁ ଚିହ୍ନଟ ହୋଇଛି। ଏହି...

Advertisement
Archives

Model This Week