‘ଦୁଇ ବର୍ଷ ପର୍ଯ୍ୟନ୍ତ କାହାକୁ ପ୍ରେମ କରିବାର ନାହିଁ’

ମୁମ୍ବାଇ: ଅଭିନେତ୍ରୀ ଜାହ୍ନବୀ କପୁର ଏମିତି ଏକ ଶପଥ ନେଇଛନ୍ତି ଯାହାକି କୌଣସି ଯୁବତୀ ଯୁବକଙ୍କ ମଧ୍ୟରେ ବ୍ରେକ୍‌ଅପ୍‌ ପରେ ହିଁ ଦେଖିବାକୁ ମିଳିଥାଏ। ଜାହ୍ନବୀ ସବୁବେଳେ ନିଜ ଫିଲ୍ମଠାରୁ ବ୍ୟକ୍ତିଗତ ଲାଇଫ୍‌ ଏବଂ ଫ୍ୟାଶନ ପ୍ରତି ଚର୍ଚ୍ଚାରେ ରହିଥାନ୍ତି। ଏମିତି ହୋଇଥିଲା ଯେତେବେଳେ ତାଙ୍କ ନାମ କୋ-ଷ୍ଟାର ଇଶାନ ଖଟ୍ଟରଙ୍କ ସହିତ ଯୋଡ଼ା ଯାଇଥିଲା। ମାତ୍ର ଦୁଇଜଣ ଏହି ସମ୍ପର୍କକୁ ସେତେବେଳେ ଅସ୍ବୀକାର କରିଥିଲେ। ପରେ କିନ୍ତୁ ଦୁଇଜଣ ଅଲଗା ହୋଇଯାଇଥିବା ଖବର ଶୁଣିବାକୁ ମିଳିଥିଲା।

ଏହା ପରେ ଏକ ଶୋ’ରେ ଜାହ୍ନବୀ ରିଲେସନଶିପ୍‌କୁ ନେଇ କିଛି କଥା କହିଥିଲେ। ଶୋ’ରେ ଦେଖିବାକୁ ମିଳିଥିଲା ଜାହ୍ନବୀ ତାଙ୍କ ସମ୍ପର୍କୀୟ ଭଉଣୀ ଶନାୟାଙ୍କୁ କହୁଛନ୍ତି ‘ମୁଁ ଶପଥ କରି କହୁଛି ଅତି କମ୍‌ରେ ଦୁଇବର୍ଷ ପର୍ଯ୍ୟନ୍ତ ଏକା ରହିବି। ଏହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏକଥା ବି ସ୍ପଷ୍ଟ ହୋଇଥିଲା କି ଜାହ୍ନବୀଙ୍କ ହୃଦୟ ଭାଙ୍ଗି ଯାଇଛି। ସେ ପ୍ରେମରେ ଧୋକା ଖାଇବା ପରେ ଏପରି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ବହୁ ଖୋଜାଖୋଜିି ପରେ ବି ମିଳିଲେନି: ଏବେ ଜଙ୍ଗଲରେ…

ଭଞ୍ଜନଗର, ୧୫।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ତାରସିଂ ଥାନା ପୋଲିସ ସୋମବାର ବ୍ରାହ୍ମଣପଦର ନିକଟସ୍ଥ ଜଙ୍ଗଲରୁ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ…

ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା

ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି।…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri