ଏହି ଅଭିନେତ୍ରୀଙ୍କ ସହ କଥା ପଦେ ହେଉ ନ ଥିଲେ ଅନ୍ୟ ଅଭିନେତ୍ରୀ; ମୁହଁ ବୁଲାଇ…

ବଲିଉଡ୍‌ ଅଭିନେତ୍ରୀ ମମତାଜ୍‌ ବହୁ ବର୍ଷ ଧରି ଦର୍ଶକଙ୍କ ଭରପୂରମନୋରଞ୍ଜନ କରିଥିଲେ। ତାଙ୍କ ଅଭିନୟ ଦର୍ଶକଙ୍କୁ ଖୁବ୍‌ ପସନ୍ଦ ଆସୁଥିଲା। ମମତାଜ ଶିଶୁ କଳାକାର ଭାବରେ ନିଜର କ୍ୟାରିଅର୍‌ ଆରମ୍ଭ କରିଥିଲେ । ରାଜେଶ ଖାନ୍ନା ଏବଂ ଶମି କପୁରଙ୍କ ସହ ତାଙ୍କ ଯୋଡିକୁ ଅଧିକ ପସନ୍ଦ କରାଯାଉଥିଲା। ଯଦିଓ ତାଙ୍କୁ ହିରୋଙ୍କଠାରୁ ବହୁତ ସମର୍ଥନ ମିଳୁଥିଲା , କୌଣସି ହିରୋଇନ୍‌ଙ୍କ ସହ ତାଙ୍କର ସେତେଟା ପଡ଼ୁ ନ ଥିଲା। ଏହା ନିଜେ ମମତାଜ କହିଛନ୍ତି।

ଏକ ସାକ୍ଷାତକାରରେ ମମତାଜ କହିଥିଲେ, ଏପରି ଏକ ସମୟ ଥିଲା ଯେତେବେଳେ ଇଣ୍ଡଷ୍ଟ୍ରିର କୌଣସି ଅଭିନେତ୍ରୀ ତାଙ୍କ ସହ କଥା ହେଉ ନ ଥିଲେ। ହେଲେ ସମସ୍ତ ହିରୋଙ୍କ ସମର୍ଥନ ସେ ପାଇଛନ୍ତି। ସେ ଧର୍ମେନ୍ଦ୍ରଙ୍କୁ ଭେଟି ତାଙ୍କ ସହିତ ବହୁତ ସମୟ ବିତାଇଛନ୍ତି। ହେଲେ ଅଭିନେତ୍ରୀମାନଙ୍କ ମଧ୍ୟରେ ତାଙ୍କର ଭଲ ବନ୍ଧୁ କେବଳ ଓ୍ବାହିଦା ରେହମାନ ବୋଲି ସେ କହିଥିଲେ।
ସେ ଡ୍ୟାନ୍ସ ଗ୍ରୁପର ପିଲାଙ୍କ ସହ ଅଧିକ ଉପଭୋଗ କରୁଥିଲି। ସେମାନଙ୍କ ସହିତ ସେ ଖାଦ୍ୟ ଶେୟାର କରୁଥିଲେ। କୌଣସି ଅଭିନେତ୍ରୀ କଥା ହେଉ ନ ଥିଲେ ହେଁ କେବେ ବି ବିରକ୍ତ ଲାଗିନାହିଁ । ତେବେ ୱାହିଦା ରେହମାନ ହିଁ ଏକମାତ୍ର ଅଭିନେତ୍ରୀ ଯାହାଙ୍କ ସହ ତାଙ୍କର ସବୁବେଳେ କଥାବାର୍ତ୍ତା ହେଉଥିଲା। କିନ୍ତୁ ତାଙ୍କ ବ୍ୟତୀତ ଅନ୍ୟ ସମସ୍ତ ଅଭିନେତ୍ରୀ କଦାପି କଥା ହେଉ ନ ଥିଲେ। କେହି ତାଙ୍କୁ ହାଏ କି ହ୍ୟାଲୋ ମଧ୍ୟ କହୁ ନ ଥିଲେ। କେବଳ ତାଙ୍କ ଚେୟାର ନେଇ ମୋ ଠାରୁ ଦୂରରେ ବସୁଥିଲେ। ତେବେ ଏହା ପଛରେ ଥିବା କାରଣ ବିଷୟରେ ସେ ଜାଣି ନ ଥିବା ମମତାଜ ମଧ୍ୟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri