ଶିଳ୍ପକୁ ଅକ୍ସିଜେନ୍‌ ଯୋଗାଣ ମନା

ନୂଆଦିଲ୍ଲୀ, ୧୯।୪: କରୋନା ରୋଗୀଙ୍କ ପାଇଁ ହସ୍ପିଟାଲରେ ଅକ୍ସିଜେନ୍‌ ସଙ୍କଟ ଦେଖାଦେଇଥିବାରୁ ସରକାର ଶିଳ୍ପସଂସ୍ଥାଗୁଡ଼ିକର ବ୍ୟବହାର ନିମନ୍ତେ ଅକ୍ସିଜେନ୍‌ ଯୋଗାଣକୁ ବନ୍ଦ କରିଛନ୍ତି। ରବିବାର ସ୍ବରାଷ୍ଟ୍ର ସଚିବ ଅଜୟ ଭାଲ୍ଲା ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସି ଅଞ୍ଚଳର ମୁଖ୍ୟ ସଚିବମାନଙ୍କୁ ପତ୍ର ଲେଖି ଶିଳ୍ପ ବ୍ୟବହାର ଲାଗି ଅକ୍ସିଜେନ୍‌ ଯୋଗାଣ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଔଷଧ କମ୍ପାନୀ, ପେଟ୍ରୋଲିୟମ ରିଫାଇନାରୀ, ଆଣବିକ ଶକ୍ତି କେନ୍ଦ୍ର ଆଦି ୯ଟି ଶିଳ୍ପକୁ ଅକ୍ସିଜେନ୍‌ ଯୋଗାଣ ଅବ୍ୟାହତ ରହିବ। ମେଡିକାଲ ଅକ୍ସିଜେନ୍‌ ପରିବହନ ଲାଗି ରେଲଓ୍ବେ ‘ଅକ୍ସିଜେନ୍‌ ଏକ୍ସପ୍ରେସ୍‌’ ଚଳାଇବା ଆରମ୍ଭ କରିଛି। ଅକ୍ସିଜେନର ତ୍ୱରିତ୍‌ ପରିବହନ ନିମନ୍ତେ ଗ୍ରୀନ୍‌ କରିଡର ସୃଷ୍ଟି କରିବା ପାଇଁ ରେଲଓ୍ବେ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନ ଲୁକ୍‌ରେ ତେଜ ପ୍ରତାପ: ଟୁଇଟରରେ ଶେୟାର କଲେ ଫଟୋ

ପାଟନା,୧୧।୧୨: ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ ପ୍ରତାପଙ୍କୁ ସବୁବେଳେ ଭିନ୍ନ ଭିନ୍ନ ରୂପରେ ଦେଖିବାକୁ ମିଳେ। କେତେବେଳେ...

ଦୀର୍ଘ ୬ ମାସ ପରେ କମ୍ ହେଲା ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୨ ।୧୨: ଦେଶରେ ପାଖାପାଖି ୬ ମାସ ପରେ ୨୪ ଘଣ୍ଟାରେ ନୂଆ କରୋନା ସଂକ୍ରମିତଙ୍କ ସଖ୍ୟା ୨୦ ହଜାର ତଳେ ରହିଛି । ସେହିପରି...

ଶପଥ ନେବାର ୪୮ ଘଣ୍ଟା ପରେ କରୋନା ଆକ୍ରାନ୍ତ ହେଲେ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୧୦।୫: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମି କରୋନା ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ମୁଖପାତ୍ର ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ରଙ୍ଗାସାମୀଙ୍କ...

୨୭ ବର୍ଷରେ ୪ ମହିଳା ମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୨: କେନ୍ଦ୍ରଶାସିତ ଅଞ୍ଚଳ ଦିଲ୍ଲୀରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) କ୍ରମାଗତ ତୃତୀୟ ଥର ପାଇଁ କ୍ଷମତାସୀନ ହେଇଛି। ନିର୍ବାଚନ ପ୍ରଚାର ବେଳେ ଏହି ଦଳ...

ଛତ୍ରପୁର ହସ୍ପିଟାଲରେ ସ୍ଥାପନ ହେବ ଅକ୍ସିଜେନ ପ୍ଲାଣ୍ଟ

ଛତ୍ରପୁର,୨୦।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଉଦ୍‌ବେଗଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଅତ୍ୟନ୍ତ ଭୟାନକ ହୋଇଥିବା ବେଳେ ଦୈନିକ ସଂକ୍ରମଣ ଓ...

ହାଫ୍ ପ୍ୟାଣ୍ଟ ପିନ୍ଧି ବଜାରରେ ବୁଲି ପାରିବେନି ଯୁବକ!

ବାଗପତ,୩୦ ।୧୦: ବର୍ତ୍ତମାନ ପର୍ଯ୍ୟନ୍ତ ଝିଅମାନଙ୍କ ପୋଷାକକୁ ନେଇ ନିୟମ ଜାରି କରୁଥିବା ହରିୟାଣାର ବଲିୟାନ ଖାପ ପଞ୍ଚାୟତର ମୁଖିଆ ତଥା ଭାରତୀୟ କୃଷକ ୟୁନିୟନର...

ଆଜି ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୭୭କୁ ବୃଦ୍ଧି

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଶୁକବ୍ରାର ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୭୭କୁ ବୃଦ୍ଧି ପାଇଥିବା ରାଜ୍ୟ...

କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତି: ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ, ୬।୧୦: କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତିରେ ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ୧୯୯୯ରେ କୋଇଲା ବ୍ଲକ...

Advertisement


Archives

Model This Week