କାକଟପୁରରେ କୌଣସି ଦଳ ଦେଇନାହାନ୍ତି ପ୍ରାର୍ଥୀ: ଚିନ୍ତାରେ ନେତା, କର୍ମୀ

ଭୁବନେଶ୍ୱର,୪।୧୨: ପୁରୀ ଜିଲା କାକଟପୁର ବିଧାନସଭା ଆସନ ପାଇଁ କୌଣସି ରାଜନୈତିକ ଦଳ ବର୍ତ୍ତମାନ ସୁଦ୍ଧା ପ୍ରାର୍ଥୀଙ୍କ ନାଁ ଘୋଷଣା କରି ନାହିଁ। ବିଜେଡି ଚତୁର୍ଥ ପ୍ରାର୍ଥୀ ତାଲିକା ପ୍ରକାଶ କରିଥିଲେ ମଧ୍ୟ କାକଟପୁରକୁ ନେଇ ପ୍ରାର୍ଥୀ ଦେଇନାହିଁ। ବିଜେଡିର ଦୁର୍ଗ ଭାବେ ପରିଚିତ ଏହି ଆସନରୁ ମନ୍ତ୍ରୀ ତୁଷାରକାନ୍ତି ବେହେରା ପ୍ରତିନିଧିତ୍ୱ କରୁଥିଲେ ମଧ୍ୟ ଏଥର କାହାକୁ ପ୍ରାର୍ଥୀ କରିବ ତାହାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି।

ଅନ୍ୟପକ୍ଷେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ମଧ୍ୟ କାକଟପୁର ବିଧାନସଭା ଆସନ ପାଇଁ ଆଶାୟୀ ରହିଥିବା ଜଣାପଡିଛି। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ବିଧାୟକ ଥିଲେ। ୨୦୧୯ରେ ତାଙ୍କ ଟିକେଟ କାଟି ଦଳ ତୁଷାରକାନ୍ତିଙ୍କୁ ଟିକେଟ ଦିଆଯାଇଥିଲା । ଏଥର ଏହି ଦୁଇ ନେତାଙ୍କ ମଧ୍ୟରୁ କାହାକୁ ଟିକଟ ମିଳିବ ଏହାକୁ ନେଇ ସନ୍ଦେହ ଦେଖାଦେଇଛି। ସେହିପରି ୨୦୧୯ରେ ଦ୍ୱିତୀୟ ସ୍ଥାନରେ ଥିବା କଂଗ୍ରେସରୁ ଏଥର କିଏ ହେବ ପ୍ରାର୍ଥୀ ତାହା ମଧ୍ୟ ଘୋଷଣା ହୋଇ ନାହିଁ ।

ଗତ ନିର୍ବାଚନରେ ବିଶ୍ୱଭୂଷଣ ଦାସ ୪୮ ହଜାର ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ରହିଥିଲେ। ମାତ୍ର ଗତ କିଛି ଦିନ ତଳେ ସେ ଭାଜପାରେ ସାମିଲ ହୋଇଛନ୍ତି। ବର୍ତ୍ତମାନ ସେ ଭାଜପା ଟିକେଟ ପାଇ ଦାବିଦାର ରହିଛନ୍ତି । ଏପରିକି କଂଗ୍ରେସରୁ ମଧ୍ୟ ପ୍ରାର୍ଥୀ କିଏ ହେବ ସେନେଇ ସଂକଟ ଲାଗି ରହିଛି। ଅନ୍ୟପକ୍ଷେ କାକଟପୁର ଆସନରେ ତିନି ପ୍ରମୁଖ ଦଳର କିଏ ପ୍ରାର୍ଥୀ ହେବେ ସେନେଇ ମଧ୍ୟ କଳ୍ପନାଜଳ୍ପନା ଲାଗିରହିଛି


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri