୪ ଗାଁକୁ ନାହିଁ ପକ୍କାରାସ୍ତା, ବର୍ଷା ହେଲେ ବଢ଼ୁଛି ସମସ୍ୟା

ଖଜୁରିପଡ଼ା,୧୫ା୫ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ବଲସକୁମ୍ପା ପଞ୍ଚାୟତର ନୂଆଁ ସାହି, ଜାମ୍ବୁସାହି, ସୁନ୍ଦରଗଡ, ରାଞ୍ଜାକୁମ୍ପା, ଦରଗଡ଼ ଗଣ୍ଡା ଗାଁକୁ ପକ୍କା ରାସ୍ତା ନିର୍ମାଣ ହୋଇନାହିଁ। ଯାହା ଫଳରେ ଏହି ଗ୍ରାମର ଲୋକ ମାନେ ଖରା ସମୟରେ ଖାଲ ଢିପ ମାଟି ରାସ୍ତାରେ ଯିବା ଆସିବା କରନ୍ତି। ହେଲେ ବର୍ଷା ଋତୁ ଆସିଲେ କାଦୁଅ ପଚପଚ ଖସଡ଼ା ରାସ୍ତା ଯୋଗୁ ଅନେକ ଦୁର୍ଘଟଣା ଘଟିଥାଏ। ଏହାକୁ ନେଇ ଗ୍ରାମବାସୀ ଅନେକ ଥର ପଲୀସଭାରେ ଜଣାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଗାଁକୁ ପକ୍କା ରାସ୍ତା ନିର୍ମାଣ ହୋଇ ପାରିନାହିଁ। ନିର୍ବାଚନ ସମୟରେ ଅନେକ ନେତା ଆସି ରାସ୍ତା ନିର୍ମାଣ ପାଇଁ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଭୋଟ ପାଇଲା ପରେ ସବୁ ଭୁଲିଗଲେ। ଲୋକେ ସ୍ଥାନୀୟ ଜନ ପ୍ରତିନିଧିଙ୍କୁ ରାସ୍ତା ନିର୍ମାଣ କରିବା ପାଇଁ ଜଣାଇଥିଲେ ମଧ୍ୟ ସେମାନେ ଗୁରୁତ୍ୱ ଦେଉ ନାହାନ୍ତି। ତେଣୁ ସରକାର ଏଥିପ୍ରତି ଦୃଷ୍ଟି ଦେଲେ ଗ୍ରାମବାସୀ ଉପକୃତ ହେବେ ବୋଲି ବୁଦ୍ଧିଜୀବୀ ମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?