ତାଲିବାନର ନୂଆ ମନ୍ତ୍ର: ଶିକ୍ଷାମନ୍ତ୍ରୀ କହିଲେ, ପିଏଚ୍‌ଡି, ମାଷ୍ଟରଡିଗ୍ରୀ ସବୁ ବେକାର

କାବୁଲ,୮।୯: ତାଲିବାନ ଆଫଗାନିସ୍ତାନରେ ମଧ୍ୟବର୍ତ୍ତୀକାଳୀନ ସରକାର ଘୋଷଣା କରିଛି। ମୁଲ୍ଲା ମହମ୍ମଦ ହାସନ ଅଖଣ୍ଡଙ୍କୁ ଦେଶର ନୂତନ ପ୍ରଧାନମନ୍ତ୍ରୀ ହୋଇଥିବାବେଳେ ଶେଖ କୌଲଭି ନୁରଲା ମୁନିରଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ଏହି ସମୟ ମଧ୍ୟରେ ସରକାର ଗଠନ ହେବା ସହିତ ତାଲିବାନର ନିଷ୍ପତ୍ତି ମଧ୍ୟ ଆରମ୍ଭ ହେବାକୁ ଯାଉଛି। ଦାୟିତ୍ୱ ଗ୍ରହଣ କରିବା ପରେ ନୂତନ ଶିକ୍ଷା ମନ୍ତ୍ରୀ ମୁନିରଙ୍କ ବିବାଦୀୟ ବିବୃତ୍ତି ସାମ୍ନାକୁ ଆସିଛି। ମୁନିର କହିଛନ୍ତି ଯେ, ଆଜିର ସମୟରେ ପିଏଚଡି କିମ୍ବା ଅନ୍ୟ କ କୌଣସି ମାଷ୍ଟର ଡିଗ୍ରୀର ମୂଲ୍ୟ ନାହିଁ। ଆମର କୌଣସି ଡିଗ୍ରୀ ନାହିଁ, ତଥାପି ଆମେ ସରକାର ଚଳାଉଛୁ। ଏଭଳି ପରିସ୍ଥିତିରେ ଆଜିର ସମୟରେ କୌଣସି ପ୍ରକାରର ପିଏଚଡି କିମ୍ବା ମାଷ୍ଟର ଡିଗ୍ରୀର ଆବଶ୍ୟକତା ନାହିଁ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, କ୍ଷମତାକୁ ଆସିବା ପୂର୍ବରୁ ତାଲିବାନ ଶିକ୍ଷା କ୍ଷେତ୍ରରେ ଅନେକ ପରିବର୍ତ୍ତନ କରିବା ଆରମ୍ଭ କରି ଦେଇଥିଲା। କଲେଜରେ ପୁଅ ଏବଂ ଝିଅଙ୍କ ମଧ୍ୟରେ ଏକ ପରଦା ରଖାଯାଇଥିଲା। ଅନେକ ସ୍ଥାନରେ କେବଳ ବୃଦ୍ଧ କିମ୍ବା ମହିଳାମାନେ ମହିଳାମାନଙ୍କୁ ଶିକ୍ଷା ଦେଉଛନ୍ତି । ଏଥିସହ ତାଲିବାନ ୨୦୦୧ରେ ତାଲିବାନ ଶାସନ ଶେଷ ହେବା ପରଠାରୁ ଆଧୁନିକ ଶିକ୍ଷା ଉପରେ ଧ୍ୟାନ ଦେଇଥିବା ଘରୋଇ କଲେଜ ଏବଂ ବିଶ୍ୱବିଦ୍ୟାଳୟ ଉପରେ କଟକଣା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?