କରାଚିରେ କବର ସ୍ଥାନର ଅଭାବ, କବର ଉପରେ ଦିଆଯାଉଛି କବର

କରାଚି,୧୫ ।୪: ପାକିସ୍ତାନର ସବୁଠାରୁ ବଡ ସହର କରାଚିରେ ଏବେ କବର ସ୍ଥାନର ଅଭାବ ପଡିଛି । ମୃତକଙ୍କୁ କବର ଦେବାକୁ ଏବେ ଦେଖାଦେଇଥିବା ସ୍ଥାନାଭାବ ଲୋକଙ୍କୁ ଚିନ୍ତାରେ ପକାଇଛି । ଯେଉଁଠି କିଛି ଜାଗା ରହିଛି ତାହା ମାଫିଆଙ୍କ କବଜାରେ । ଏପଟେ କବର ଉପରେ କବର ଦିଆଯାଉଛି ଅର୍ଥାତ୍ ପୁରୁଣା କବରକୁ ଭାଙ୍ଗି ତାରି ଉପରେ ନୁଆ କବର ଦିଆଯାଉଥିବା କୁହାଯାଉଛି । ପାଖାପାଖି ୧୦ କୋଟି ଜନସଂଖ୍ୟା ବିଶିଷ୍ଟ ଉପକୂଳ ସହରରେ କବର ପାଇଁ ସ୍ଥାନାଭାବ ଯୋଗୁ ଲୋକଙ୍କ ଚିନ୍ତା ବଢିଯାଉଛି । ବାକି ଯେଉଁ ସ୍ଥାନ ରହିଛି ମାଫିଆଙ୍କ ଯୋଗୁ ବି ନାନା ଅସୁବିଧା ଉପୁଜୁଛି । ଆଉ ଏକ ଗୁରୁତ୍ୱପୂର୍ଣ୍ଣ କଥା ହେଲା କବର ଦେବାପାଇଁ ସରକାରି ଶୁଳ୍କ ୭,୯୦୦ ଟଙ୍କା ଥିବା ବେଳେ ଗତବର୍ଷ ପିଇସିଏଚଏସ୍ କବର ସ୍ଥାନରେ ନିଜ ପ୍ରିୟଜନଙ୍କୁ କବର ଦେବା ଲାଗି ୫୫,୦୦୦ ଟଙ୍କାରୁ ୧,୭୫,୦୦୦ ପର୍ଯ୍ୟନ୍ତ ଟଙ୍କା ଦେବାକୁ ପଡିଛି । ଏହି ରାଶିକୁ ସେଠାରେ କାମ କରୁଥିବା ୪୦ଜଣଙ୍କ ମଧ୍ୟରେ ବାଣ୍ଟି ଦିଆଯାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?