Posted inଜାତୀୟ

ଦିଲ୍ଲୀରେ ହେବନି ଲକ୍‌ଡାଉନ

ନୂଆଦିଲ୍ଲୀ, ୨।୪: ଦିଲ୍ଲୀରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏକ ଜରୁରୀକାଳୀନ ବୈଠକ ଡକାଇଥିଲେ। ବୈଠକରେ ସେ ଦିଲ୍ଲୀରେ ବର୍ତ୍ତମାନ ଲକଡାଉନ ଲଗାଇବା ପରିସ୍ଥିତି ସୃଷ୍ଟି ହୋଇ ନ ଥିବା କହିଥିଲେ। ଦେଶରେ କରୋନାର ଦ୍ୱିତୀୟ ଲହରର କାୟା ମେଲୁଛି। ବର୍ତ୍ତମାନ ଏହା ଚିନ୍ତାର ବିଷୟ। ଏନେଇ ଭୟଭିତ ହେବାର ଆବଶ୍ୟକତା ନାହିଁ। ସରକାର କରୋନା ମୁକାବିଲା ପାଇଁ ସଜାଗ ଅଛନ୍ତି। ବର୍ତ୍ତମାନ ରାଜଧାନୀରେ ପାଖାପାଖି ୫୦ ପ୍ରତିଶତ ରୋଗୀ ହସ୍ପିଟାଲ ଯାଉଛନ୍ତି। ଲୋକେ ହୋମ୍‌ ଆଇସୋଲେସନ ରହି ଚିକିତ୍ସିତ ହେଉଛନ୍ତି। ତେଣୁ ସରକାର ଦିଲ୍ଲୀରେ କୌଣସି ପ୍ରକାରର ଲକ୍‌ଡାଉନ ଲଗାଇବା ଉପରେ ବିଚାର କରିନାହାନ୍ତି। ଭବିଷ୍ୟତରେ ଏହା ଉପରେ ବିଚାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ…

୩ ସନ୍ତାନର ମା’ଙ୍କୁ ୨୫ ବର୍ଷୀୟା ଯୁବତୀଙ୍କ ସହ ହେଲା ପ୍ରେମ! ସ୍ବାମୀ-ବାପଘର ଛାଡ଼ି କହିଲେ- ଏବେ ତାଙ୍କ ସହ…

କାନପୁର,୧୮।୯: କାନପୁରର ମହାରାଜପୁର ଅଞ୍ଚଳରୁ ଏକ ଘଟଣା ଏବେ ଚର୍ଚ୍ଚାରେ। ତିନି ସନ୍ତାନର ଜଣେ ମା’ ସୱାମୀ ଓ ବାପଘରକୁ ଫେରିବା ପରିବର୍ତ୍ତେ ପ୍ରାୟ ଏକ ବର୍ଷ…

Gen Zକୁ ମୋହନ ଭାଗବତଙ୍କ ବଡ଼ ବାର୍ତ୍ତା, ଧର୍ମ ବୃଦ୍ଧାବସ୍ଥା….

ନୂଆଦିଲ୍ଲୀ,୧୮।୯: Gen Z ଓ ଯୁବପିଢ଼ିକୁ ଧର୍ମ ନେଇ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ପ୍ରମୁଖ ମୋହନ ଭାଗବତ । ଶୁକ୍ରବାର ଉଜ୍ଜୟିନୀରେ…

ବହୁ ଚର୍ଚ୍ଚିତ ନିଠାରି ମାମଲାର ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ହରିଦ୍ୱାର,୧୮।୯: ନିଠାରି ମାମଲାର ଅଭିଯୁକ୍ତ ସୁରେନ୍ଦ୍ର କୋଲି (ମୂଳତଃ ଉତ୍ତର ପ୍ରଦେଶର ଗୌତମ ବୁଦ୍ଧ ନଗର/ନୋଏଡା ନିବାସୀ) ହରିଦ୍ୱାରରେ ଝୁଲନ୍ତା ଅବସ୍ଥାରେ ମିଳିଛନ୍ତି। ଖବର ଅନୁଯାୟୀ, ଏହି…

ଆସୁଛି UPIର ‘ବାପା’, ‘ଡିଜିଟାଲ ରୁପି’ (Digital Rupee), ଏହା କ’ଣ? ବ୍ୟାଙ୍କ କିମ୍ବା ଇଣ୍ଟରନେଟ ସଂଯୋଗ ବିନା କିପରି ଟଙ୍କା ସ୍ଥାନାନ୍ତର ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୯: ମୂଳ କଥା ହେଉଛି UPI ଠାରୁ ମଧ୍ୟ ଏକ ବଡ଼ ଜିନିଷ ଆସିବାକୁ ଯାଉଛି। UPI ଶୁଳ୍କ (charges) କୁ ନେଇ ଚାଲିଥିବା ହଟଚମଟ ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?