ବଜାରରୁ ଆଳୁ ଗାଏବ, ୫ କେଜି ମାଗିଲେ ମିଳୁଛି ୨ କେଜି

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଗଞ୍ଜାମ ସହରରୁ ଆଳୁ ଗାୟବ। ପଶ୍ଚିମବଙ୍ଗରୁ ଆସୁଥିବା ଆଳୁ ଧର୍ମଘଟ ଯୋଗୁ ବନ୍ଦ ହୋଇଯାଇଛି। ଏହାର ଫାଇଦା ଉଠାଇବାକୁ ଆଳୁ ଗୋଦାମ ମlଲିକ ମାନେ କଳାବଜାର କରିବା ଏବଂ ଦରବୃଦ୍ଧି ହେବା ଲକ୍ଷ୍ୟରେ ବଜାରକୁ ଆଳୁ ଛାଡ଼ିବା ବନ୍ଦ କରିଦେଇଛନ୍ତି। ଯାହା ଫଳରେ ଖୁଚୁରା ବେପାରୀମାନେ ବାଧ୍ୟ ହୋଇ ଗ୍ରାହକ ୫ କେଜି ଆଳୁ ମାଗିଲେ ୨ କେଜି ଆଳୁ ଦେଉଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ଆଳୁ କିଲୋ ପ୍ରତି ୩୫ରୁ ୪୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଚିନ୍ତାରେ ଖାଉଟି। ଯୋଗାଣ ବିଭାଗ ଓ ସ୍ଥାନୀୟ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସହରବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Pakistan: ପାକିସ୍ତାନ ମୁଣ୍ଡରେ ପଡିଲା ଚଡକ, ଯୁଦ୍ଧ ପାଇଁ ବାହାରିଲେ ଏସବୁ ଦେଶ!

ଇସଲାମବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ...

Pakistan: ପାକିସ୍ତାନରେ କାହା ପାଖରେ ଅଛି ପରମାଣୁ ଅସ୍ତ୍ରର ରିମୋଟ୍‌? ନାଁ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର

ବଲାଙ୍ଗୀର, ୨୯।୪- (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ଉପକଣ୍ଠରେ ବଲାଙ୍ଗୀର-ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥର ସ୍ମାର୍ଟ ପାର୍କ ବୁଲାଣି ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା...

ପାକିସ୍ତାନରେ ହଇଚଇ: ଶେହବାଜ ମେଡିକାଲରେ ଭର୍ତ୍ତି, ପ୍ରେସକିପଶନରୁ ମିଳିଲା ସାଂଘାତିକ ତଥ୍ୟ!

ଇସଲାମାବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ଟ୍ରମ୍ପ ବିରୋଧୀ ମାର୍କ କାର୍ନିଙ୍କ ଜବରଦସ୍ତ ବିଜୟ: ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୯।୪: କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କ ଲିବରାଲ ପାର୍ଟି ଜିତିବାରେ ସଫଳ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ପୋଷ୍ଟ କରି ମାର୍କ କାର୍ନି ଅଭିନନ୍ଦନ ଜଣାଇଛନ୍ତି।...

ଘରଡିହ, ସ୍ଥାୟୀ ପଟ୍ଟା ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୯ା୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ବସବାସ କରୁଥିବା ଭୂମିହୀନଙ୍କୁ ଘରଡିହ, ଦଖଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ ଓ ୨୦୦୬ ଜଙ୍ଗଲ ଅଧିକାର ଆଇନକୁ କଡାକଡି...

Pahalgam Attack: ପୁଣି ଭାଇରାଲ ହେଲା ଆକ୍ରମଣର ଛାତିଥରା ଭିଡିଓ, ଦେଖିଲେ ଥରି ଉଠିବେ…

ନୂଆଦିଲ୍ଲୀ,୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମ ଅଞ୍ଚଳରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଏକ ଭୟଙ୍କର ଆତଙ୍କବାଦୀ ହମଲାରେ ୨୬ ଜଣ ପର୍ଯ୍ୟଟକଙ୍କ ଜୀବନ ହରାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri