Posted inଜାତୀୟ

ପାର୍ଲାମେଣ୍ଟ୍‌ରେ ହେଉନି ଉପଯୁକ୍ତ ବିତର୍କ, ପ୍ରତିକ୍ରିୟା ଦେଲେ ସିଜେଆଇ…

ନୂଆଦିଲ୍ଲୀ,୧୫।୮: ପାର୍ଲାମେଣ୍ଟ୍‌ରେ ଉପଯୁକ୍ତ ବିତର୍କ ନ ହୋଇ ଆଇନ ପାରିତ ହେଉଛି। ଏହାଦ୍ୱାରା ସମ୍ପୃକ୍ତ ଆଇନର ସ୍ପଷ୍ଟତାର ଅଭାବ ପରିଲକ୍ଷିତ ହେଉଛି ବୋଲି ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି(ସିଜେଆଇ) ଏନ୍‌.ଭି. ରମନା କ୍ଷୋଭ ପ୍ରକାଶ କରିଛନ୍ତି। ପାର୍ଲାମେଣ୍ଟରେ ଆଇନ ସହିତ ଜଡ଼ିତ ଥିବା ବହୁ ସଦସ୍ୟ ରହିଛନ୍ତି। ଏପରିସ୍ଥଳେ ବିନା ବିତର୍କରେ ଆଇନକୁ ମଞ୍ଜୁରୀ ମିଳିବା ଦ୍ୱାରା ଏହାର ଗୁଣବତ୍ତା ହ୍ରାସ ପାଉଛି। ତେଣୁ ପାର୍ଲାମେଣ୍ଟରେ ଥିବା ଆଇନଜୀବୀ ସଦସ୍ୟ ନିଜକୁ କେବଳ ଆଇନ ସେବାରେ ସୀମିତ ନ ରଖି ରାଜନୈତିକ କ୍ଷେତ୍ରରେ ସକ୍ରିୟ ରହିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରୁ କୋରାପୁଟକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌, ନୋଟସ ଜାରି କରି ପୂର୍ବତଟ ରେଳ ବିଭାଗ କହିଲା ଆସନ୍ତା…

କୋରାପୁଟ,୪ା୭(ଅମିତାଭ ବେହେରା): ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟାଇ ଆସନ୍ତା ୬ ଜୁଲାଇରେ ପୁରୀ-କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ଉଦ୍‌ଘାଟନୀ ଯାତ୍ରା ଆରମ୍ଭ ହେବ। ଏହି ଅବସରରେ ୦୮୪୦୯ ପୁରୀ-କୋରାପୁଟ…

IND vs ENG T20 : ଟସ୍‌ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍‌, ବୈଭବ କରିବେ ଓପନିଂ

ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍…

କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟିକଲେ ବିଚାରପତି

ଝରିଗାଁ,୪ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ କୋର୍ଟ ପରିସରରେ ଶନିବାର ୭୭ତମ ବନ ମହୋତ୍ସବ ସପ୍ତାହ ଅବସରରେ ଝରିଗାଁ କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି…

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ…

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ…

ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ

ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…

୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ

ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri