ମୁଣ୍ଡ ନୂଆଁଇଲା ଇଂଲଣ୍ଡ

ନୂଆଦିଲ୍ଲୀ,୭।୧୦: ଭାରତ ଆଗରେ ମୁଣ୍ଡ ନୂଆଁଇଛି ଇଂଲଣ୍ଡ। ଉଭୟ ଡୋଜ୍‌ ନେଇଥିବା ଭାରତୀୟଙ୍କୁ ଆଉ ଇଂଲଣ୍ଡରେ କ୍ୱାରେଣ୍ଟିନ୍‌ରେ ରହିବାକୁ ପଡିବ ନାହିଁ। ଏହି ନିୟମ ଅକ୍ଟୋବର ୧୧ତାରିଖରୁ ଲାଗୁ ହେବ ବୋଲି ଭାରତର ହାଇ କମିଶନର ଗୁରୁବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି।

ସୂଚନା ଯୋଗ୍ୟ, କୋଭିଡ୍‌-୧୯ କୋଭିଶିଲ୍ଡ ଟିକାର ଉଭୟ ଡୋଜ୍‌ ନେଇ ଇଂଲଣ୍ଡ ଯାଉଥିବା ଭାରତୀୟଙ୍କୁ ସେଠାରେ ୧୦ ଦିନ କ୍ୱାରେଣ୍ଟିନ୍‌ରେ ରଖାଯାଉଥିଲା। ଏହି ନିୟମ ବିରୋଧରେ ଭାରତ ମଧ୍ୟ ଇଂଲଣ୍ଡରୁ ଆସୁଥିବା ଯାତ୍ରୀଙ୍କ ପାଇଁ ସମାନ କ୍ୱାରେଣ୍ଟିନ୍‌ ବ୍ୟବସ୍ଥା କରିଥିଲା। ଫଳରେ ବାଧ୍ୟ ହୋଇ ଇଂଲଣ୍ଡ ସରକାର କ୍ୱାରେଣ୍ଟିନ୍‌ ନିୟମକୁ ପରିବର୍ତ୍ତନ କରିବାକୁ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୭୦ ଉଚ୍ଛେଦ ପରେ ପ୍ରଥମ କରି ମାର୍ଚ୍ଚରେ ଜମ୍ମୁ-କଶ୍ମୀରରେ ହେବ ନିର୍ବାଚନ

ଜମ୍ମୁ,୧୩।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦର ପ୍ରାୟ ୬ ମାସ ପରେ ପ୍ରଥମ କରି ନିର୍ବାଚନ ହେବାକୁ ଯାଉଛି। ମାର୍ଚ୍ଚ ୫ରୁ...

ଘଡଘଡି ମାରିବା ସମୟରେ କାନରେ ଲଗାଇଥିଲେ ଇୟରଫୋନ୍‌, ଘଟିଲା ଏମିତି

ନୋଏଡା,୫।୧: ଗ୍ରେଟର ନୋଏଡାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ କାନରେ ଇୟରଫୋନ୍‌ ଲଗାଇବା ମହଙ୍ଗା ପଡିଛନ୍ତି। ବଜ୍ରପାତ ସମୟରେ କାନରେ ଇୟରଫୋନ ବିସ୍ଫୋରଣ...

କଂଗ୍ରେସରୁ ଜାଖରଙ୍କୁ ନିଲମ୍ବନ ଲାଗି ସୁପାରିସ

ନୂଆଦିଲ୍ଲୀ,୨୭।୪: ପଞ୍ଜାବ କଂଗ୍ରେସର ବରିଷ୍ଠ ନେତା ସୁନୀଲ ଜାଖରଙ୍କୁ ୨ ବର୍ଷ ପାଇଁ ଦଳରୁ ନିଲମ୍ବନ କରିବାକୁ ଏ.କେ. ଆଣ୍ଟୋନିଙ୍କ ଅଧ୍ୟକ୍ଷତାରେ ଗଠିତ ଶୃଙ୍ଖଳାଗତ କମିଟି...

ପ୍ରଦୁଷଣ ପାଇଁ ଦିଲ୍ଲୀରେ ଜରୁରୀ ଘୋଷଣା: ଛଟ୍‌ରେ ଫୁଟାଯିବନି ବାଣ

ନୂଆଦିଲ୍ଲୀ,୧।୧୧: ଦିଲ୍ଲୀ-ଏନ୍‌ସିଆରରେ ସୁପ୍ରିମକୋର୍ଟର ଏକ ଖଣ୍ଡପୀଠ ଶୁକବ୍ରାର ଜନସାଧାରଣଙ୍କ ସ୍ବାସ୍ଥ୍ୟଗତ କାରଣକୁ ନଜରରେ ରଖି ଏକ ଜରୁରୀ ଘୋଷଣା କରିଛନ୍ତି। ଏଥିସହ ନଭେମ୍ବର ୫ ପର୍ଯ୍ୟନ୍ତ...

ଶିଶୁଦିବସ ଉପଲକ୍ଷେ ସ୍ବତନ୍ତ୍ର ଡୁଡୁଲ କଲା ଗୁଗୁଲ

ନୂଆଦିଲ୍ଲୀ,୧୪।୧୧:ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଆଜି ଜନ୍ମଦିବସ। ଏହି ଦିନଟିକୁ ସାରା ଦେଶରେ ଶିଶୁଦିବସ ଭାବେ ପାଳନ କରାଯାଏ। ୧୮୮୯ ନଭେମ୍ବର ୧୪ରେ...

ଅନ୍ତର୍ଜାତୀୟ ଯୋଗ ଦିବସରେ ଯବାନଙ୍କ ସହ ଯୋଗ କଲା ଡଗ୍‌ ସ୍କ୍ବାଡ

ଶ୍ରୀନଗର,୨୧।୬: ଅନ୍ତର୍ଜାତୀୟ ଦିବସ ଅବସରରେ ସାରା ବିଶ୍ୱରେ ଯୋଗ ଦିବସ ପାଳନ କରାଯାଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଞ୍ଚିରେ ଜନସାଧାରଣଙ୍କ ସହ ଯୋଗ କରିଛନ୍ତି। ଯୋଗ...

ପ୍ରବଳ ବର୍ଷାରେ ୧୧ ଜଣଙ୍କ ଜୀବନ ଗଲା

ହାଇଦ୍ରାବାଦ,୧୪।୧୦: ହାଇଦ୍ରାବାଦର ଅନେକ ସ୍ଥାନରେ ଲଗାତାର ବର୍ଷା ଯୋଗୁ ଏପର୍ଯ୍ୟନ୍ତ ୧୧ ଜଣଙ୍କର ମୃତ୍ୟୁ ହୋଇଛି। ଏଥିମଧ୍ୟରୁ ବାଦଲାଗୁଡାର ମହମ୍ମଦିଆ ପାହାଡରେ କାନ୍ଥ ଖସି ୯...

ଆଇସିଜେ ରାୟକୁ ରୁଷିଆର ଅବଜ୍ଞା

ହେଗ୍‌/ମସ୍କୋ,୧୮ା୩:ୟୁକ୍ରେନ୍‌ ଉପରେ ଆକ୍ରମଣ ତୁରନ୍ତ ବନ୍ଦ କରିବାକୁ ନେଦରଲାଣ୍ଡ୍‌ସର ହେଗ୍‌ସ୍ଥିତ ଅନ୍ତର୍ଜାତୀୟ ଅଦାଲତ (ଆଇସିଜେ) ବୁଧବାର ରୁଷିଆକୁ ନିର୍ଦ୍ଦେଶ ଦେଇଥିବାବେଳେ ମସ୍କୋ ଏହାକୁ ପ୍ରତ୍ୟାଖ୍ୟାନ କରିଛି।...

Advertisement
Archives

Model This Week