Posted inଜାତୀୟ

ପ୍ରଶାସନିକ ଅଧିକାରୀଙ୍କୁ ଯୋଗୀଙ୍କ କଡ଼ା ନିର୍ଦ୍ଦେଶ

ଝାନ୍ସି,୮।୫: ରାସ୍ତାରେ ଧର୍ମୀୟ କାର୍ଯ୍ୟକ୍ରମ ଆୟୋଜନକୁ ଅନୁମତି ନ ଦେବା ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି କାର୍ଯ୍ୟକ୍ରମ କେବଳ ଧର୍ମସ୍ଥଳୀ ପରିସରରେ କରାଯିବା ଆବଶ୍ୟକ ବୋଲି ଜଣେ ସରକାରୀ ମୁଖପାତ୍ର କହିଛନ୍ତି। ଲଲିତପୁର ଥାନା ଅଞ୍ଚଳରେ ଜଣେ ନାବଳିକାଙ୍କୁ ବଳାତ୍କାର ଘଟଣାକୁ ମୁଖ୍ୟମନ୍ତ୍ରୀ ଗମ୍ଭୀରତାର ସହ ନେଇ ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ଜିଲାପାଳ ଓ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ କାର୍ଯ୍ୟାନୁଷ୍ଠାନରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ଅସନ୍ତୋଷ ବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri