ଆଉ ରିମାଣ୍ଡ ନୁହେଁ, ୧୧ରେ ଶୁଣାଣି

ଚାନ୍ଦବାଲି,୭ା୪(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ କ୍ୟାମେରା ମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଓ ଝୁନୁ ଭୋଇଙ୍କୁ କ୍ରାଇମବ୍ରାଞ୍ଚ ଟିମ୍‌ ୩ଦିନିଆ ରିମାଣ୍ଡରେ ଗତ ୩ ତାରିଖରେ ନେଇଥିଲେ। ଗୁରୁବାର ଚାନ୍ଦବାଲି ଜେଏମ୍‌ଏଫ୍‌ସିଙ୍କ କୋର୍ଟରେ ହାଜର କରାଯିବା ପରେ ଆଉ ରିମାଣ୍ଡରେ ନ ନେଇ ବିଚାର ହାଜତକୁ ପଠାଇବା ପାଇଁ କ୍ରାଇମବ୍ରାଞ୍ଚ ଡିଏସ୍‌ପି କଳ୍ପନା ସାହୁ ସୂଚନା ଦେଇଛନ୍ତି। ଉଭୟଙ୍କୁ ଭଦ୍ରକ ସବ୍‌ ଜେଲକୁ ପଠାଇବାକୁ ଡିଏସ୍‌ପି ସୂଚନା ଦେଇଛନ୍ତି। କ୍ରାଇମବ୍ରାଞ୍ଚ ହେପାଜତରେ ଭଦ୍ରକ ଜେଲକୁ ପଠାଯାଇଛି। ୧୧ତାରିଖ ପର୍ଯ୍ୟନ୍ତ ଜେଲ୍‌କୁ ଅଭିଯୁକ୍ତ ଶର୍ମିଷ୍ଠା ଓ ଝୁନୁଙ୍କୁ ପଠାଯାଇଥିବା ତାଙ୍କ ଓକିଲ ପ୍ରକାଶ କରିଛନ୍ତି। ଆଉ ରିମାଣ୍ଡରେ ନ ନେଇ ଉଭୟଙ୍କ ୧୧ ତାରିଖରେ ଶୁଣାଣି ରହିଥିବା ଓକିଲ ଧନଞ୍ଜୟ ଉଦଗାତା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେବୁଲ ହଲାଇଦେବାରୁ ଛାତ୍ରଙ୍କୁ ମାଡ଼

ନୟାଗଡ଼ ଅଫିସ/ଓଡ଼ଗାଁ,୨୨।୮(ସ୍ବ.ପ୍ର.): ଦଣ୍ଡମୁକ୍ତ ଅଞ୍ଚଳରେ ଦଣ୍ଡ ଦିଆଯାଇଛି। ଏଥିରେ ଜଣେ ଛାତ୍ର ଆହତ ହୋଇଛନ୍ତି। ଟେବୁଲ୍‌ ହଲାଇ ଦେବାରୁ ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ୍‌ ଓଡ଼ଗାଁ...

ଗଞ୍ଜାମ ଆକ୍ରାନ୍ତ ସୁରଟ ଫେରନ୍ତା: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ବୁଧବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ନୂଆ...

ଶପଥ କରାଇ ଭୋଟ ମାଗିଲେ ବିଧାୟକଙ୍କ ପୁଅ

ମାଲକାନଗିରି,୧୮ା୨(ଡି.ଏନ୍‌.ଏ.): ଗଣତନ୍ତ୍ରିକ ରାଷ୍ଟ୍ରରେ ଭୋଟ ଦେବାର ଅଧିକାର ସମସ୍ତଙ୍କର ରହିଛି। ଜଣେ ଭୋଟର କୌଣସି ଚାପ କିମ୍ବା ଅର୍ଥ ଲୋଭର ବଶବର୍ତ୍ତୀ ନ ହୋଇ ନିଜ...

ବିନା ଭକ୍ତରେ ହେବ ସ୍ନାନ ପୂର୍ଣ୍ଣିମା

ପୁରୀ,୧୬।୬: ରଥଯାତ୍ରା ଭଳି ବିନା ଭକ୍ତରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ବୁଧବାର ଅନୁଷ୍ଠିତ ପୁରୀ ମନ୍ଦିର ପ୍ରଶାସକ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି।...

୧୧ରେ ହୀରାକୁଦ ଛାଡିବ ବନ୍ୟାଜଳ

ସମ୍ବଲପୁର,୮ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଜୁଲାଇ ୧୧ ତାରିଖରେ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ଏ ନେଇ ଡ୍ୟାମ୍‌ କର୍ତ୍ତୃପକ୍ଷ ଗୁରୁବାର ସୂଚନା ଦେଇଛନ୍ତି। ଏ...

ତାରିଣୀ ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ

ପଦ୍ମପୁର,୪।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଫକୀରପୁର ଗ୍ରାମର ତାରିଣୀ ମନ୍ଦିରରୁ ସୋମବାର ରାତିରେ ଚୋରି ହୋଇଛି। ତାଲା ଭାଙ୍ଗି ଦୁର୍ବୃତ୍ତମାନେ ସୁନା ମୁକୁଟ,...

ସାମାଜିକ ଦୂରତ୍ୱ ରହୁନି: ଅର୍ନିଦ୍ଦିଷ୍ଟ କାଳ ପାଇଁ ରାଇକିଆ ହାଟ ବନ୍ଦ

ରାଇକିଆ,୭।୬(ଡି.ଏନ.ଏ.)-କନ୍ଧମାଳ ଜିଲା ରାଇକିଆ ସାପ୍ତାହିକ ହାଟ ସୋମବାର ବନ୍ଦ ରହିବ। ଏ ନେଇ ରବିବାର ପଞ୍ଚାୟତ ତରଫରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଘୋଷଣା କରାଯାଇଛି। ପ୍ରକାଶ...

ଡାକ୍ତରଙ୍କୁ ୨ ଦିନ ରିମାଣ୍ଡରେ ନେଲା ପୋଲିସ

ବ୍ରହ୍ମପୁର ଅଫିସ,୨୫ା୨: ଭୁବନେଶ୍ୱରରେ ଫ୍ଲାଟ୍‌ ଦେବାକୁ ପ୍ରତିଶ୍ରୁତି ଦେଇ ଜଣେ ସୁନା ବ୍ୟବସାୟୀଙ୍କଠାରୁ ୨କୋଟି ଟଙ୍କା ଠକି ନେଇଥିବା ଅଭିଯୋଗରେ ବଡ଼ବଜାର ଥାନା ପୋଲିସ ଅଭିଯୁକ୍ତ...

Advertisement
Archives

Model This Week