Posted inଖେଳ

ଟିମ୍‌ ଇଣ୍ଡିଆକୁ ମିଳିବ ନାହିଁ ଶୁବମାନ ଗିଲଙ୍କ ବଦଳ ଖେଳାଳି

ମୁମ୍ବାଇ,୮।୭: ଆହତ ସମସ୍ୟା କାରଣରୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡ଼ିଥିବା ଶୁବମାନ ଗିଲଙ୍କ ବଦଳରେ କୌଣସି ଖେଳାଳିଙ୍କୁ ୟୁକେ ପଠାଯିବ ନାହିଁ। ଫଳରେ ଟିମ୍‌ ଇଣ୍ଡିଆ ପାଖରେ ଉପଲବ୍ଧ ଥିବା ୨୩ ଖେଳାଳିଙ୍କ ମଧ୍ୟରୁ ଚୂଡ଼ାନ୍ତ ଏକାଦଶ ବାଛିବାକୁ ପଡ଼ିବ।

ତେବେ ଏହି ଦ୍ୱନ୍ଦ୍ୱ ଆରମ୍ଭ ହୋଇଥିଲା ଟିମ୍‌ ଇଣ୍ଡିଆ ମ୍ୟାନେଜରଙ୍କ ଏକ ମେଲ୍‌ରୁ। ଗିଲ ଆହତ ହୋଇ ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ସିରିଜ୍‌ରୁ ବାଦ୍‌ ପଡ଼ିବା ପରେ ବିସିସିଆଇର ମୁଖ୍ୟ ଚୟନକର୍ତ୍ତାଙ୍କୁ ଏ ନେଇ ମେଲ୍‌ କରିଥିଲେ ଟିମ୍‌ ଇଣ୍ଡିଆ ମ୍ୟାନେଜର। ସେଥିରେ ଗିଲଙ୍କ ବଦଳ ଖେଳାଳି ଆବଶ୍ୟକ ଥିବା ଦର୍ଶାଯାଇଥିଲା। ଏହି ମେଲ୍‌ ମୁଖ୍ୟ ଚୟନକର୍ତ୍ତା ଚେତନ ଶର୍ମାଙ୍କ ନିକଟକୁ ଗତ ୨୮ ତାରିଖରେ ଆସିଥିଲା। କିନ୍ତୁ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ନ ପାଇବା ପର୍ଯ୍ୟନ୍ତ ସେ ଏସମ୍ପର୍କରେ ବିସିସିଆଇ ଅଧିକାରୀଙ୍କ ସହ ଯୋଗାଯୋଗ କରି ନ ଥିଲେ।

ତେବେ ଗିଲଙ୍କ ଅନୁପସ୍ଥିତିରେ ରୋହିତ ଶର୍ମାଙ୍କ ସହ ମୟଙ୍କ ଅଗ୍ରଓ୍ବାଲ ଓପନିଂ କରିବେ। ଯଦି ପରବର୍ତ୍ତୀ ସମୟରେ ଆବଶ୍ୟକ ପଡ଼େ ବେଙ୍ଗଲର ୨୫ ବର୍ଷୀୟ ଓପନିଂ ବ୍ୟାଟ୍ସମ୍ୟାନ ଅଭିମନ୍ୟୁ ଇଶ୍ୱରନଙ୍କୁ ସୁଯୋଗ ମିଳିପାରେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?