ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହା ହେଲେ ଗର୍ଭବତୀ

ରାୟଗଡା ଅଫିସ,୨୯।୧: ଗାଁକୁ ରାସ୍ତା ନ ଥିବାରୁ ୩ କିମି ଖଟିଆରେ ବୁହା ହେଲେ ଗର୍ଭବତୀ। ଏଭଳି ଘଟଣା ଘଟିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ ଡଙ୍ଗାସିଲ ପଞ୍ଚାୟତ ବଣ୍ଡାଦୋରା ଗାଁରେ।
ସୂଚନାଯୋଗ୍ୟ, ଗାଁର ଲକ୍ଷ୍ମୀ ମାଝିଙ୍କ ଗର୍ଭଯନ୍ତ୍ରଣା ହେବାରୁ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ହେଲେ ଗାଁକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଆସିଥିବା ସତ୍ତ୍ୱେ ୩ କିମି ପଛରେ ଅଟକି ରହିଥିଲା । ପରେ ଆମ୍ବୁଲାନ୍ସ ଡ୍ରାଇଭର କୌଣସି ଉପାୟ ନ ପାଇ ଗାଁ ଲୋକଙ୍କ ସାହାଯ୍ୟରେ ଖଟିଆ ଯୋଗେ ବୋହିକି ଆଣିବା ସମୟରେ ସେ ଖଟିଆରେ ଏକ ଶିଶୁକନ୍ୟା ଜନ୍ମ ଦେଇଥିଲେ। ପରେ ତାଙ୍କୁ ଡଙ୍ଗାସିଲ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ଉଭୟ ମା’ ଓ ଶିଶୁ ସୁସ୍ଥ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଟାଗୁଡାକୁ ନିଶାମୁକ୍ତ ପାଇଁ ଏକାଠି ହେଲେ ମହିଳା

ଫୁଲବାଣୀ ଅଫିସ,୧୯ା୧୦: କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ବାଟାଗୁଡା ପଞ୍ଚାୟତର ମହିଳାମାନେ ଏକତ୍ରିତ ହୋଇଛନ୍ତି। ପଞ୍ଚାାୟତରେ ଆଉ ମଦ ପୁରାଇ ଦେବେ ନାହିଁ। କେହି ଚୋରାରେ...

ଚିଠି ଲେଖି ହତ୍ୟା ଧମକ ଦେଉଥିଲେ ନକଲି ମାଓବାଦୀ

ଝାରସୁଗୁଡ଼ା ଅଫିସ,୨୩ା୯: ଝାରସୁଗୁଡ଼ା ଜିଲା ବଡମାଲ ଥାନା ପୋଲିସ ଜଣେ ନକଲି ମାଓବାଦୀଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବରଗଡ...

ଭାଇଚାରା ମଧ୍ୟରେ ପୂଜା ପାଳନ କର

ଢେଙ୍କାନାଳ ଅଫିସ,୨।୧୦: ଆସନ୍ତା ୯ ରୁ ୧୯ ତାରିଖ ପର୍ଯ୍ୟନ୍ତ ଢେଙ୍କାନାଳାର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବ ପାଳନ କରାଯିବ। ଏହି ଉପଲକ୍ଷେ ଶନିବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା...

ବଡଜୟୀପୁର ଗ୍ରାମରେ ଅଜଣା କୀଟ

ଖଇରା,୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ବଡଜୟୀପୁର ଗ୍ରାମରେ ଅଜଣା କୀଟକୁ ନେଇ ଗ୍ରାମବାସୀ ଆତଙ୍କିତ ହୋଇ ପଡିଛନ୍ତି। ଏହି କୀଟ ଗୁଡିକ ଗ୍ରାମ ନିକଟସ୍ଥ...

କୋଟିଏ ଟଙ୍କା ଠକିନେଇ ବନ୍ଧା ହେଲେ ଦମ୍ପତି

ଆନନ୍ଦପୁର,୧୧।୪(ସ୍ବ.ପ୍ର.): କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଆନନ୍ଦପୁର ପୌରପରିଷଦ ୧୩ ନମ୍ବର ଓ୍ବାର୍ଡରୁ ପୋଲିସ ଦମ୍ପତିଙ୍କୁ ସୋମବାର...

ଅପହୃତା ଝିଅକୁ ଉଦ୍ଧାର ପାଇଁ ଥାନା ଆଗରେ ଧାରଣାରେ ବସିଲେ ମା’, ବାହାର ରାଜ୍ୟକୁ ଚାଲାଣ ଅଭିଯୋଗ ଆଣିଲେ ପରିବାର

ହାଟଡ଼ିହୀ, ୨୭ା୫ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଓରାଳି ପଞ୍ଚାୟତ ମଧୁରଗଡ଼ିଆ ଗ୍ରାମର ଜଣେ ୧୫ ବର୍ଷିୟା ସବର୍ଣ୍ଣ ନାବାଳିକାଙ୍କୁ ସେହି ଗ୍ରାମର କିଛି...

ଟାଙ୍ଗୀ ଶାଳଗାଁ ନିକଟରେ ରେଳ ଦୁର୍ଘଟଣା

କଟକ ଅଫିସ୍‌,୧୬।୧: ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଲକ ଏକ୍ସପ୍ରେସ ସହିତ ମାଲଗାଡି ଧକ୍କା ହୋଇଛି। ଗୁରୁବାର ସକାଳ ୭ଟାରେ କଟକର ଟାଙ୍ଗୀ ଶାଳଗାଁ ନିକଟରେ ଏହି ଦୁର୍ଘଟଣା...

ବୃଦ୍ଧ ଦମ୍ପତିଙ୍କ ଘରୁ ନଗଦ ଟଙ୍କା, ସୁନା ଅଳଙ୍କାର ଚୋରି

ଭବାନୀପାଟଣା,୨୮।୧: କଳାହାଣ୍ଡି ଜିଲା ନର୍ଲା ଥାନା ଅଧୀନ ଇନ୍ଦ୍ରମାଲ ଗ୍ରାମର ଜଣେ ବୃଦ୍ଧ ଦମ୍ପତିଙ୍କ ଘରୁ ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର ଚୋରି ହୋଇଥିବା...

Advertisement
Archives

Model This Week