ପାର୍ବଣରେ ଗଡ଼ିବନି ବସ୍‌

ଭୁବନେଶ୍ୱର,୫।୧୦: ପୂଜାରେ ଗଡ଼ିବନି ବସ୍‌। ଆଗାମୀ ୭ ତାରିଖ ସନ୍ଧ୍ୟା ଠାରୁ ୮ ତାରିଖ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ ଚଳାଚଳ ବନ୍ଦ ରହିବ । ଏ ନେଇ ବନ୍ଦ ଡାକରା ଦେଇଛି ଘରୋଇ ବସ ମାଲିକ ସଂଘ। ପୁନର୍ବାର ଲକ୍ଷ୍ମୀ ବସ୍‌କୁ ରାଜ୍ୟ ସରକାର ବ୍ଲକ ଠାରୁ ଜିଲା ମୁଖ୍ୟାଳୟ ପର୍ୟ୍ୟନ୍ତ ଚଳାଚଳ ପାଇଁ ନୋଟିଫିକେଶନ ଜାରି କରିଛନ୍ତି ।

ଏହାକୁ ବିରୋଧ କରି ଘରୋଇ ବସ ମାଲିକ ସଂଘ ବନ୍ଦ ଡାକରା ଦେଇଛି । ପୂର୍ବତନ ସରକାର ଏହାକୁ ମାନିଥିଲେ, ବର୍ତ୍ତମାନ ସରକାର ପୁଣି ଲାଗୁ କରିବାକୁ ଯାଉଛନ୍ତି। ଏଥିରେ ଘରୋଇ ବସ କ୍ଷତି ସହିବ। ତେଣୁ ବନ୍ଦ ଡାକରା ଦେଇ ପ୍ରତିବାଦ ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?