Posted inରାଜ୍ୟ

୬ ବର୍ଷ ହେଲା ମିଳିନି ଦରମା

ସିମୁଳିଆ, ୫।୪(ଡି.ଏନ.ଏ.)- ଲକ୍‌ଡାଉନରେ କେଇ ମାସ ମିଳୁ ନ ଥିଲା ଦରମା। ଲୋକଙ୍କ ସ୍ଥିତି କେଉଁ ଭଳି ଥିଲା ଦେଖିଛୁ। କିନ୍ତୁ ଆମେ ୬ ବର୍ଷ ହେଲା ଦରମା ପାଇନୁ। ଏଭଳି କୋହଭରା କଣ୍ଠରେ କହିଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକରେ ଚାଲିଥିବା ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ(ଆରଡବ୍ଲ୍ୟୁଏସ୍‌ଏସ୍‌)ର ଜଳ ଯୋଗାଣ କର୍ମଚାରୀମାନେ (ପମ୍ପ ଡ୍ରାଇଭର)।

୬ ବର୍ଷ ହେଲା ଦରମା ମିଳିନାହିଁ ା ଏହାକୁ କେନ୍ଦ୍ର କରି ସିମୁଳିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟରତ ପମ୍ପ ଡ୍ରାଇଭରମାନେ ସୋମବାର ପୂର୍ବାହ୍ନ ୯ଟାରୁ ବ୍ଲକ କାର୍ଯ୍ୟାଳୟ ଫାଟକ ନିକଟରେ ନିଜ ପରିବାର ସହ ଆମରଣ ଅନଶନରେ ବସିଛନ୍ତି ା ଅପରାହ୍ନରେ ବିଡିଓ ଅନଶନକାରୀମାନଙ୍କ ନିକଟରେ ପହଞ୍ଚତ୍ ସେମାନଙ୍କ ଦାବିପତ୍ର ନେଇଥିବା ବେଳେ ଅନ୍ୟାନ୍ୟ କୌଣସି ପ୍ରଶାସନିକ ଅଧିକାରୀ ସେମାନଙ୍କ ନିକଟରେ ପହଞ୍ଚତ୍ ନ ଥିବା ସୂଚନା ମିଳିଛି। ତେବେ ଏଥର ପ୍ରତିଶ୍ରୁତି ନୁହେଁ ା ଦରମା ନ ମିଳିବା ପର୍ଯ୍ୟନ୍ତ ଏହି ଅନଶନ ଚାଲିବ ବୋଲି କର୍ମଚାରୀମାନେ ସଫାସଫା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri