Posted inରାଜ୍ୟ

୬ ବର୍ଷ ହେଲା ମିଳିନି ଦରମା

ସିମୁଳିଆ, ୫।୪(ଡି.ଏନ.ଏ.)- ଲକ୍‌ଡାଉନରେ କେଇ ମାସ ମିଳୁ ନ ଥିଲା ଦରମା। ଲୋକଙ୍କ ସ୍ଥିତି କେଉଁ ଭଳି ଥିଲା ଦେଖିଛୁ। କିନ୍ତୁ ଆମେ ୬ ବର୍ଷ ହେଲା ଦରମା ପାଇନୁ। ଏଭଳି କୋହଭରା କଣ୍ଠରେ କହିଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକରେ ଚାଲିଥିବା ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ(ଆରଡବ୍ଲ୍ୟୁଏସ୍‌ଏସ୍‌)ର ଜଳ ଯୋଗାଣ କର୍ମଚାରୀମାନେ (ପମ୍ପ ଡ୍ରାଇଭର)।

୬ ବର୍ଷ ହେଲା ଦରମା ମିଳିନାହିଁ ା ଏହାକୁ କେନ୍ଦ୍ର କରି ସିମୁଳିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟରତ ପମ୍ପ ଡ୍ରାଇଭରମାନେ ସୋମବାର ପୂର୍ବାହ୍ନ ୯ଟାରୁ ବ୍ଲକ କାର୍ଯ୍ୟାଳୟ ଫାଟକ ନିକଟରେ ନିଜ ପରିବାର ସହ ଆମରଣ ଅନଶନରେ ବସିଛନ୍ତି ା ଅପରାହ୍ନରେ ବିଡିଓ ଅନଶନକାରୀମାନଙ୍କ ନିକଟରେ ପହଞ୍ଚତ୍ ସେମାନଙ୍କ ଦାବିପତ୍ର ନେଇଥିବା ବେଳେ ଅନ୍ୟାନ୍ୟ କୌଣସି ପ୍ରଶାସନିକ ଅଧିକାରୀ ସେମାନଙ୍କ ନିକଟରେ ପହଞ୍ଚତ୍ ନ ଥିବା ସୂଚନା ମିଳିଛି। ତେବେ ଏଥର ପ୍ରତିଶ୍ରୁତି ନୁହେଁ ା ଦରମା ନ ମିଳିବା ପର୍ଯ୍ୟନ୍ତ ଏହି ଅନଶନ ଚାଲିବ ବୋଲି କର୍ମଚାରୀମାନେ ସଫାସଫା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌, ତେଜିଲା ଅସନ୍ତୁଷ୍ଟ

ଝାରସୁଗୁଡ଼ା, ୮ା୬(ଆଶିଷ ରଞ୍ଜନ ଦାଶ)- ଝାରସୁଗୁଡ଼ା ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଓ ଅସହ୍ୟ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ସ୍ଥିତିରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌…

ଭୁବନେଶ୍ବର ପରିବର୍ତ୍ତେ ପୁରୀ ବସଷ୍ଟାଣ୍ଡରେ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: କାରଣ…

ପୁରୀ,୮।୬: ଭୁବନେଶ୍ବରରେ ଅବତରଣ କରିପାରି ନାହିଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟର। ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଅବତରଣ କରିଛି। ସମଙ୍ଗ ଅସ୍ଥାୟୀ ବସଷ୍ଟାଣ୍ଡରେ…

ଦିଗପହଣ୍ଡି ଦୁର୍ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା…

ଗ୍ରାହକଙ୍କୁ ବଡ଼ ଝଟ୍‌କା! ଆହୁରି ମହଙ୍ଗା ହେବ ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡର, କେନ୍ଦ୍ର ସରକାର ସ୍ପଷ୍ଟ କରି କହିଲେ…..

ନୂଆଦିଲ୍ଲୀ,୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଯୋଗୁଁ ଭାରତରେ ଲୋକମାନେ ମଧ୍ୟ ମୂଲ୍ୟ ବୃଦ୍ଧିର ଶିକାର ହେଉଛନ୍ତି । ଗତ କିଛି ଦିନ ମଧ୍ୟରେ…

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…

ଭିଜିଲାନ୍ସ ହାବୁଡ଼ରେ ପଡିଗଲେ ମନରେଗା ସହାୟିକା, ବିଲ୍‌ କରାଇ ଦେବା କହି ନେଉଥିଲେ ଏତେ ଟଙ୍କା ଲାଞ୍ଚ

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜଳବିଭାଜିକା ବିଭାଗର କର୍ମଚାରୀ ତଥା ମନରେଗା ସହାୟିକା ପ୍ରିୟଙ୍କା ଜେନା। ଫାର୍ମ ପଣ୍ଡ କାମରେ ବିଲ୍‌ କରାଇ ଦେବା…

କଳାଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର, ୮।୬: ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ବେଳେ ସୋମବାର ଅପରାହ୍ନରେ ପୁଣିଥରେ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରକୁ କାଳବୈଶାଖୀ ମାଡ଼ି…

ଗୋଇସରରେ ଜଳକଷ୍ଟ:ପାଣି ପାଇଁ ଧାରଣା ଦେଲେ ମହିଳା

ବରଗଡ଼,୮।୬(ପ୍ରେମାନନ୍ଦ ଖମାରୀ): ତାତି ଥମିବାର ନାଁ ନେଉ ନାହିଁ। ଘରେ ହେଉ ଅବା ବାହାରେ ଯେଉଁଠି ରହିଲେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସ୍ଥଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri