ମତଦାନ,ଗଣତି ଦିନ ମଦ ବିକ୍ରି ଉପରେ କଟକଣା

ଭୁବନେଶ୍ୱର, ୭।୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନରେ ଭୋଟ ଗ୍ରହଣ ଏବଂ ଗଣତି ଦିନ ମଦ ବିକ୍ରି ଉପରେ କଟକଣା ଜାରି କରାଯାଇଛି। ଏ ନେଇ ଅବକାରୀ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ କମିଶନର୍‌ ଆଶିଷ ସିଂ ସମସ୍ତ ଜିଲାର ଜିଲାପାଳଙ୍କୁ ଚିଠି ଲେଖିଛନ୍ତି । ମତଦାନ ଏବଂ ଗଣତି ହେଉଥିବା ଅଞ୍ଚଳରେ ସେହି ଦିନ ମଦ ବିକ୍ରି ହୋଇପାରିବ ନାହିଁ । ଫେବୃୟାରୀ ୧୬, ୧୮, ୨୦, ୨୨ ଓ ୨୪ ତାରିଖରେ ହେବାକୁ ଥିବା ମତଦାନ ଦିନ ମଦ ଦୋକାନ ବନ୍ଦ ରହିବ । ସେହିପରି
ଫେବୃୟାରୀ ୨୬ରୁ ୨୮ରେ ଭୋଟ ଗଣତି ହେବ, ସେହିଦିନ ମଧ୍ୟ ମଦ ବିକ୍ରି ହୋଇପାରିବ ନାହିଁ। ହୋଟେଲ, ରେଷ୍ଟୁରାଣ୍ଟ ଏବଂ କ୍ଲବ୍‌ରେ ମଧ୍ୟ ବାରଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri