କରୋନା ଭାକ୍ସିନ୍‌ର ଦ୍ୱିତୀୟ ବୁଷ୍ଟର ଡୋଜ୍‌ର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୩।୧: ଚାଇନାରେ କରୋନା ତାଣ୍ଡବ ରଚିବାରେ ଲାଗିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ସଂକ୍ରମିତ ହେଉଥିବା ବେଳେ ଶହ ଶହ ଲୋକ ଜୀବନ ହାରୁଛନ୍ତି। ଭାରତରେ ମଧ୍ୟ କଂରୋନା ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଦେଶରେ କେତେକ କଟକଣା ଜାରି କରିଛନ୍ତି। ସମସ୍ତ ବିମାନବନ୍ଦରରେ ରେଣ୍ଡମ୍‌ ଟେଷ୍ଟିଂ ଚାଲିଥିବା ବେଳେ ପରିସ୍ଥିତି ଉପରେ ସ୍ବାସ୍ଥ୍ୟମନ୍ତ୍ରଣାଳୟ ନଜର ରଖିଛି। ଇତିମଧ୍ୟରେ କେନ୍ଦ୍ର ସରକାର କରୋନା ଭାକ୍ସିନର ଦ୍ୱିତୀୟ ବୁଷ୍ଟର ଡୋଜକୁ ବର୍ତ୍ତମାନ ବାଧ୍ୟତାମୂଳକ କରିନାହାନ୍ତି। ଏଥିସହ ସରକାରଙ୍କ ପକ୍ଷରୁ ଏଭଳି କୌଣସି ଅଭିଯାନ ଚଳାଇବାକୁ ଯୋଜନା ନ ଥିବା ଜଣାପଡ଼ିଛି। ଦେଶରେ ନାଗରିକମାନଙ୍କର ଏକ ବୃହତ୍‌ ଅଂଶକୁ କରୋନାର ଉଭୟ ଭାକ୍ସିନ ଦିଆଯାଇଛି। ବର୍ତ୍ତମାନ ବୁଷ୍ଟର ଡୋଜ ଦିଆଯାଉଛି। କିନ୍ତୁ ବିଶେଷଜ୍ଞଙ୍କ ସହ ଆଲୋଚନା କରିବା ପରେ ସରକାର ନିଷ୍ପତ୍ତି ନେଇଛନ୍ତି ଯେ, କରୋନାର ଦ୍ୱିତୀୟ ବୁଷ୍ଟର ଡୋଜ୍‌ ଦେବା ପାଇଁ କୌଣସି ଯୋଜନା ନାହିଁ। କାରଣ ନାଗରିକଙ୍କ ଶରୀରରେ ପର୍ଯ୍ୟାପ୍ତ ପରିମାଣର ଆଣ୍ଟିବଡି ରହିଛି। ଏନେଇ ମଙ୍ଗଳବାର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri