Posted inଜାତୀୟ

ରାଜସ୍ଥାନରେ ଭାକ୍ସିନ ଅଭାବ ପଡ଼ିନାହିଁ

ଜୟପୁର,୯।୩ : କେନ୍ଦ୍ର ତୁରନ୍ତ ଭାକ୍ସିନ ନ ପଠାଇଲେ ରାଜସ୍ଥାନରେ ଆଣ୍ଟି କରୋନା ଡୋଜର ଅଭାବ ଦେଖାଦେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଏହାକୁ ମଙ୍ଗଳବାର ପ୍ରତ୍ୟାଖ୍ୟାନ କରିଛି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ। ”ଏହି ରାଜ୍ୟରେ ବର୍ତ୍ତମାନ ଭାକ୍ସିନ ଅଭାବ ନାହିଁ। ରାଜସ୍ଥାନକୁ ୩୭.୬୧ ଲକ୍ଷ ଆଣ୍ଟି କୋଭିଡ୍‌ ଡୋଜ ପଠାଯାଇଥିବାବେଳେ ୮ ତାରିଖ ସନ୍ଧ୍ୟା ସୁଦ୍ଧା ୨୪.୨୮ ଲକ୍ଷ ଲୋକଙ୍କୁ ଟିକା ଦିଆଯାଇଛି। ରାଜ୍ୟ ପାଖରେ ଆହୁରି ୧୩.୩୩ ଲକ୍ଷ ଡୋଜ ବଞ୍ଚିଛି “ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି।

ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଭାକ୍ସିନର ଉପଲବ୍ଧତା ଓ ଯୋଗାଣ ଉପରେ ନିୟମିତ ନଜର ରଖାଯାଉଛି। ସେମାନଙ୍କ ଆବଶ୍ୟକତା ଓ ପ୍ରତ୍ୟେକ ଦିନ କେତେ ସଂଖ୍ୟାରେ ଲୋକଙ୍କୁ ଟିକାକରଣ କରାଯାଉଛି, ତାହାକୁ ଆଧାର କରି ଭାକ୍ସିନ ଯେଗାଇ ଦିଆଯାଉଥିବା ସ୍ପଷ୍ଠ କରିଛି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ। ରାଜ୍ୟରେ ନିକଟ ଭବିଷ୍ୟତରେ ଭାକ୍ସିନ ଅଭାବ ଦେଖାଦେବାର ସମ୍ଭାବନା ଥିବାରୁ ଆଣ୍ଟି କରୋନା ଡୋଜ ପ୍ରଦାନ ପ୍ରକ୍ରିୟା ଧିମା କରି ଦିଆଯାଇଥିବା କିଛି ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

EPFO ପେନସନଧାରୀଙ୍କ ପାଇଁ ବଡ଼ଖବର : EPF ପେନସନ ୧୦୦୦୦ରୁ ବଢ଼ି ହେବ ଏତିକ! ଦିଆଗଲା ପ୍ରସ୍ତାବ

ନୂଆଦିଲ୍ଲୀ,୧।୫: ଜାତୀୟ ଆନ୍ଦୋଳନ କମିଟି (NAC)ର ମୁଖ୍ୟ ଦାବି ହେଉଛି EPS-୯୫ ଅଧୀନରେ ଆବୃତ ପେନସନଭୋଗୀଙ୍କ ପାଇଁ ସର୍ବନିମ୍ନ ମାସିକ ପେନସନ ୧,୦୦୦ରୁ ୭୫୦୦ କୁ ବୃଦ୍ଧି…

ଆଜିଠାରୁ ପରିବର୍ତ୍ତନ ହେଲା ଦେଶରେ ଏହିସବୁ ନିୟମ: ଆପଣଙ୍କ ପକେଟ ଉପରେ କେତେ ପ୍ରଭାବ ପକାଇବ, ଜାଣନ୍ତୁ…

ନୂଆଦିଲ୍ଲୀ,୧।୫: ମେ ୧ ତାରିଖରୁ ଦେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କାର୍ଯ୍ୟକାରୀ ହୋଇଛି। ଏଗୁଡ଼ିକ ଆପଣଙ୍କ ଘରର ରୋଷେଇ ଘର, ଯାତ୍ରା ଏବଂ ମୋବାଇଲ ଗେମିଂ ଉପରେ…

ଏହି ଦିନ ପର୍ଯ୍ୟନ୍ତ ହେବ କାଳବୈଶାଖୀ ବର୍ଷା: ହୋଇଯାନ୍ତୁ ସାବଧାନ

ଭୁବନେଶ୍ୱର,୧ା୫ (ବନ୍ଦନା ସେଠୀ):ଗତ କିଛିଦିନ ଧରି ରାଜ୍ୟରେ ଲାଗି ରହିଥିବା ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। କାଳବୈଶାଖୀ ବର୍ଷା ପାଇଁ ଗୁରୁବାର ତାପମାତ୍ରା…

ସ୍ଲଟ୍‌ ବୁକିଂ ବ୍ୟବସ୍ଥାରେ ଶ୍ରୀଜୀଉ ଦର୍ଶନ

ଶ୍ରୀ ଜଗନ୍ନାଥଙ୍କ ଦର୍ଶନରେ ସୁଧାର ଆଣିବାକୁ ସରକାର ସ୍ଲଟ୍‌ ବୁକିଂ ବ୍ୟବସ୍ଥା ପ୍ରଚଳନ ପାଇଁ କହିଛନ୍ତି। ଏହା ଉପରେ ପ୍ରାଥମିକ ପଦକ୍ଷେପ ଆରମ୍ଭ ହୋଇଯାଇଛି ବୋଲି ଶ୍ରୀମନ୍ଦିର…

ସମୃଦ୍ଧିର ପ୍ରତୀକ

ଦେବଦତ୍ତ ପଟ୍ଟନାୟକ ଲଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍‌ ଜଣାଶୁଣା। ଏହାକୁ…

ଟପ୍ପର ହେବା ଜରୁରୀ କି

ନିକଟରେ ପ୍ରକାଶ ପାଇଥିବା ସିିବିଏସ୍‌ଇ ଦଶମ ବୋର୍ଡ ପରୀକ୍ଷା ଫଳକୁ ନେଇ ଓଡ଼ିଶା ସାରା ଚର୍ଚ୍ଚା। କେବଳ ଓଡ଼ିଶା କାହିଁକି, ସାରା ଭାରତରେ ଅନେକ ଛାତ୍ରୀଛାତ୍ର ଶତକଡା…

କାର୍ଯ୍ୟରୁ ଅବସର ନେଲେ ଏସପି ଅନିଲ କୁମାର ମିଶ୍ର, ଏବେ ଦାୟିତ୍ୱରେ ରହିବେ ନୂଆ…

ଦେବଗଡ଼,୧।୫(ଶଶାଙ୍କ ଶେଖର ଝାଙ୍କର): ୧୯୮୮ ବ୍ୟାଚର ଓଡ଼ିଶା ପୋଲିସ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ତଥା ଦେବଗଡ଼ ଏସପି ଅନିଲ କୁମାର ମିଶ୍ର ଗୁରୁବାର କାର୍ଯ୍ୟରୁ ଅବସର…

ନବୀନଙ୍କୁ ନେଇ ଏମିତି କହିଦେଲେ ପ୍ରଭାତୀ ପରିଡା: ଛଳନା କରି…

ଭୁବନେଶ୍ୱର,୧ା୫(ରବିନାରାୟଣ ଜେନା):ବିଧାନସଭାର ସ୍ବତନ୍ତ୍ର ଅଧିବେଶନ କାଳରେ ଗୁରୁବାର ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଉପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବର୍ଷିଛନ୍ତି। ପ୍ରଭାତୀ କହିଛନ୍ତି, ଆଜି ବିରୋଧୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri